Posted inଜାତୀୟ

କୋଭିଶିଲ୍ଡ ରପ୍ତାନି ସ୍ଥଗିତ

ନୂଆଦିଲ୍ଲୀ,୨୬।୩:ଭାରତରେ କରୋନା ସଂକ୍ରମଣ ହୁ ହୁ ହୋଇ ବଢ଼ୁଥିବାରୁ ସରକାରଙ୍କ କୋଭିଡ୍‌ ଟିକା କୂଟନୀତି ପ୍ରଭାବିତ ହେବା ଆଶଙ୍କା ସୃଷ୍ଟି ହୋଇଛି। ତେଣୁ ଭାରତ ଗରିବ ଦେଶକୁ କୋଭିଡ୍‌ ଟିକା ଯୋଗାଣ ନିଷ୍ପତ୍ତିର ପୁନର୍ବିଚାର କରିପାରେ। ଭାରତର ଟିକା ଚାହିଦା ପୂରଣ ଲାଗି ଇତିମଧ୍ୟରେ ସିରମ୍‌ ଇନ୍‌ଷ୍ଟିଚ୍ୟୁଟ ଦ୍ୱାରା ପ୍ରସ୍ତୁତ କୋଭିଶିଲ୍ଡ ଟିକା ରପ୍ତାନିକୁ ସାମୟିକ ଭାବେ ସ୍ଥଗିତ ରଖାଯାଇଛି। ଫଳରେ ଗ୍ଲୋବାଲ ଆଲିଆନ୍ସ ଫର୍‌ ଭାକ୍ସିନ୍‌ ଆଣ୍ଡ ଇମ୍ୟୁନାଇଜେଶନ ଏବଂ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର କୋଭାକ୍ସ କାର୍ଯ୍ୟକ୍ରମକୁ ଟିକା ଯୋଗାଣ ପ୍ରଭାବିତ ହେବ। ଏହି କାର୍ଯ୍ୟକ୍ରମରେ ୬୪ ଗରିବ ଦେଶକୁ କୋଭିଡ୍‌ ଟିକା ପଠାଯାଉଥିଲା। ଭାରତ ଉକ୍ତ କାର୍ଯ୍ୟକ୍ରମରେ ବର୍ତ୍ତମାନ ସୁଦ୍ଧା ୬୦.୫ ନିୟୁତ ଡୋଜ୍‌ ଟିକା ଯୋଗାଇ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧,୪୦୦ କି.ମି. ଯାଇ ଦିଲ୍ଲୀ ପ୍ରଫେସରଙ୍କୁ ହତ୍ୟା କରିଥିଲେ ପଶ୍ଚିମବଙ୍ଗ ଦମ୍ପତି

ନୂଆଦିଲ୍ଲୀ,୮ା୬: ଦିଲ୍ଲୀ ୟୁନିଭର୍ସିଟିର ଶିବାଜୀ କଲେଜରେ ଆସିଷ୍ଟାଣ୍ଟ ପ୍ରଫେସର ଭାବେ କାର୍ଯ୍ୟ କରୁଥିବା ଦେବୋସ୍ମିତା ପଲ୍‌ଙ୍କୁ ଗତ ବୁଧବାର ପୂର୍ବ ଦିଲ୍ଲୀର ବସୁନ୍ଧରା ଏନ୍‌କ୍ଲେଭସ୍ଥିତ ସତ୍ୟମ ଆପାର୍ଟମେଣ୍ଟରେ…

ବକୁଳବନ ଢାଞ୍ଚାରେ ହେବ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ

ଭୁବନେଶ୍ୱର/ଖୋର୍ଦ୍ଧା, ୮।୬ (ରବିନାରାୟଣ ଜେନା/ ପ୍ରଭାତ ପାଣିଗ୍ରାହୀ) ରାଜ୍ୟରେ ଉତ୍ତମ ଶୈକ୍ଷିକ ବାତାବରଣ ସୃଷ୍ଟି କରିବା ଏବଂ ଛାତ୍ରୀଛାତ୍ରଙ୍କୁ ଗୁଣବତ୍ତା ଶିକ୍ଷା ଯୋଗାଇ ଦେବାପାଇଁ ରାଜ୍ୟ ସରକାର…

ସାଗର ଓ ନୀଳ ଅର୍ଥନୀତି

ପୃଥିବୀର ମୋଟ ଆୟତନର ପ୍ରାୟ ୭୧ ଭାଗ ହେଉଛି ମହାସାଗର ଏବଂ ଏଥିରେ ପୃଥିବୀର ମୋଟ ଜଳର ୯୮ ପ୍ରତିଶତ ଅଛି। ମହାସାଗରଗୁଡ଼ିକ ପରସ୍ପର ସହିତ ସଂଯୁକ୍ତ…

ସୁନା ପଞ୍ଜୁରିରେ ‘ଶିକ୍ଷିତ ପକ୍ଷୀ’

ଆଧୁନିକ ସହର ଏବେ ଭୂସମାନ୍ତର ସମ୍ପ୍ରସାରଣ ଅପେକ୍ଷା ଭୂଲମ୍ବ ସମ୍ପ୍ରସାରଣ ଉପରେ ଅଧିକ ଗୁରୁତ୍ୱ ଦେଉଛି। ସେଥିପାଇଁ ସହର ଭିତରେ ଗଢା ଚାଲିଛି ବହୁତଳ ଆପାର୍ଟମେଣ୍ଟ। ସାଧାରଣ…

ବିକାଶ ବନାମ ଭବିଷ୍ୟତ

ଜୁନ୍‌ ୫ରେ ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି। ପ୍ରକୃତି ଓ ପରିବେଶକୁ ସୁରକ୍ଷିତ ରଖିବା ଲାଗି ଅନେକ ସ୍ଥାନରେ ବହୁବିଧ ପଦକ୍ଷେପ ନେବା ଲାଗି ନିଷ୍ପତ୍ତି…

ଏମିତି ପ୍ରଶ୍ନ ପଚାରିଲେ ନ୍ୟୁଜ ଆଙ୍କର, ରାଗରେ ନାଲି ପଡ଼ିଗଲେ ଡୋନାଲ୍ଡ ଟ୍ରମ୍ପ, ସାକ୍ଷାତକର ମଝିରୁ ଚାଲିଯିବ ସହ କହିଲେ…

ଓ୍ବାଶିଂଟନ,୮।୬: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ସାକ୍ଷାତକାର ସମୟରେ ଏତେ କ୍ରୋଧିତ ହୋଇଗଲେ ଯେ ସେ ସାମ୍ବାଦିକଙ୍କୁ ‘ବେଇମାନ ଏବଂ ମୂର୍ଖ’ ବୋଲି କହି ମଝିରୁ…

ଭୟଙ୍କର ଭୂକମ୍ପ, ଘଣ୍ଟାକ ଭିତରେ ୩ ଥର ଥରି ଉଠିଲା, ଜାରି ହେଲା ସୁନାମୀ ସତର୍କତା

ମାନିଲା,୮।୬: ସୋମବାର (ଜୁନ ୮) ସକାଳେ ଫିଲିପାଇନ୍ସରେ ପ୍ରବଳ ଭୂମିକମ୍ପ ଅନୁଭୂତ ହୋଇଥିଲା। ଗୋଟିଏ ଘଣ୍ଟା ମଧ୍ୟରେ ଭୂମି ତିନିଥର ଥରି ଉଠିଥିଲା। ଭୂମିକମ୍ପର ତୀବ୍ରତା ରିକ୍ଟର…

ପ୍ରେମିକାଙ୍କୁ ହତ୍ୟା କରି ଜଙ୍ଗଲରେ ପୋତିଥିଲେ ପ୍ରେମିକ, ୨୬ ଦିନ ପରେ…

କେନ୍ଦୁଝର/ବଡ଼ବିଲ୭।୬(ନରେଶ ଚନ୍ଦ୍ର ପଟ୍ଟନାୟକ/ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଧୀନ ଝାଡ଼ଗାଁରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ପ୍ରେମିକାଙ୍କୁ ଗଳାକାଟି ହତ୍ୟା ପରେ ପ୍ରେମିକ ଜଙ୍ଗଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri