ହାଇକୋର୍ଟଙ୍କ ନିର୍ଦ୍ଦେଶରେ ଜବରଦଖଲ ଉଚ୍ଛେଦ

ଡେରାବିଶ, ୧୦ା୯(ସ୍ବ.ପ୍ର.): ଡେରାବିଶ ତହସିଲ ଅନ୍ତର୍ଗତ ଇନ୍ଦାଳୋ ପଞ୍ଚାୟତ ଦକ୍ଷିଣପାରି ଗଁାରେ ଶୁକ୍ରବାର ସରକାରୀ ଜାଗାକୁ ଜବରଦଖଲ କରି ଅଜୟ ଦାସଙ୍କ ବାସଗୃହ ଥିଲା। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଅତିରିକ୍ତ ତହସିଲଦାର ସୁଜିତ କୁମାର ସ୍ବାଇଁ ଜବରଦଖଲ ଗୃହକୁ ଉଚ୍ଛେଦ କରିଛନ୍ତି। ଦକ୍ଷିଣପାରି ଗଁାର ଅଜୟ ସର୍ବସାଧାରଣଙ୍କ ପାଇଁ ଉଦ୍ଦିଷ୍ଟ ଥିବା ଗୋଚର ଜାଗାକୁ ଜବରଦଖଲ କରି ଦୀର୍ଘଦିନ ହେବ ଏକ ବାସଗୃହ ନିର୍ମାଣ କରି ସେଠାରେ ରହୁଥିଲେ। ଏ ସମ୍ପର୍କରେ ଗ୍ରାମର ଅଶୋକ କୁମାର ଲେଙ୍କା ନାମକ ଜଣେ ବ୍ୟକ୍ତି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ମଧ୍ୟାହ୍ନରେ ଅତିରିକ୍ତ ତହସିଲଦାର ସ୍ବାଇଁ ସ୍ଥାନୀୟ ସର୍କଲର ରାଜସ୍ବ ନିରୀକ୍ଷକଙ୍କୁ ଉପସ୍ଥିତିରେ ପୋଲିସ ଟିମ ସହ ଜବରଦଖଲରେ ଥିବା ଅଜୟଙ୍କ ଘରକୁ ଭାଙ୍ଗି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଏନ୍‌ଏସିରେ ଶୁଖିଲା ଖାଦ୍ୟ ବଣ୍ଟନ କଲା ମାନବ ସେବା ଟ୍ରଷ୍ଟ

କେସିଙ୍ଗା,୧୫।୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସିର ୬ ନଂ. ୱାର୍ଡରେ ମାନବ ସେବା ଟ୍ରଷ୍ଟ ପକ୍ଷରୁ ଶୁଖିଲା ଖାଦ୍ୟ ବୁଧବାର ବଣ୍ଟନ କରାଯାଇଛି। ସମ୍ପୂର୍ଣ୍ଣ ଦେଶ...

ନିମ୍ନମାନର ରାସ୍ତା କାମ, ଉଠିଯାଉଛି ପିଚୁ

ଭଦ୍ରକ ଅଫିସ,୨୪।୨-ଗ୍ରାମ୍ୟ ଉନ୍ନୟନ ବିଭାଗରେ ସ୍ବଚ୍ଛତାକୁ ନେଇ ବିବାଦ ଲାଗିରହିଛି। ମାସକ ତଳେ ବିଭାଗର ଜଣେ ଡାଟାଏଣ୍ଟ୍ରି ଅପରେଟର ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ି...

ସମିତି ଦଖଲ ପାଇଁ ଛକାପଞ୍ଝା

ଢେଙ୍କାନାଳ ଅଫିସ, ୨୪।୨:  ଢେଙ୍କାନାଳ ଜିଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ୪ ପର୍ଯ୍ୟାୟରେ ଶେଷ ହୋଇଛି। ଏହାପରେ ଜିଲାର ୮ ବ୍ଲକ ମଧ୍ୟରେ ପଞ୍ଚାୟତ ସମିତି...

ବାହ୍ୟଜଗତରୁ ବିଚ୍ଛିନ୍ନ ୧୩ ଗାଁ

ଖୋର୍ଦ୍ଧା ଅଫିସ,୧୦।୯: ରାଜୁଆ ନଦୀର ଜଳ ମହାନଦୀ ଓ ଚିଲିକାକୁ ନିଷ୍କାସନ ହୋଇ ପାରୁ ନ ଥିବାରୁ ଖୋର୍ଦ୍ଧା ଜିଲାର ଓରବରସିଂହ ଓ ନରଣଗଡ ପଞ୍ଚାୟତର...

ରାଶନ ମିଳିଲା ନାହିଁ, ତାତିଲେ ହିତାଧିକାରୀ

ବରୀ,୨୭।୯(ଡି.ଏନ.ଏ.):ସରକାରଙ୍କ ତରଫରୁ ଖାଦ୍ୟ ସୁରକ୍ଷା ଯୋଜନାରେ ପଞ୍ଜୀକୃତ ହୋଇଥିବା ଗରିବ ହିତାଧିକାରୀମାନଙ୍କୁ ପ୍ରତିମାସରେ ସରକାରୀ ନିୟମ ମୁତାବକ ଚାଉଳ ଓ ଗହମ ବଣ୍ଟନ କରିବା ପାଇଁ...

ନୂତନ ରେଳପଥ ପାଇଁ ଜମି ଅଧିଗ୍ରହଣ କାମ ଶୀଘ୍ର ସାରିବାକୁ ନିର୍ଦ୍ଦେଶ

କୋରାପୁଟ,୩୦ା୧(ସ୍ବ.ପ୍ର.) କୋରାପୁଟସ୍ଥିତ ଜିଲାପାଳଙ୍କ ସଭା ଗୃହରେ ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର(ଆର୍‌ଡିସି) ଏ. ଅପାଙ୍ଗ ଆଓଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଛି। ଆର୍‌ଡିସି କୋରାପୁଟ, ନବରଙ୍ଗପୁର, ମାଲକାନାଗିରି...

ଦାରିଙ୍ଗବାଡ଼ିରେ କୋହଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା

ଦାରିଙ୍ଗବାଡ଼ି,୩।୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗତ ଦୁଇଦିନ ହେଲା କୋହଲା ପାଗ ସାଙ୍ଗକୁ ଶୀତ ଲାଗି ରହିଛି। ଶୁକ୍ରବାର ଦିନ ତମାମ୍‌ କୋହଲା...

ହାତ, ଗୋଡ଼ ପାପୁଲି ନ ଥିବା ବିରଳ ଶିଶୁ ଜନ୍ମ

ବ୍ରହ୍ମପୁର ଅଫିସ,୨୨।୪: ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମ୍‌କେସିଜି) ମେଡିକାଲ କଲେଜ ଓ ହସ୍ପିଟାଲରେ ଜନ୍ମ ହୋଇଛି ଏକ ବିରଳ ଶିଶୁ । ଶିଶୁଟି ବୁଧବାର ଅପରାହ୍ନରେ...

Advertisement
Archives

Model This Week