ବି.ଏଡ୍‌‌.ରେ ନାମଲେଖା ପାଇଁ ଆବେଦନ ସମୟସୀମା ବୃଦ୍ଧି

ଭୁବନେଶ୍ୱର,୨।୬: ଭୁବନେଶ୍ୱର ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନରେ ବି.ଏଡ୍‌‌.ରେ ନାମଲେଖା ପାଇଁ ଆବେଦନ ସମୟସୀମା ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି ।
ଏନେଇ ଜାତୀୟ ଶିକ୍ଷକ ଅନୁସନ୍ଧାନ ଓ ପ୍ରଶିକ୍ଷଣ ଅନୁଷ୍ଠାନ – ଏନ୍‌‌.ସି.ଇ.ଆର୍‌‌.ଟି. ପକ୍ଷରୁ ସୂଚନା ଦିଆଯାଇଛି । ପୂର୍ବରୁ ଆବେଦନର ସମୟ ସୀମା ମଇ ୩୧ ତାରିଖ ପର୍ଯ୍ୟନ୍ତ ଥିଲା । ଛାତ୍ରଛାତ୍ରୀମାନେ ଏନ୍‌‌.ସି.ଇ.ଆର୍‌‌.ଟି. ୱେବ୍‌‌ସାଇଟ୍‌‌ www.cee.ncert.gov.in ରୁ ଆବେଦନ ସଂକ୍ରାନ୍ତ ଅଧିକ ସୂଚନା ଜାଣିପାରିବେ ।

ଅନ୍ୟପଟେ ରାଜ୍ୟରେ ଚଳିତ ଶିକ୍ଷାବର୍ଷ ୨୦୨୪-୨୫ ପାଇଁ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ଉପଶାସ୍ତ୍ରୀ ଏକାଦଶ ଶ୍ରେଣୀ ନିମନ୍ତେ ଆସନ୍ତା ୭ ତାରିଖରୁ ନାମଲେଖା ପ୍ରକ୍ରିୟା ଆରମ୍ଭ ହେବ । ଦଶମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀ ନାମଲେଖାପାଇଁ ଅନ୍‌‌ଲାଇନ୍‌‌ ସାମ୍‌‌ସ ପୋର୍ଟାଲ୍‌‌ www.samsodisha.gov.in ମାଧ୍ୟମରେ ଆବେଦନ କରିପାରିବେ । ନାମଲେଖାର ସମସ୍ତ ପ୍ରକ୍ରିୟା ସାମ୍‌‌ସ ୱେବ୍‌‌ସାଇଟରେ କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

UGC-NET ଜୁନ୍ ୨୦୨୪ ପରୀକ୍ଷା ବାତିଲ, ଅନିୟମିତତା ଭୟ ପରେ ଏନଟିଏ ନିଷ୍ପତ୍ତି

ନୂଆଦିଲ୍ଲୀ, ୧୯।୬: ଜାତୀୟ ପରୀକ୍ଷା ଏଜେନ୍ସି (ଏନଟିଏ) ଦେଶର ବିଭିନ୍ନ ସହରରେ ୧୮ ଜୁନ୍ ୨୦୨୪ ରେ ହେବାକୁ ଥିବା ୟୁଜିସି-ଏନଇଟି ଜୁନ୍ ୨୦୨୪ ପରୀକ୍ଷାକୁ...

ଏନ୍‌ଟିଏକୁ ସୁପ୍ରିମ୍‌କୋର୍ଟ ନୋଟିସ୍‌, ଯଦି ଭୁଲ୍‌ ହୋଇଛି ତେବେ…

ନୂଆଦିଲ୍ଲୀ, ୧୮।୬: ଦେଶରେ ଲାଗି ରହିଥିବା ନିଟ୍‌ ପରୀକ୍ଷାରେ ଅନିୟମିତତାକୁ ନେଇ ସୁପ୍ରିମ୍‌କୋର୍ଟ ଏନ୍‌ଟିଏକୁ ନୋଟିସ୍‌ ଦେଇଛନ୍ତି । ନିଟ୍‌ ପେପର ଲିକ୍‌ ହୋଇଥିବା ନେଇ...

ଏନ୍‌ଇଇଟି-ୟୁଜି ବିବାଦ: କେନ୍ଦ୍ର-ଏନ୍‌ଟିଏକୁ ନୋଟିସ ଜାରି କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୪।୬: ନିଟ୍‌-ୟୁଜି ବିବାଦ ମଧ୍ୟରେ ସୁପ୍ରିମକୋର୍ଟ କେନ୍ଦ୍ର ଏବଂ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ)କୁ ନୋଟିସ ଜାରି କରିଛନ୍ତି। ଏନ୍‌ଇଇଟି ପ୍ରଶ୍ନ...

ସୁପ୍ରିମ୍‌କୋର୍ଟଙ୍କ ବଡ଼ ନିଷ୍ପତ୍ତି, ଏହି ତାରିଖରେ ପୁନର୍ବାର ପରୀକ୍ଷା !

ନୂଆଦିଲ୍ଲୀ, ୧୩।୬: ନିଟ୍‌ ୟୁଜି ରେଜଲ୍ଟ ମାମଲାକୁ ନେଇ ସୁପ୍ରିମ୍‌କୋର୍ଟରେ ଦାଏର ହୋଇଥିବା ୩ ଯାଚିକାର ଶୁଣାଣି ହୋଇଛି । ସୁପ୍ରିମ୍‌କୋର୍ଟ ଏନେଇ କହିଛନ୍ତି ଯେ,...

ଏନ୍‌ଇଇଟି ପରୀକ୍ଷାରେ ଅନିୟମିତତା ଅଭିଯୋଗ, ତଦନ୍ତ ପାଇଁ କମିଟି ଗଠନ କଲା ଶିକ୍ଷା ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୮।୬: ଡାକ୍ତରୀ ପାଠ୍ୟକ୍ରମରେ ନାମଲେଖା ପାଇଁ ଚଳିତ ବର୍ଷ ହୋଇଥିବା ନାଶନାଲ ଇଲିଜିବିଲିଟି କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟ (ଏନ୍‌ଇଇଟି) ପରିଚାଳନାରେ ବ୍ୟାପକ ଅନିୟମିତତା ଅଭିଯୋଗର ହେବ...

ଭାରତୀୟ ସ୍ଥଳ ସେନାରେ ବାହାରିଲା ନିଯୁକ୍ତି, ଏମାନେ କରିପାରିବେ ଆବେଦନ

ନୂଆଦିଲ୍ଲୀ, ୮ା୬: ଭାରତୀୟ ସ୍ଥଳସେନାରେ ଚାକିରି ଖୋଜୁଥିବା ଆଶାୟୀମାନଙ୍କ ପାଇଁ ଏକ ସୁବର୍ଣ୍ଣ ସୁଯୋଗ । ଖାଲି ଥିବା ପଦବୀ ପାଇଁ ଭାରତୀୟ ସେନା ଦେଶର...

ଆରମ୍ଭ ହେଲା ଯୁକ୍ତ ଦୁଇ ନାମଲେଖା ଆବେଦନ ପ୍ରକ୍ରିୟା

ଭୁବନେଶ଼୍ବର, ୭ା୬: ଯୁକ୍ତ ଦୁଇରେ ନାମଲେଖା ପାଇଁ ଅନ୍‌ଲାଇନ୍‌ ଆବେଦନ ଆଜିଠାରୁ ଆରମ୍ଭ ହୋଇଛି। ଦଶମ ଶ୍ରେଣୀରେ ଉତ୍ତିର୍ଣ୍ଣ ଛାତ୍ରୀଛାତ୍ର କଳା, ବାଣିଜ୍ୟ, ବିଜ୍ଞାନ, ଧନ୍ଦାମୂଳକ...

ଯୁକ୍ତ୨ ନାମଲେଖା: ୭ରୁ ଆବେଦନ

ଭୁବନେଶ୍ୱର, ୧।୬(ଅସମାପିକା ସାହୁ): ଚଳିତ ଶିକ୍ଷାବର୍ଷ ୨୦୨୪-୨୫ ନିମନ୍ତେ ଯୁକ୍ତ୨ ପ୍ରଥମ ବର୍ଷ ବା ଏକାଦଶ ଶ୍ରେଣୀରେ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ସଂସ୍କୃତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri