ସମ୍ବଲପୁରରେ ଇଣ୍ଟରନେଟ ସେବା ଉପରେ କଟକଣା ଅବଧି ବୃଦ୍ଧି

ସମ୍ବଲପୁର ୨୨।୪(ବ୍ୟୁରୋ): ସମ୍ବଲପୁରରେ ଧିରେ ଧିରେ ସ୍ଥିତିରେ ସୁଧାର ଆସୁଛି। ତେବେ ଇଣ୍ଟରନେଟ ସେବା ଉପରେ କଟକଣା ଅବଧିକୁ ପୁଣି ବୃଦ୍ଧି କରାଯାଇଛି । ଇଣ୍ଟରନେଟ ସେବା କଟକଣା ପୁଣି ୮ ଘଣ୍ଟା ବଢଛି । ୨୨ ତାରିଖ ସା ୬ଟା ଯାଏ ଏହା ବଳବତ୍ତର ରହିବ । ଏ ନେଇ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ଦେଓରଞ୍ଜନ କୁମାର ସିଂଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।
ତେବେ କର୍ଫ୍ୟୁ ସମୟକୁ ଜିଲାପ୍ରଶାସନ କୋହଳ କରିଛି । ସକାଳ ୬ ରୁ ସା ୬ଟା ପର୍ଯ୍ୟନ୍ତ କର୍ଫ୍ୟୁ ସ୍ଥିତିରେ କୋହଳ କରାଯାଇଛି । ଖାସ କରି ଜିଲାରେ ଲିଜଲାଇନ ଓ ବ୍ରଡବ୍ୟାଣ୍ଡ ସେବା ଆରମ୍ଭ ହୋଇଛି । ତେବେ ଲୋକେ ରାତି ୮ଟା ପର୍ଯ୍ୟନ୍ତ ଦୋକାନ ବଜାର ଖୋଲିବାକୁ ଦାବି କରିଛନ୍ତି । ସେହିପରି ମୋବାଇଲ ଡାଟା ପାଇଁ ଦାବି ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଖରା ଛୁଟିକୁ ନେଇ ମନ୍ତ୍ରୀଙ୍କ ବଡ଼ ସୂଚନା, ଏଥର ଆଗୁଆ…

ଭୁବେଶ୍ୱେର,୨୩।୪: ଖରା ଛୁଟି ନେଇ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ୨୭ ତାରିଖ ସୁଦ୍ଧା ସ୍କୁଲ ଛୁଟି ଘୋଷଣା ହୋଇପାରେ…

ପଶ୍ଚିମବଙ୍ଗରେ ପ୍ରଥମ ପର୍ଯ୍ୟାୟ ଭୋଟ ଶେଷ

କୋଲକାତା/ଚେନ୍ନାଇ,୨୩ା୪: ପଶ୍ଚିମବଙ୍ଗ ବିଧାନସଭାର ୧୫୨ ଆସନ ଲାଗି ଗୁରୁବାର ପ୍ରଥମ ପର୍ଯ୍ୟାୟ ଭୋଟ ଶେଷ ହୋଇଛି। ନିର୍ବାଚନ ବେଳେ ବିଭିନ୍ନ ସ୍ଥାନରେ ହିଂସା, ବୋମାମାଡ଼, ସଂଘର୍ଷ ଖବର…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ

ମୁମ୍ବାଇ,୨୩ା୪: ଚଳିତ ଆଇପିଏଲ୍‌ରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ଦୁଇ ଚିରପ୍ରତିଦ୍ୱନ୍ଦ୍ୱୀ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଏବଂ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ପରସ୍ପରକୁ ଭେଟିଛନ୍ତି। ସଞ୍ଜୁ ସାମସନଙ୍କ…

‘ଟଙ୍କା ପଡ଼ିଯାଇଛି’ କହି ପୋଷ୍ଟମାଷ୍ଟରଙ୍କୁ ଫସାଇଲେ, ଆଖି ପିଛୁଳାକେ ୮୦ ହଜାର ଟଙ୍କା ଝାମ୍ପି ନେଲେ ୪ ଲୁଟେରା

ଦିଗପହଣ୍ଡି,୨୩|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ – ଆସିକା ମୁଖ୍ୟରାସ୍ତା କଡ଼ରେ ଥିବା ଏକ ହୋଟେଲ ସମ୍ମୁଖରୁ ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ…

କର୍ମଚାରୀଙ୍କ ରୋଷର ଶିକାର ହେଲେ ଅଧୀକ୍ଷଣ ଯନ୍ତ୍ରୀ: ସୁନ୍ଦରଗଡ଼ କ୍ଷୁଦ୍ର ଜଳସେଚନ ବିଭାଗରେ ହୋହଲ୍ଲା, ବଦଳି ଦାବିରେ ଅଟଳ କର୍ମଚାରୀ

ସୁନ୍ଦରଗଡ,୨୩।୪(ଜୟ ନାରାୟଣ ମେଣ୍ଡୁଳି): କର୍ମଚାରୀମାନଙ୍କୁ ଦୁର୍ବ୍ୟବହାର କରିବା ଅଧିକାରୀଙ୍କୁ ପଡିଛି ମହଙ୍ଗା । ଆଜି ଏଭଳି ଏକ ଘଟଣା ଦେଖିବାକୁ ମିଳିଥିଲା ସୁନ୍ଦରଗଡ ସହର ମଧ୍ୟ ଭାଗରେ…

ସର୍ଭେ ବେଳେ କାମୁଡ଼ିଦେଲା କୁକୁର: ଶିକ୍ଷକ ଆହତ, ଡାକ୍ତରଖାନାରେ ପହଞ୍ଚି ତଦାରଖ କଲେ ତହସିଲଦାର

ପଟ୍ଟାଙ୍ଗି,୨୩।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକରେ ଜନଗଣନା ବା ସର୍ଭେ କାର୍ଯ୍ୟ ସମୟରେ ଏକ ଅଭାବନୀୟ ଘଟଣା ଘଟିଛି। ଅମ୍ପାବାଲି ପଞ୍ଚାୟତର କମାରପାଡୁ ଗ୍ରାମରେ…

ଅନ୍ତିମ ଦିନିକିଆରେ ନ୍ୟୁଜିଲାଣ୍ଡକୁ ହରାଇ ସିରିଜ୍‌ ଜିତିଲା ବାଂଲାଦେଶ

ଲକ୍ଷ୍ନୌ,୨୩ା୪: ନଜମୁଲ ହୋସେନ ଶାଣ୍ଟୋଙ୍କ ଶତକ ଓ ପରେ ମୁସ୍ତାଫିଜୁର ରହମାନଙ୍କ ୫ ଉଇକେଟ ସଫଳତା ବଳରେ ବାଂଲାଦେଶ ଗୁରୁବାର ଖେଳାଯାଇଥିବା ତୃତୀୟ ତଥା ଅନ୍ତିମ ଦିନିକିଆ…

‘ଇରାନ ଖାଲି କରନ୍ତୁ ଭାରତୀୟ’: ଟ୍ରମ୍ପଙ୍କ ଧମକ ମଧ୍ୟରେ ବିଗୁଡୁଛି ମଧ୍ୟପ୍ରାଚ୍ୟ ପରିସ୍ଥିତି , ଆଡଭାଇଜରୀ ଜାରି କଲା ଭାରତୀୟ ଦୂତାବାସ

ନୂଆଦିଲ୍ଲୀ,୨୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବା ପରେ, ତେହରାନରେ ଥିବା ଭାରତୀୟ ଦୂତାବାସ ଗୁରୁବାର (୨୩ ଏପ୍ରିଲ, ୨୦୨୬) ଏକ ନୂତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri