ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ଆପଣଙ୍କ ଉପସ୍ଥିତି ସମସ୍ତ…

ଭୁବନେଶ୍ୱର,୧୦ା୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କୃତଜ୍ଞତା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆ ଏକ୍ସ ହ୍ୟାଣ୍ଡେଲରେ ଏକ ପୋଷ୍ଟ କରିଛନ୍ତି।
ଏଥିରେ ସେ ଲେଖିଛନ୍ତି, ‘ପ୍ରବାସୀ ଭାରତୀୟ ଦିବସ’ରେ ଆପଣଙ୍କ ଗରିମାମୟ ଉପସ୍ଥିତି ଏହି କାର୍ଯ୍ୟକ୍ରମକୁ ଆହୁରି ସଫଳ ଏବଂ ସ୍ବତନ୍ତ୍ର କରିପାରିଛି। ଆପଣଙ୍କ ମାର୍ଗଦର୍ଶନ ଉପସ୍ଥିତ ସମସ୍ତ ପ୍ରବାସୀ ଭାରତୀୟଙ୍କ ମନରେ ନୂଆ ଆଶା, ଉତ୍ସାହ ଏବଂ ଉଦ୍ଦୀପନା ଭରିଦେବା ସହ ‘ବିକଶିତ ଭାରତ’ ନିର୍ମାଣ ପାଇଁ ଅନୁପ୍ରାଣିତ କରିଛି। ଏଥିପାଇଁ ବ୍ୟକ୍ତିଗତ ଭାବେ ଆପଣଙ୍କୁ କୃତଜ୍ଞତା ଜଣାଉଛି।

ସେହିପରି ଆଜି ‘ପ୍ରବାସୀ ଭାରତୀୟ ଦିବସ’ର ଦିତୀୟ ଦିନ ଅବସରରେ ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର, ବରିଷ୍ଠ ନେତୃତ୍ୱ ଏବଂ ପ୍ରବାସୀ ଭାରତୀୟ ବନ୍ଧମାନଙ୍କ ସହ ମୁଖ୍ୟମନ୍ତ୍ରୀ ଯୋଗ ଦେଇଥିବା ଲେଖିଛନ୍ତି।

ଏହି ଅବସରରେ ଓଡ଼ିଶାର ଲୋକକଳା, ସଂସ୍କୃତି ଏବଂ ପରମ୍ପରା ଉପରେ ଆଧାରିତ ନୃତ୍ୟ ପରିବେଷଣ ଉପସ୍ଥିତ ଅତିଥିଙ୍କୁ ଆକର୍ଷିତ କରିଛି। ଓଡ଼ିଶାର ଏହି ଅନନ୍ୟ ଲୋକନୃତ୍ୟକୁ ବିଶ ଦରବାରରେ ପରିଚିତ କରାଇବାରେ ଏହି ଉତ୍ସବ ଆମ ପାଇଁ ଏକ ସୁବର୍ଣ୍ଣ ସୁଯୋଗ ଆଣିଦେଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

‘ରାଜନୈତିକ ଭୂମିକା ନ ନେଇ ଚାପ ଗୋଷ୍ଠୀ ଭାବେ କାମ କରିବ ସିଜେପି’

ମୁମ୍ବାଇ,୫ା୮: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ବର୍ତ୍ତମାନ ପାଇଁ ଏକ ଚାପ ଗୋଷ୍ଠୀ ଭାବେ କାର୍ଯ୍ୟ କରିବ ବୋଲି ଏହାର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ବୁଧବାର କହିଛନ୍ତି।…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri