ପାହାଡ଼ରେ ଖଞ୍ଜୁଥିଲେ ବିସ୍ଫୋରକ: ଧରାପଡ଼ିଲେ ୩ ଯୁବକ

ସୁନାବେଡା/ସେମିଳିଗୁଡା,୨୫ା୯(ସ୍ବ.ପ୍ର.): ପାହାଡ଼ରେ ପଥର ଫଟାଇବା ଲାଗି ବିସ୍ଫୋରକ ଖଞ୍ଜୁଥିବା ବେଳେ ସେମିଳିଗୁଡ଼ା ପୋଲିସ ୩ ଜଣ ଯୁବକଙ୍କୁ ଗିରଫ କରିଛି। ସେମାନେ ହେଲେ ଉପର ମାନିଆ ଗ୍ରାମର ତ୍ରିନାଥ ବେନିଆ(୨୬), ଲୁଙ୍ଗୁରି ଗ୍ରାମର ଧନୀ ଖରା(୩୦) ଓ ଗୋବିନ୍ଦ ଖରା(୪୨)। ପୋଲିସ ତାଙ୍କଠାରୁ ୯୬ଟି ଜିଲୋଟିନ୍‌, ୧୭ଟି ଡିଟୋନେଟର ଏବଂ ୪ ବଣ୍ଡଲ ବିଦ୍ୟୁତ୍‌ ତାର ଜବତ କରିଛି।

ପୋଲିସ ସୂଚନା ମୁତାବକ, ଶନିବାର ଅପରାହ୍ନରେ ସେମିଳିଗୁଡ଼ା ଏସ୍‌ଆଇ ଦୀପକ ବାରିକ ପୋଲିସ କର୍ମଚାରୀଙ୍କ ସହ ପାଟ୍ରୋଲିଂ କରୁଥିଳେ। ସେତିକିବେଳେ ୩ଜଣ ଯୁବକ ଦାମନଯୋଡି ରାସ୍ତାରେ ଥିବା ପାହାଡ଼ରେ ବିସ୍ଫୋରକ ସାମଗ୍ରୀ ଖଞ୍ଜୁଥିବା ଦେଖିବାକୁ ପାଇଥିଲେ। ପୋଲିସ ତାଙ୍କୁ ଧରି ପଚରାଉଚରା କରିଥିଲା। ଏପରିକି ପୋଲିସ ସେମାନଙ୍କ ନିକଟରୁ ଉପରୋକ୍ତ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ କରିଥିଲା। ଏନେଇ ସେମିଳିଗୁଡା ଥାନା ପୋଲିସ ଏକ ମାମଲା(ନଂ.୧୪୦/୨୨) ରୁଜୁ କରି ଘଟଣାର ଅଧିକ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶେଷରେ ଏମିତି କହିଦେଲେ ନିଶିକାନ୍ତ ଦୁବେ: ଯଦି ବାଧିଥାଏ…

ଭୁବନେଶ୍ୱର, ୨।୪(ସୁନିତ୍‌ ମିଶ୍ର):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବାବଦରେ ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ବିବାଦୀୟ ବୟାନକୁ ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ସବୁଆଡୁ…

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri