ବି.ଏଡ୍‌‌.ରେ ନାମଲେଖା ପାଇଁ ଆବେଦନ ସମୟସୀମା ବୃଦ୍ଧି

ଭୁବନେଶ୍ୱର,୨।୬: ଭୁବନେଶ୍ୱର ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନରେ ବି.ଏଡ୍‌‌.ରେ ନାମଲେଖା ପାଇଁ ଆବେଦନ ସମୟସୀମା ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି ।
ଏନେଇ ଜାତୀୟ ଶିକ୍ଷକ ଅନୁସନ୍ଧାନ ଓ ପ୍ରଶିକ୍ଷଣ ଅନୁଷ୍ଠାନ – ଏନ୍‌‌.ସି.ଇ.ଆର୍‌‌.ଟି. ପକ୍ଷରୁ ସୂଚନା ଦିଆଯାଇଛି । ପୂର୍ବରୁ ଆବେଦନର ସମୟ ସୀମା ମଇ ୩୧ ତାରିଖ ପର୍ଯ୍ୟନ୍ତ ଥିଲା । ଛାତ୍ରଛାତ୍ରୀମାନେ ଏନ୍‌‌.ସି.ଇ.ଆର୍‌‌.ଟି. ୱେବ୍‌‌ସାଇଟ୍‌‌ www.cee.ncert.gov.in ରୁ ଆବେଦନ ସଂକ୍ରାନ୍ତ ଅଧିକ ସୂଚନା ଜାଣିପାରିବେ ।

ଅନ୍ୟପଟେ ରାଜ୍ୟରେ ଚଳିତ ଶିକ୍ଷାବର୍ଷ ୨୦୨୪-୨୫ ପାଇଁ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ଉପଶାସ୍ତ୍ରୀ ଏକାଦଶ ଶ୍ରେଣୀ ନିମନ୍ତେ ଆସନ୍ତା ୭ ତାରିଖରୁ ନାମଲେଖା ପ୍ରକ୍ରିୟା ଆରମ୍ଭ ହେବ । ଦଶମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀ ନାମଲେଖାପାଇଁ ଅନ୍‌‌ଲାଇନ୍‌‌ ସାମ୍‌‌ସ ପୋର୍ଟାଲ୍‌‌ www.samsodisha.gov.in ମାଧ୍ୟମରେ ଆବେଦନ କରିପାରିବେ । ନାମଲେଖାର ସମସ୍ତ ପ୍ରକ୍ରିୟା ସାମ୍‌‌ସ ୱେବ୍‌‌ସାଇଟରେ କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ବୋଟ୍‌ରୁ କାଢ଼ୁଥିଲେ ମାଛ ହଠାତ୍‌ ଟଳିପଡ଼ିଲେ…

ବାଲେଶ୍ୱର,୨୩।୩(ବାଞ୍ଛାନିଧି ଦେ): ବିଷାକ୍ତ ଗ୍ୟାସ ଯୋଗୁ ଦୁଇ ଜଣ ବୋଟ କର୍ମଚାରୀଙ୍କ ମତ୍ୟୁ ଅଭିଯୋଗ ହୋଇଛି। ବାଲେଶ୍ୱର ଜିଲା ବଳରାମଗଡ଼ି ମେରାଇନ ଥାନା ନାଉପାଳଗଡ଼ିରେ ଏଭଳି ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri