Posted inରାଜ୍ୟ

ଓଏସ୍‌ଏଚ୍‌ଇସି ଉପାଧ୍ୟକ୍ଷଙ୍କ କାର୍ଯ୍ୟକାଳ ବୃଦ୍ଧି

ଭୁବନେଶ୍ୱର, ୨୪।୧(ବ୍ୟୁରୋ): ଓଡ଼ିଶା ରାଜ୍ୟ ଉଚ୍ଚଶିକ୍ଷା ପରିଷଦ (ଓଏସ୍‌ଏଚ୍‌ଇସି) ଉପାଧ୍ୟକ୍ଷ ପ୍ରଫେସର ଅଶୋକ କୁମାର ଦାସଙ୍କ କାର୍ଯ୍ୟକାଳ ବୃଦ୍ଧି ହୋଇଛି। ପ୍ରଫେସର ଦାସଙ୍କ କାର୍ଯ୍ୟକାଳ ଆସନ୍ତା ୨୬ ତାରିଖରେ ଶେଷ ହେବାକୁ ଥିବାବେଳେ ରାଜ୍ୟ ସରକାର ଆଉ ବର୍ଷେ ପାଇଁ ତାଙ୍କ କାର୍ଯ୍ୟକାଳ ବୃଦ୍ଧି କରିଛନ୍ତି। ରାଜ୍ୟର ବୃହତ୍‌ ଏକାଡେମିକ ଇଣ୍ଟରେଷ୍ଟକୁ ଦୃଷ୍ଟିରେ ରଖି ତାଙ୍କର ଏହି କାର୍ଯ୍ୟକାଳ ଅବଧି ବୃଦ୍ଧି କରାଯାଇଛି। ଫଳରେ ଆସନ୍ତା ୨୦୨୪ ଜାନୁୟାରୀ ୨୫ ତାରିଖ ପର୍ଯ୍ୟନ୍ତ ପ୍ରଫେସର ଦାସ ଓଏସ୍‌ଏଚ୍‌ଇସିର ଉପାଧ୍ୟକ୍ଷ ପଦବୀରେ ରହିବେ। ଏ ନେଇ ମଙ୍ଗଳବାର ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ହାଇ ଆଲର୍ଟ, ଜରୁରୀ ପରିସ୍ଥିତିରେ ସଜାଗ ରହିବାକୁ ୟୁଏଲ୍‌ବିକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧ା୭: ସମସ୍ତ ସହରାଞ୍ଚଳ ସ୍ଥାନୀୟ ସଂସ୍ଥା (ୟୁଏଲ୍‌ବି)କୁ ହାଇ ଆଲର୍ଟରେ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର। ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର…

ଅମିତ୍ ଶାହାଙ୍କ ଗସ୍ତ ପୂର୍ବରୁ ଘରୋଇ ବସ୍ ମାଲିକ ସଂଘର ଚରମ ନିଷ୍ପତ୍ତି: ଇ.ଭି ବସ୍ ଚଳାଚଳ ବନ୍ଦ ନ ହେଲେ ଆମେ…

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଘରୋଇ ବସ୍ ମାଲିକ ସଂଘ ଆହ୍ୱାନରେ ବୁଧବାର ବରଗଡ଼ ସହରସ୍ଥିତ ବିଜୁ ପଟ୍ଟନାୟକ ଟାଉନ ହଲରେ ୱେଷ୍ଟର୍ଣ୍ଣ ଆଣ୍ଡ୍ ସାଉଥ୍ ଇଷ୍ଟ…

ପ୍ରତିଶ୍ରୁତି ରକ୍ଷା କଲା ଯାତ୍ରା କମିଟି, ନିର୍ଦ୍ଧାରିତ ସମୟରେ ହିସାବ ଦାଖଲ କରି…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ଆୟବ୍ୟୟ ହିସାବ ବୁଧବାର ଦାଖଲ ହୋଇଛି। ଏନେଇ ଭଞ୍ଜନଗର ଠାକୁରାଣୀ ମନ୍ଦିରରେ ଯାତ୍ରା କମିଟି କର୍ମକର୍ତ୍ତାଙ୍କ…

ସମ୍ବଲପୁରରେ ବେଆଇନ ନିଶା କଫସିରପ୍ ରାକେଟ‌ର ପର୍ଦ୍ଦାଫାଶ, ୬ ଅଭିଯୁକ୍ତ ଗିରଫ

ସମ୍ବଲପୁର,୧।୭(ପ୍ରମୋଦ ବହିଦାର): ସମ୍ବଲପୁର ସହର ଓ ଏହାର ଆଖପାଖ ଅଞ୍ଚଳରେ ବେଆଇନ ନିଷିଦ୍ଧ ନିଶା କଫସିରପ କାରବାରରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ସମ୍ବଲପୁରର ଅଇଁଠାପାଲି ଥାନା ପୋଲିସ…

ରାଇକିଆ ଥାନାରେ ନିଶାମୁକ୍ତ ଅଭିଯାନ, ଏହି ଶପଥ ନେଲେ ଛାତ୍ରୀଛାତ୍ର

ରାଇକିଆ,୧।୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନାରେ ବୁଧବାର ନିଶା ମୁକ୍ତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଥାନା ଅଧିକାରୀ ଏ.ସ୍ୱର୍ଣ୍ଣଲତା ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ଆଜିଠାରୁ ଅନିର୍ଦ୍ଦିଷ୍ଟକାଳ ଯାଏ ରୋଗୀସେବା ବନ୍ଦ, ହନ୍ତସନ୍ତ ହେଉଛନ୍ତି ରୋଗୀ

ବଞ୍ଚୋ,୧।୭(ପ୍ରଦୋଷ ବିଶ୍ୱାଳ ): ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନ (ଓମ୍‌ସା)ର ୮ ଦଫା ଦାବି ପୂରଣ ନ ହେବା ପ୍ରତିବାଦରେ ଜାତୀୟ ଡାକ୍ତର ଦିବସ ଅବସରରୁ ବୁଧବାର…

ଗଣଶିକ୍ଷା ବିଭାଗର ବଡ଼ ଘୋଷଣା, ଛାତ୍ରୀଛାତ୍ରଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି

ଭୁବନେଶ୍ୱର,୧।୭: ଛାତ୍ରଛାତ୍ରୀଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି । ଚଳିତ ବର୍ଷରେ ହିଁ ନୂଆ ବହି ଯୋଗାଇ ଦେବେ ସରକାର । ଯଥା  ସମ୍ଭବ ଛାତ୍ରୀଛାତ୍ରଙ୍କୁ ବହି…

ଆନନ୍ଦପୁର ବ୍ଲକରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ହାତାହାତି: ବିଡିଓଙ୍କ ବିରୋଧରେ ଉଠିଥିବା ଅଭିଯୋଗକୁ…

ବଞ୍ଚୋ, ୧।୭ (ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ବ୍ଲକ ପରିସରରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ଘଟିଥିବା ହାତାହାତି ଘଟଣାକୁ ନେଇ ବ୍ଲକ ବିକାଶ ଅଧିକାରୀ (ବିଡିଓ)ଙ୍କ ବିରୋଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri