ଇଏସ୍‌ଆଇ ମେଡିକାଲରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

ଚୌଦ୍ୱାର,୯ା୭(ଡି.ଏନ୍‌.ଏ.): କରୋନା ଭୂତାଣୁ ସଂକ୍ରମଣ ରୋକିବା ଦିଗରେ ଚୌଦ୍ୱାରସ୍ଥିତ ରାଜ୍ୟ କର୍ମଚାରୀ ବୀମା ଚିକିତ୍ସାଳୟ(ଇଏସ୍‌ଆଇ)ରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ସାମାଜିକ ଦୂରତା ଅବଲମ୍ବନ କରି କର୍ମଚାରୀମାନେ କାର୍ଯ୍ୟ କରୁଥିବାବେଳେ ଆସୁଥିବା ରୋଗୀ ଓ ସେମାନଙ୍କ ସମ୍ପର୍କୀୟଙ୍କୁ ପ୍ରଥମେ ସ୍କାନିଂ କରାଯାଇ ପରେ ସାନିଟାଇଜ୍‌ କରାଯିବା ପରେ ମେଡିକାଲ ଭିତରକୁ ପ୍ରବେଶ କରିବା ପାଇଁ ଅନୁମତି ଦିଆଯାଉଛି। ଏଥି ସହିତ ମୁହଁରେ ମାସ୍କ ବ୍ୟବହାର ବାଧ୍ୟତାମୂଳକ କରାଯାଇଛି। ମେଡିକାଲ ପରିସରକୁ ଅନଧିକାର ପ୍ରବେଶ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଭାରପ୍ରାପ୍ତ ସୁପରିନ୍‌ଟେଣ୍ଡେଣ୍ଟ୍‌ ସଂଯୁକ୍ତା ଲେଙ୍କା ସୂଚନା ପ୍ରଦାନ କରିଛନ୍ତି। ଦୈନିକ ଶହ ଶହ ରୋଗୀ ଆସୁଥିବା ବେଳେ ଏବେ ରୋଗୀ ସଂଖ୍ୟା କମିଥିବା ଜନୈକ କର୍ମଚାରୀ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଦିଗପହଣ୍ଡିରେ ଚାଞ୍ଚଲ୍ୟ: ପୋଖରୀରେ ମାଛଧରୁଥିବା ବେଳେ ଜାଲରେ କୁମ୍ଭୀର…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ୍ୟାମ ରାସ୍ତାର ସନ୍ଥ ଅରକ୍ଷିତ ଛକରେ ଥିବା ପୋଖରୀରୁ କୈବର୍ତ୍ତମାନେ ଶୁକ୍ରବାର ସକାଳେ ମାଛ ଧରୁଥିବା ବେଳେ ଜାଲରେ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

କାଳବୈଶାଖୀ ତାଣ୍ଡବ: ଟଳିପଡ଼ିଲେ ଗୋଟିଏ ପରେ ଗୋଟିଏ ଗୋରୁ…

ମୋହନା,୪।୩(ମନ୍ମଥ ମିଶ୍ର): କାଳବୈଶାଖୀରେ ଆଖି ବୁଜିଲେ ୪ ଗୋରୁ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ମେରାପଲ୍ଲୀ ପଞ୍ଚାୟତ ବନ୍ଧାଗୁଡା ଗାଁରେ।…

ବିଜୁଳି ଖୁଣ୍ଟରେ ପିଟିହେଲା ଟ୍ରାକ୍ଟର, ଆଉ ତା’ପରେ…

ବାଲିଶଙ୍କରା,୩ା୪(ହୃଦାନନ୍ଦ ବାରିକ): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅଧୀନ ସାକୁଶପାନୀ ଗ୍ରାମରେ ଶୁକ୍ରବାର ବିଜୁଳି ଖୁଣ୍ଟରେ ଏକ ଟ୍ରାକ୍ଟର ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଟ୍ରାକ୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri