ପାହାଡ଼ରେ ଖଞ୍ଜୁଥିଲେ ବିସ୍ଫୋରକ: ଧରାପଡ଼ିଲେ ୩ ଯୁବକ

ସୁନାବେଡା/ସେମିଳିଗୁଡା,୨୫ା୯(ସ୍ବ.ପ୍ର.): ପାହାଡ଼ରେ ପଥର ଫଟାଇବା ଲାଗି ବିସ୍ଫୋରକ ଖଞ୍ଜୁଥିବା ବେଳେ ସେମିଳିଗୁଡ଼ା ପୋଲିସ ୩ ଜଣ ଯୁବକଙ୍କୁ ଗିରଫ କରିଛି। ସେମାନେ ହେଲେ ଉପର ମାନିଆ ଗ୍ରାମର ତ୍ରିନାଥ ବେନିଆ(୨୬), ଲୁଙ୍ଗୁରି ଗ୍ରାମର ଧନୀ ଖରା(୩୦) ଓ ଗୋବିନ୍ଦ ଖରା(୪୨)। ପୋଲିସ ତାଙ୍କଠାରୁ ୯୬ଟି ଜିଲୋଟିନ୍‌, ୧୭ଟି ଡିଟୋନେଟର ଏବଂ ୪ ବଣ୍ଡଲ ବିଦ୍ୟୁତ୍‌ ତାର ଜବତ କରିଛି।

ପୋଲିସ ସୂଚନା ମୁତାବକ, ଶନିବାର ଅପରାହ୍ନରେ ସେମିଳିଗୁଡ଼ା ଏସ୍‌ଆଇ ଦୀପକ ବାରିକ ପୋଲିସ କର୍ମଚାରୀଙ୍କ ସହ ପାଟ୍ରୋଲିଂ କରୁଥିଳେ। ସେତିକିବେଳେ ୩ଜଣ ଯୁବକ ଦାମନଯୋଡି ରାସ୍ତାରେ ଥିବା ପାହାଡ଼ରେ ବିସ୍ଫୋରକ ସାମଗ୍ରୀ ଖଞ୍ଜୁଥିବା ଦେଖିବାକୁ ପାଇଥିଲେ। ପୋଲିସ ତାଙ୍କୁ ଧରି ପଚରାଉଚରା କରିଥିଲା। ଏପରିକି ପୋଲିସ ସେମାନଙ୍କ ନିକଟରୁ ଉପରୋକ୍ତ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ କରିଥିଲା। ଏନେଇ ସେମିଳିଗୁଡା ଥାନା ପୋଲିସ ଏକ ମାମଲା(ନଂ.୧୪୦/୨୨) ରୁଜୁ କରି ଘଟଣାର ଅଧିକ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମରେ କରୋନା ସଚେତନତା ରାଲି

ଗଞ୍ଜାମ,୮।୪(ଡି.ଏନ୍‌.ଏ): ମହାମାରୀ କରୋନା ଦିନକୁ ଦିନ ରାଜ୍ୟରେ ଉଗ୍ର ରୂପ ଧାରଣ କରିବାରେ ଲାଗିଛି। କରୋନାର ନୂଆ ଷ୍ଟ୍ରେନ୍‌ ଅତି ଭୟଙ୍କର ହୋଇଥିବା ବେଳେ ଏଥିପାଇଁ...

ହଳଦିଆ ବାହାଳରେ ହାତୀ ଆତଙ୍କ

ଓଡ଼ାପଡ଼ା,୧୯।୧୨(ଡି.ଏନ.ଏ.) – ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ମେରାମଣ୍ଡଳୀ ସେକ୍ସନ ଅଞ୍ଚଳରେ ୬୦ ହାତୀ ଉପଦ୍ରବ ଚଳାଇଛନ୍ତି। ଫଳରେ ଅଞ୍ଚଳବାସୀ ଆତଙ୍କିତ ହୋଇପଡ଼ିଛନ୍ତି। ବୁଧବାର ପ୍ରାୟ...

ଅର୍ଥକାରୀ ଫସଲ ହିଁ ଚାଷୀଙ୍କୁ ସ୍ୱାବଲମ୍ବୀ କରିବ

କେନ୍ଦ୍ରାପଡା ଅଫିସ, ୨୩।୩: ଖାଦ୍ୟ ପାଇଁ ଶସ୍ୟ ଉତ୍ପାଦନ କରିବାକୁ ପଡ଼ିବ। ଏଥିପାଇଁ ଜଳ ପରିଚାଳନାର ଯଥେଷ୍ଟ ଗୁରୁତ୍ୱ ଅଛି। ସେହିପରି ରାଜ୍ୟ ଓ କେନ୍ଦ୍ର...

ହାଇସ୍କୁଲ ବାରଣ୍ଡାରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର

ପାଟଣା,୨୩।୧(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କଣ୍ଟିଆପଡ଼ା ସ୍ଥିତ ପଞ୍ଚାୟତ ହାଇସ୍କୁଲ ବାରଣ୍ଡାରୁ ଶନିବାର ସକାଳୁ ଜଣେ ୮୦ ବର୍ଷୀୟ ବୃଦ୍ଧଙ୍କ ମୃତଦେହ ଉଦ୍ଧାର...

ଭାରତର ପ୍ରଥମ ମାନବ ଅନ୍ତରୀକ୍ଷ ଯାତ୍ରା କାର୍ଯ୍ୟକ୍ରମ: ଗଗନୟାନରେ ମହାକାଶ ଯିବେ ବଲାଙ୍ଗୀରର ନିଖିଲ ରଥ

ବଲାଙ୍ଗୀର ଅଫିସ, ୮।୯: ଭାରତର ପ୍ରଥମ ମାନବ ଅନ୍ତରୀକ୍ଷ ଯାତ୍ରା କାର୍ଯ୍ୟକ୍ରମ ମିଶନ୍‌ ଗଗନୟାନ ପାଇଁ ଭାରତୀୟ ବାୟୁସେନା ପକ୍ଷରୁ ପ୍ରଥମ ପର୍ଯ୍ୟାୟ ମହାକାଶଚାରୀ ଚୟନ...

ବିଦ୍ୟୁତ୍‌ ଆଘାତରେ ଜଣଙ୍କ ମୃତ୍ୟୁ

ଆସିକା,୨୦ା୧୧(ଡି.ଏନ୍‌.ଏ.): ଗାଙ୍ଗପୁର ଥାନା ଅନ୍ତର୍ଗତ କଳାସୁତା ଗ୍ରାମରେ ବୁଧବାର ମଧ୍ୟାହ୍ନରେ ବିଦ୍ୟୁତ୍‌ ଆଘାତରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଉକ୍ତ ଗ୍ରାମର ଜଣେ...

ବାଲ୍ୟ ବିବାହ ରୋକିଲେ ଚାଇଲ୍ଡଲାଇନ କର୍ମକର୍ତ୍ତା

ଦେବଗଡ,୫ା୫(ଡି.ଏନ.ଏ)-ଦେବଗଡ ଜିଲା ବାରକୋଟ ବ୍ଲକ କାଉଁଶିବାହାଲ ପଞ୍ଚାୟତ ଅନ୍ତର୍ଗତ ଗୌଡସୁଗୁଡା ଗ୍ରାମରେ ବାଲ୍ୟ ବିବାହ ପାଇଁ ଯୋଜନା ଚାଲିଥିବା ବେଳେ ଏହାକୁ ରୋକିଛନ୍ତି ଚାଇଲ୍ଡଲାଇନର କର୍ମକର୍ତ୍ତା।...

ଗାଡ଼ି ଗଲାନି, ଖଟିଆରେ ବୁହାହେଲେ ବ୍ୟକ୍ତି; ଡାକ୍ତରଖାନାରେ ଜୀବନ ଗଲା

ବରଗଡ଼ ଅଫିସ୍‌/ସରଣ୍ଡା,୧୫।୮: ବରଗଡ଼ ଜିଲା ଅତାବିରା ବ୍ଲକ ବୁଗବୁଗା ପଞ୍ଚାୟତ ଅନ୍ତର୍ଗତ କଣ୍ଟାତଳ ଗ୍ରାମରେ ରାସ୍ତା ଖରାପ ଯୋଗୁ ଜଣେ ରୋଗୀଙ୍କୁ ଖଟିଆରେ ବୋହିବା ଏବଂ...

Advertisement
Archives

Model This Week