ବର୍ଷାରେ ବ୍ୟାପକ ଫସଲ କ୍ଷତି

କେନ୍ଦୁଝର, ୬।୧୨ (ସ୍ବ.ପ୍ର.)  କେନ୍ଦୁଝର ଜିଲାରେ ଜଓ୍ବାଦ ବାତ୍ୟାର ପ୍ରଭାବରେ କୋହଲା ପାଗ ସାଙ୍ଗକୁ ସାମାନ୍ୟ ବର୍ଷା ହୋଇଛି। ଜିଲାରେ ସେଭଳି କାୈଣସି କ୍ଷୟକ୍ଷତି ଘଟି ନାହିଁ। କିନ୍ତୁ ବ୍ୟାପକ ଫସଲ ପ୍ରଭାବିତ ହୋଇଛି। ତେବେ ବର୍ଷା ଯୋଗୁ ଧାନ କାଟି ବିଲରେ ରଖିଥିବା ଅନେକ ଚାଷୀ ବିଭିନ୍ନ କାରଣରୁ ସୁରକ୍ଷିତ ସ୍ଥାନକୁ ଆଣି ପାରି ନ ଥିବାରୁ ଫସଲ କ୍ଷତିଗ୍ରସ୍ତ ହୋଇଛି। ପୂର୍ବରୁ ଏନେଇ କୃଷି ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲେ ହେଁ ଅନେକ ଚାଷୀ ଲୋକ ଅଭାବରୁ ଧାନ ଘରକୁ ଆଣିପାରିନାହନ୍ତି ଏବଂ ଅର୍ଥାଭାବରୁ ଘୋଡାଇବା ବ୍ୟବସ୍ଥା କରିପାରିନାହାନ୍ତି। ଏଣୁ ପ୍ରଶାସନ ପକ୍ଷରୁ ଆକଳନ କରି କ୍ଷତିପୂରଣ ଦେବାକୁ ଚାଷୀ ମାନେ ନିବେଦନ କରିଛନ୍ତି। ଏହା ଛଡା କୋହଲା ପାଗ ଯୋଗୁ ଶୀତର ପ୍ରକୋପ ଲାଗି ରହିଛି। ପ୍ରକାଶ ଯେ, ଗତ ଶନିବାର ଜିଲାରେ ସମୁଦାୟ ୬୭.୭ ମିମି ବର୍ଷା ରେକର୍ଡ ହୋଇଛି। ସର୍ବାଧିକ ହରିଚନ୍ଦନପୁର ବ୍ଲକରେ ୧୩.୬ ମିମି ବର୍ଷା ହୋଇଥିବା ବେଳେ, ତେଲକୋଇ ବ୍ୟତୀତ ଅନ୍ୟ ସବୁ ୧୩ଟି ବ୍ଲକରେ ବର୍ଷା ରେକର୍ଡ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସମଣା ଘାଟରୁ ଉଠୁନି ଗୋଟେ ମୁଠା ବାଲି; ତଥାପି ପୋଲିସ,ପ୍ରଶାସନ, ମୁଖ୍ୟମନ୍ତ୍ରୀଙ୍କୁ ମିଛ ଟାର୍ଗେଟ: ପ୍ରତିବାଦରେ ଗର୍ଜିଲେ…

ହାଟଡିହୀ,୧୦।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ସମଣା ବାଲିଘାଟକୁ ନେଇ ଚାଲିଥିବା ଇଚ୍ଛାକୃତ ଅପପ୍ରଚାର ଓ ଷଡ଼ଯନ୍ତ୍ର ବିରୋଧରେ ଗ୍ରାମବାସୀ ସ୍ୱର ଉତ୍ତୋଳନ କରିଛନ୍ତି।…

ଶିଶୁକନ୍ୟାଙ୍କୁ ବଳାତ୍କାର ପରେ ହତ୍ୟା ଉଦ୍ୟମ ଘଟଣା: ତଦନ୍ତ କଲା ସାଇଣ୍ଟିଫିକ୍‌ ଟିମ୍‌

କେନ୍ଦୁଝର,୧୦ା୭ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅଞ୍ଚଳରେ ଗୁରୁବାର ସନ୍ଧ୍ୟାରେ ଜଣେ ୬ ବଷର୍ର ଶିଶୁକନ୍ୟାଙ୍କୁ ତାଙ୍କର ସମ୍ପର୍କୀୟ ମାମୁ ବଳାତ୍କାର କରି ହତ୍ୟା…

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ: ୩୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ବାରିପଦା, ୧୦।୭ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡସାହି ବ୍ଲକ କାର୍ଯ୍ୟାଳୟର ଜଣେ କନିଷ୍ଠ ଯନ୍ତ୍ରୀ ୩୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବାଲେଶ୍ୱର…

ଜୁଆଙ୍ଗ ମୃତ୍ୟୁ ରାଜ୍ୟବାସୀଙ୍କୁ କରିଛି ଲଜ୍ଜିତ, ତୁରନ୍ତ ଆଦିବାସୀ ମନ୍ତ୍ରୀଙ୍କୁ ଘଟଣାସ୍ଥଳକୁ ପଠାଇବା ପାଇଁ ଦାବି

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ସୁଦୂର ତାମିଲନାଡୁରେ ଥିବା ଏକ ଖାଦ୍ୟ ପ୍ରକ୍ରିୟାରଣ ଶିଳ୍ପରେ କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗ ବାଳିକାଙ୍କ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟ…

‘କେନ୍ଦୁଝର ଛାତ୍ରୀଛାତ୍ରଙ୍କ ସ୍ବାର୍ଥକୁ ରାଜ୍ୟ ସରକାର ଅଣଦେଖା କଲେ ଆନ୍ଦୋଳନ ହେବ’

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ଧରଣୀଧର ସ୍ବୟଂଶାସିତ ମହାବିଦ୍ୟାଳୟର ଅସ୍ତିତ୍ୱ ରକ୍ଷା ନ ହେଲେ ଆନ୍ଦୋଳନ ହେବ। ଆମ ଆଦ୍‌ମୀ ପାର୍ଟି, କେନ୍ଦୁଝରର ସ୍ପଷ୍ଟ ମତ ହେଉଛି ଯେ,…

ଟ୍ରାକ୍ଟର ଡାଲାରେ ବସି ଗଲେ ବିଜେଡି ନେତା, ଭିଡିଓ ଭାଇରାଲ ପରେ…

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାକୁ ବିଜେଡି ଦଳର ରାଜ୍ୟର ଏକ ଟିମ୍‌ ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ସଞ୍ଜୟ ଦାସ ବର୍ମାଙ୍କ ନେତୃତ୍ୱରେ…

ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ଏକାଦଶ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି କଲେ ଗ୍ରାମବାସୀ, ସମସ୍ତେ ଚକିତ

ପାଟଣା,୧୦।୭(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ତହସିଲ ଅର୍ନ୍ତଗତ ଚେମେଣା ଓ ଯମୁନା ପଶି ପଞ୍ଚାୟତର ୧୨ଟି ମୌଜାର ଜମିକୁ ନେଇ ଜେଏସଡବ୍ଲୁ ଓ ପୋସ୍କୋ ପ୍ରସ୍ତାବିତ…

ତାମିଲନାଡୁ ଗ୍ୟାସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଭେଟିଲା ବିଜେଡି ପ୍ରତିନିଧି ଦଳ, ସରକାରଙ୍କୁ କଡ଼ା ସମାଲୋଚନା

କେନ୍ଦୁଝର, ୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଗ୍ୟାସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା କେନ୍ଦୁଝର ଜିଲ୍ଲାର ୧୫ ଜଣ ଆଦିବାସୀ ଶ୍ରମିକଙ୍କ ପରିବାରକୁ ରାଜ୍ୟ ବିଜୁ ଜନତା ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri