ବିଦେଶରେ ଚାଳୁଥିବା ଭାରତ ନିର୍ମିତ ଟ୍ରେନ୍‌ ବସିଲେ ଜୟଶଙ୍କର

ନୂଆଦିଲ୍ଲୀ,୧୪ା୪: ମୋଜାମ୍ବିକ୍‌ ଗସ୍ତରେ ଥିବା ଭାରତର ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ସେଠାରେ ଭାରତ ନିର୍ମିତ ଟ୍ରେନ୍‌ରେ ଯାତ୍ରା କରିଛନ୍ତି। ତାଙ୍କ ସହ ମୋଜାମ୍ବିକ୍‌ର ପରିବହନ ମନ୍ତ୍ରୀ ମାଟେଅସ୍‌ ମାଗାଲା ଏବଂ ଆଇଆଇଟିଇଏସ୍‌ର ସିଏମ୍‌ଡି ରାହୁଲ ମିତ୍ତଲ ମାପୁଟୋରୁ ଟ୍ରେନ୍‌ରେ ଯାତ୍ରା କରିଥିଲେ। ମୋଜାମ୍ବିକ୍‌ରେ ଟ୍ରେନ୍‌ ନେଟ୍‌ଓ୍ବର୍କ, ବୈଦ୍ୟୁତିକ ଗମନାଗମନ ଏବଂ ଜଳପଥ ସଂଯୋଗ ବୃଦ୍ଧି ନେଇ ଜୟଶଙ୍କର ମୋଜାମ୍ବିକ ପରିବହନ ମନ୍ତ୍ରୀଙ୍କ ସହ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ଗାଳିଦେଲେ ଘରକୁ ଫେରିବନି: ବିରୋଧୀ ନେତାଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ଧମକ

ମୁମ୍ବାଇ,୨୪/୪:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତି କେହି ଅପଶବ୍ଦ ବ୍ୟବହାର କଲେ, ତାଙ୍କୁ ଘରକୁ ଫେରିବାକୁ ଦିଆଯିବ ନାହିଁ ବୋଲି କେନ୍ଦ୍ରମନ୍ତ୍ରୀ ନାରାୟଣ ରାଣେ ଧମକ ଦେଇଛନ୍ତି।...

ପାକିସ୍ତାନ ମାଟିରୁ ଇସ୍ରାଏଲକୁ ଧମକ ଦେଲେ ଇରାନ ରାଷ୍ଟ୍ରପତି

ଇସଲାମାବାଦ୍‌,୨୪।୪: ପାକିସ୍ତାନ ଗସ୍ତରେ ଆସୁଥିବା ଇରାନର ରାଷ୍ଟ୍ରପତି ଇବ୍ରାହିମ ରଇସି ଇସ୍ରାଏଲ ପାଇଁ ଏକ ବଡ଼ ଧମକ ଦେଇଛନ୍ତି। ସେ କହିଛନ୍ତି, ଯଦି ଇସ୍ରାଏଲ କୌଣସି...

ମୁଁ ମୋଦିଙ୍କ ଭେଟିବାକୁ ଚାହେଁ, ମୋତେ ସମୟ ଦିଅନ୍ତୁ: ଖାର୍ଗେ

ନୂଆଦିଲ୍ଲୀ,୨୪।୪: ୨୦୨୪ ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ପ୍ରଚାର କରୁଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ ମାନିଫେଷ୍ଟୋରେ ମୁସଲିମ ଲିଗର ଛାପ ଏବଂ...

ବିମାନରେ ଛୋଟ ପିଲାଙ୍କୁ ଅଭିଭାବକଙ୍କ ପାଖରେ ବସାଇବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୨୪ା୪:ବିମାନରେ ୧୩ ବର୍ଷରୁ କମ୍‌ ବୟସର ପିଲାମାନେ ଯେପରି ସେମାନଙ୍କ ମାଆବାପା କିମ୍ବା ଅଭିଭାବକଙ୍କ ପାଖ ସିଟ୍‌ରେ ବସନ୍ତି, ତାହା ସୁନିଶ୍ଚିତ କରିବାକୁ ବେସାମରିକ ବିମାନ...

ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପାଇଁ ଆଜି ସରିବ ପ୍ରଚାର, ୮୮ ଆସନରେ ହେବ ମତଦାନ

ନୂଆଦିଲ୍ଲୀ,୨୪।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପାଇଁ ଗଣନା ଆରମ୍ଭ ହୋଇଯାଇଛି। ଦ୍ୱିତୀୟ ପର୍ଯ୍ୟାୟ ପାଇଁ ନିର୍ବାଚନୀ ପ୍ରଚାର ଆଜି...

ଏସିଆ ବିଶ୍ୱର ସବୁଠାରୁ ବିପର୍ଯ୍ୟୟ ପ୍ରବଣ ଅଞ୍ଚଳ

ଜେନେଭା, ୨୪।୪: ଜଳବାୟୁ ପରିବର୍ତ୍ତନର ପ୍ରଭାବ ଉପରେ ସାରା ବିଶ୍ୱର ନଜର ରହିଛି। ତେବେ ଗତ କିଛି ବର୍ଷ ଧରି ଏହାର ସର୍ବାଧିକ ପ୍ରଭାବ ବିଭିନ୍ନ...

ନୁଡୁଲ୍ସ ପ୍ୟାକେଟ୍‌ରୁ ୨ କୋଟିର ହୀରା ଜବତ

ମୁମ୍ବାଇ,୨୪ା୪:ସୀମାଶୁଳ୍କ ବିଭାଗ ଅଧିକାରୀମାନେ ମୁମ୍ବାଇ ବିମାନବନ୍ଦରରୁ ୬.୪୬ କୋଟି ଟଙ୍କାର ସୁନା ଓ ହୀରା ଜବତ କରିଛନ୍ତି। ଜଣେ ଯାତ୍ରୀ ନୁଡୁଲ୍ସ ପ୍ୟାକେଟରେ ହୀରାକୁ ଲୁଚାଇଥିବାବେଳେ...

ପବନକୁ ସମ୍ଭାଳି ପାରିଲାନି ବ୍ରିଜ୍‌

ହାଇଦ୍ରାବାଦ୍‌,୨୪ା୪:ତେଲଙ୍ଗାନାର ପେଦ୍ଦାପଲ୍ଲୀରେ ସୋମବାର ରାତି ୯ଟା ୪୫ରେ ଏକ ନିର୍ମାଣାଧୀନ ବ୍ରିଜ୍‌ ପବନକୁ ସମ୍ଭାଳି ନ ପାରି ଭୁଶୁଡ଼ିପଡ଼ିଛି। ଉକ୍ତ ବ୍ରିଜ୍‌ର ଏକ ଅଂଶ ଭାଙ୍ଗିଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri