Posted inଜାତୀୟ

ଏକ୍ସପ୍ରେସ୍‌ ଟ୍ରେନ ଲାଇନଚ୍ୟୁତ: ଉଦ୍ଧାର ଜାରି

କୋଲକାତା,୯।୧୧: ପଶ୍ଚିମବଙ୍ଗ: ସାଲିମାର-ସିକନ୍ଦରାବାଦ ସ୍ପେଶାଲ ଟ୍ରେନ ଶନିବାର ସକାଳୁ ଲାଇନଚ୍ୟୁତ ହୋଇଛି। ହାୱଡ଼ା ନାଲପୁର ଷ୍ଟେଶନ ନିକଟରେ ଏହି ଘଟଣା ଘଟିଛି। ଟ୍ରେନ୍‌ର ୩ଟି ବଗି ଲାଇନଚ୍ୟୁତ ହୋଇଥିବା ସୂଚନା ମିଳିଛି। ଏହି ଘଟଣାରେ ୧୫ଜଣ ଆହତ ହୋଇଛନ୍ତି। ମୃତାହତ ନେଇ କୌଣସି ସୂଚନା ମିଳିନାହିଁ। ଏହି ଦୁର୍ଘଟଣା ପାଇଁ ହେଲପ ଲାଇନ ନଂ ଜାରି କରାଯାଇଛି। ଖଡଗପୁର ଷ୍ଟେଶନ ପକ୍ଷରୁ ହେଲପ ଲାଇନ ନଂ- ୬୩୭୬୪ ଏବଂ ନଂ ୦୩୨୨୨୯-୩୭୬୪ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ପାଇଁ ପେଡ଼ି ଖୋଲିଦେଲେ ନିର୍ମଳା, ଗର୍ଲସ ହଷ୍ଟେଲଠାରୁ ଲକ୍ଷପତି ଦିଦି ସମସ୍ତେ ହେବେ ଖୁସି

ନୂଆଦିଲ୍ଲୀ,୧।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ରବିବାର ସଂସଦରେ 2026-27 ପାଇଁ ବଜେଟ ଉପସ୍ଥାପନ କରିଛନ୍ତି। ସବୁଥର ପରି, ଅର୍ଥମନ୍ତ୍ରୀଙ୍କ ବଜେଟରେ ମହିଳାମାନଙ୍କ ପାଇଁ କିଛି ସ୍ବତନ୍ତ୍ର…

ପ୍ରତିରକ୍ଷା ବଜେଟ୍‌ରେ ରେକର୍ଡ ବୃଦ୍ଧି: ସେନା ଯେତିକି ମାଗିଥିଲା, ତାଠାରୁ ଅଧିକ ଦେଲେ ସରକାର

ନୂଆଦିଲ୍ଲୀ,୧।୨: ପ୍ରତିରକ୍ଷା କ୍ଷେତ୍ର ପାଇଁ ଏକ ବଡ଼ ଧରଣର ବ୍ୟୟବରାଦ ଘୋଷଣା କରିଛନ୍ତି ସରକାର। ‘ଅପରେସନ ସିନ୍ଦୂର’ ପରେ ସୀମାରେ ବଢ଼ୁଥିବା ଆତଙ୍କବାଦୀ କାର୍ଯ୍ୟକଳାପକୁ ଦୃଷ୍ଟିରେ ରଖି…

Budget 2026: ଲଗାତାର ୯ମ ଥର ବଜେଟ୍ ଆଗତ କରି ରେକର୍ଡ କଲେ ନିର୍ମଳା ସୀତାରମଣ

ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରି ଏକ ନୂତନ ଇତିହାସ ରଚିଛନ୍ତି। ସେ ଭାରତର ପ୍ରଥମ ଅର୍ଥମନ୍ତ୍ରୀ…

Budget 2026: ଭାରତ ହେବ ଚିପ୍ ମାନୁଫାକ୍ଚରିଂ ହବ୍; ୪୦,୦୦୦ କୋଟିର ବ୍ୟୟବରାଦ

ନୂଆଦିଲ୍ଲୀ,୧।୨: ଭାରତ ହେବ ଚିପ୍ ମାନୁଫାକ୍ଚରିଂ ହବ୍। ସେମିକଣ୍ଡକ୍ଟର କ୍ଷେତ୍ରରେ ପାଲଟିବା ବିଶ୍ୱସ୍ତରୀୟ ଶକ୍ତି। ଭାରତର ବୈଷୟିକ ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ବଜେଟରେ ଇଣ୍ଡିଆ ସେମିକଣ୍ଡକ୍ଟର…

Budget 2026: ସାଧାରଣ ଜନତାଙ୍କୁ କ’ଣ ମିଳିଲା? ଚାଷୀ, ଯୁବପିଢ଼ି ଓ ମଧ୍ୟବିତ୍ତଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ୨୦୨୬ ବଜେଟ୍‌ ଉପସ୍ଥାପନ କରିଛନ୍ତି। ଦେଶର ସାଧାରଣ ଜନତାଙ୍କ ଜୀବନଶୈଳୀରେ ସୁଧାର ଆଣିବା ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଏଥିରେ ନିଆଯାଇଛି।…

ଏକାଗ୍ର ମନ, ତୀକ୍ଷ୍ଣ ଦୃଷ୍ଟି: ବଜେଟ ଭାଷଣ ସମୟରେ ଏମିତି ଟେବୁଲ ବାଡେଇଲେ ମୋଦି, ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧।୨: ସଂସଦୀୟ କାର୍ଯ୍ୟକାଳରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତି ସର୍ବଦା ପ୍ରଭାବଶାଳୀ, କିନ୍ତୁ ବଜେଟ ଦିବସରେ ତାଙ୍କର ଗମ୍ଭୀରତା ଏକ ଭିନ୍ନ ସ୍ତରକୁ ପହଞ୍ଚେ। ଅର୍ଥମନ୍ତ୍ରୀ ନିର୍ମଳା…

ବଜେଟ୍‌କୁ ନେଇ ଏହି ବଡ଼ କଥା କହିଦେଲେ ପ୍ରିୟଙ୍କା ଗାନ୍ଧୀ, ମୋର କୌଣସି…

ନୂଆଦିଲ୍ଲୀ,୧ା୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଆଜି ଅର୍ଥାତ୍‌ ଫେବୃଆରୀ ୧ରେ ପାର୍ଲାମେଣ୍ଟରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ କେନ୍ଦ୍ର ବଜେଟ୍‌ ଉପସ୍ଥାପନ କରିଛନ୍ତି। ଏହା ତାଙ୍କର ଲଗାତର…

ରୋହିତ ସେଟ୍ଟୀଙ୍କ ଘର ବାହାରେ ଫାୟାରିଂ, ପହଞ୍ଚିଲା ମୁମ୍ବାଇ ପୋଲିସ 

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ତଥା ନିର୍ଦ୍ଦେଶକ ରୋହିତ ସେଟ୍ଟୀଙ୍କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ଶନିବାର ବିଳମ୍ବିତ ରାତିରେ ତାଙ୍କ ଘର ବାହାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri