Advertisement

ବଢିଲା ଶୀତ: ଜି.ଉଦୟଗିରିରେ ଖୋଲିଲା ଶୀତକାଳୀନ ଆଶ୍ରୟ ସ୍ଥଳୀ

ଜି.ଉଦୟଗିରି,୩୧ା୧୦(ଡି.ଏନ.ଏ.)-ଜି.ଉଦୟଗିରିରେ ଦିନକୁ ଦିନ ତାପମାତ୍ରା କମିବାରେ ଲାଗିଛି। ସୋମବାର ମଧ୍ୟ ସର୍ବନିମ୍ନ ତାପମାତ୍ରା ୧୨ ଡିଗ୍ରୀ ରେକର୍ଡ କରାଯାଇଛି ବୋଲି ସ୍ଥାନୀୟ କୃଷି ଗବେଷଣା କେନ୍ଦ୍ରର ବୈଜ୍ଞାନିକ ଅକ୍ଷୟ କୁମାର ସେଠୀ କହିଛନ୍ତି। ଶୀତକୁ ଦୃଷ୍ଟିରେ ରଖି ଜି.ଉଦୟଗିରି ଏନ୍‌ଏସି ତରଫରୁ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପଠାରେ ଶୀତ କାଳୀନ ରାତ୍ର ଆଶ୍ରୟସ୍ଥଳୀ ସୋମବାର ଖୋଲାଯାଇଛି ବୋଲି ଏନ୍‌ଏସି ଅଧ୍ୟକ୍ଷା ଭାନୁପ୍ରଭା ମିଶ୍ର ଓ କାର୍ଯ୍ୟନିର୍ବାହୀ ଅଧିକାରୀ ଇତିଶ୍ରୀ ଷଢଙ୍ଗୀ କହିଛନ୍ତି। ଅନ୍ୟପଟେ ଭୀଷଣ କୁହୁଡ଼ି ଯୋଗୁ ଯାନବାହାନ ଚଳାଚଳ ବାଧାପ୍ରାପ୍ତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷକ ଦାବିରେ ସ୍କୁଲରେ ତାଲା ପକାଇଲେ ଛାତ୍ରୀଛାତ୍ର ,ଅବିଭାବକ: ପ୍ରତିଶ୍ରୁତି ପରେ ହଟିଲା ଆନ୍ଦୋଳନ

ଭବାନୀପାଟଣା,୧୮।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଅନ୍ତର୍ଗତ ଧନଶୁଲି ପଞ୍ଚାୟତ ଶାସ୍ତୁଗୁଡ଼ା ଉନ୍ନିତ ଉଚ୍ଚ ବିଦ୍ୟାଳୟରେ ଖାଲିଥିବା ଶିକ୍ଷକ ପଦବୀ ପୂରଣ ଦାବିରେ ମଙ୍ଗଳବାର ଛାତ୍ରଛାତ୍ରୀ...

ଆଇପିଏଲ୍‌ ବେଟିଂ: ୪ ଗିରଫ, ୭.୬ ଲକ୍ଷ ଜବତ

ଆସିକା,୩୦ା୫(ଡି.ଏନ୍‌.ଏ.)-ଆଇପିଏଲ୍‌ ଫାଇନାଲ ମ୍ୟାଚ ଲାଗି ରବିବାର ବେଟିଂ ଚାଲିଥିବା ବେଳେ ପୋଲିସ ଚଢ଼ାଉ କରି ୪ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଆସିକା ଏନ୍‌ଏସି ସୁନାମ୍ବ...

ମାସ୍କ ଓ ସାବୁନ ବଣ୍ଟନ

କୁଆମରା,୭ା୪(ଡି.ଏନ୍‌.ଏ.)- କରୋନା ମୁକାବିଲା ପାଇଁ ଗୋପବନ୍ଧୁ ନଗର ବ୍ଲକ ପଶୁଦା ପଞ୍ଚାୟତର ଅଛଡା ନବଜ୍ୟୋତି କିଶୋର କ୍ଲବ ପକ୍ଷରୁ ବିଭିନ୍ନ ଗ୍ରାମର ଲୋକଙ୍କୁ ସଚେତନ କରାଯିବା...

ପଶ୍ଚିମ ଓଡ଼ିଶା ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରସଙ୍ଗ: ୩ ଦିନ ସରକାରୀ କଳ ବନ୍ଦ କରିବାକୁ ନିଷ୍ପତ୍ତି

ସମ୍ବଲପୁର,୨୦-୯ (ବ୍ୟୁରୋ):ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗରେ ସମ୍ବଲପୁର ଜିଲା ଓକିଲ ସଂଘ ପକ୍ଷରୁ ଗୁରୁବାର ଏକ ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ...

ରାଜପଥରେ ବ୍ୟବସାୟୀଙ୍କୁ ଭୁଜାଲି ମାଡ଼: ଲୁଟି ନେଲେ ୧ ଲକ୍ଷ ୭୦ ହଜାର ଟଙ୍କା

ରୂପସା,୨୬।୭(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ୬୦ ନମ୍ବର ଜାତୀୟ ରାଜପଥର ବସ୍ତା ଥାନା ଅଧୀନ ମଥାନୀ ବାଇପାସ୍‌ଠାରେ ମଙ୍ଗଳବାର ଜଣେ ବ୍ୟବସାୟୀଙ୍କୁ ଦୁର୍ବୃତ୍ତମାନେ ଭୁଜାଲିରେ ମରଣାନ୍ତକ ଆକ୍ରମଣ...

ପୋତି ହୋଇପଡ଼ିଛି ଡ୍ରେନ: ପୌରନିର୍ବାହୀ ଅଧିକାରୀଙ୍କୁ ଭେଟିଲେ ମହିଳା

ବାସୁଦେବପୁର, ୧୦।୭ (ଡି.ଏନ.ଏ.): ବାସୁଦେବପୁର ପୌରପାଳିକାର ବିଭିନ୍ନ ଡ୍ରେନ ପୋତି ହୋଇପଡ଼ିଛି। ବର୍ଷାଦିନ ପୂର୍ବରୁ ଏହି ଡ୍ରେନଗୁଡ଼ିକ ସଫା କରାଯାଇ ନ ଥିବାରୁ ଚଳିତବର୍ଷ ସହରାଞ୍ଚଳବାସୀ...

ସୌନ୍ଦର୍ଯ୍ୟ ହରାଉଛି ଯଗୁସାଗର ପୋଖରୀ

ଦୋବଲ, ୩ା୧୨( ଡି.ଏନ୍‌.ଏ.)- ଭଦ୍ରକ ଜିଲା ଧାମନଗର ସ୍ଥିତ ସର୍ବ ପୁରାତନ ଓ ଐତିହାସିକ ଯଗୁସାଗର ପୋଖରୀ ଏବେ ଜବରଦଖଲକାରୀଙ୍କ କବ୍‌ଜାରେ ରହିଛି। ଜମିଦାରୀ ପ୍ରଥା...

ଜବତ ଜେସିବି ଛଡ଼ାଇନେଲେ ପଥର ମାଫିଆ

ବାଣପୁର,୧ା୨(ଡି.ଏନ୍‌.ଏ): ଟାଙ୍ଗୀ ରେଞ୍ଜ ଅଧୀନ ଚକଡ଼ାପଥର ଡିପିଏଫ ଅଞ୍ଚଳରେ ପଥର ଖନନକୁ ନେଇ ରବିବାର ପଥର ମାଫିଆ ଓ ବନ ବିଭାଗର କର୍ମଚାରୀମାନେ ମୁହାଁମୁହିଁ ହୋଇଛନ୍ତି।...

Advertisement
Archives

Model This Week