Posted inଜାତୀୟ

ଗଛ ଲଗାଇଲେ ପରୀକ୍ଷାରେ ମିଳିବ ଅତିରିକ୍ତ ନମ୍ବର: ଘୋଷଣା କଲେ ମୁଖ୍ୟମନ୍ତ୍ରୀ…

ଚଣ୍ଡିଗଡ଼,୨୧।୬: ଏଣିକି ଅଷ୍ଟମରୁ ଦ୍ୱାଦଶ ଶ୍ରେଣୀ ଛାତ୍ରୀଛାତ୍ର ଗଛ ଲଗାଇଲେ ପରୀକ୍ଷାରେ ଅତିରିକ୍ତ ନମ୍ବର ମିଳିବ। ଏନେଇ ହରିୟାଣାର ମୁଖ୍ୟମନ୍ତ୍ରୀ ମନୋହର ଲାଲ୍‌ ଖଟ୍ଟରଙ୍କ ସରକାର ପକ୍ଷରୁ ନୂଆ ଶିକ୍ଷା ନୀତି ଘୋଷଣା କରାଯାଇଛି। ଛାତ୍ରୀଛାତ୍ରଙ୍କୁ ବୃକ୍ଷଚାରା ରୋପଣ କରିବା ସହିତ ଏହାର ଯତ୍ନ ନେବାକୁ ପଡ଼ିବ। ପଞ୍ଚକୁଲା ଅଞ୍ଚଳର ମୋରନିଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ଏଭଳି ଘୋଷଣା କରିଛନ୍ତି। ରାଜ୍ୟରେ ଜଙ୍ଗଲ ସୃଷ୍ଟି ସହିତ ପରିବେଶ ସୁରକ୍ଷା ପାଇଁ ସରକାରଙ୍କ ପକ୍ଷରୁ ସ୍କୁଲସ୍ତରରୁ ଯୋଜନା ପ୍ରସ୍ତୁତି ଉପରେ ଗୁରୁତ୍ୱାରୋପ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାଠାରୁ ତୋପ କିଣିବ ଭାରତ

ନୂଆଦିଲ୍ଲୀ,୭।୭: ପାକିସ୍ତାନ ଲଗାତର ଜମ୍ମକଶ୍ମୀରରେ ସୀମା ଉଲ୍ଲଂଘନ କରୁଥିବା ନଜିର ରହିଛି। ଏବେ ପାକିସ୍ତାନକୁ ଉଚିତ୍‌ ଜବାବ ଦେବା ପାଇଁ ଭାରତ ପ୍ରସ୍ତୁତି ଆରମ୍ଭ କରିଛି।...

‘ମୁଖ୍ୟମନ୍ତ୍ରୀ ପଦ ଆଶାରେ କଂଗ୍ରେସରେ ଯୋଗ ଦେଇଛନ୍ତି ସିଦ୍ଧୁ’

ଚଣ୍ଡିଗଡ଼,୨୦।୧୨: ପଞ୍ଜାବ ସରକାରଙ୍କ କ୍ୟାବିନେଟ ମନ୍ତ୍ରୀ ରାଣା ଗୁରୁଜିତ ସୋଧି ପଞ୍ଜାବ କଂଗ୍ରେସ ମୁଖ୍ୟ ନବଜୋତ ସିଂ ସିଦ୍ଧୁଙ୍କ ବିରୋଧରେ ଏକ ମୋର୍ଚ୍ଚା ଖୋଲିଛନ୍ତି। ସିଦ୍ଧୁ...

ସିଆର୍‌ପିଏଫ୍‌ ପାଟ୍ରୋଲିଂ ଦଳ ଉପରେ ଆତଙ୍କବାଦୀ ଆକ୍ରମଣ

ଶ୍ରୀନଗର, ୨୪।୯: ସିଆର୍‌ପିଏଫ୍‌ ପାଟ୍ରୋଲିଂ ଦଳ ଉପରେ ଆତଙ୍କବାଦୀମାନେ ଆକ୍ରମଣ କରିଛନ୍ତି। ଗୁରୁବାର ସକାଳେ କାଶ୍ମୀରର ବୁଦଗାଓଁ ଜିଲାର ଚାଦୋରା ଅଞ୍ଚଳରେ ହୋଇଥିବା ଏହି ଆତଙ୍କବାଦୀ...

ଅବସରପ୍ରାପ୍ତ ନୌସେନା ଅଧିକାରୀଙ୍କୁ ମାଡ ମାମଲା: ଜାମିନକୁ ନେଇ ବିରୋଧ ପ୍ରଦର୍ଶନ କଲା ଭାଜପା

ମୁମ୍ବାଇ,୧୨ ।୯: ମହାରାଷ୍ଟ୍ରରେ ଜଣେ ଅବସରପ୍ରାପ୍ତ ନୌସେନା ଅଧିକାରୀଙ୍କୁ ମାଡ ମାମଲାରେ ୬ ଅଭିଯୁକ୍ତଙ୍କୁ ଜାମିନ ପ୍ରଦାନ କରାଯାଇଛି । ଏବେ ଏହାକୁ ବିରୋଧ କରି...

ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ବହିଷ୍କାର କଲେ ବିରୋଧୀ: ଭାଜପା କହିଲା ଦୁର୍ଭାଗ୍ୟପୂର୍ଣ୍ଣ

ନୂଆଦିଲ୍ଲୀ,୨୯ ।୧: ସଂସଦର ବଜେଟ ଅଧିବେଶନ ଶୁକ୍ରବାରଠାରୁ ଆରମ୍ଭ ହୋଇଛି । ୧ ଫେବୃୟାରୀରେ ସଂସଦରେ ଆର୍ଥିକ ବର୍ଷ ୨୦୨୧-୨୨ର ସାଧାରଣ ବଜେଟ ଉପସ୍ଥାପନ କରାଯିବ...

ମୁକେଶ ଅମ୍ବାନୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ମୁମ୍ବାଇ,୫।୧: ଉତ୍ତରପ୍ରଦେଶ ସରକାର ନିଜ ରାଜ୍ୟରେ ଶିଳ୍ପ ଆଣିବା ପାଇଁ ଜୋରସୋରରେ ଲାଗିପଡ଼ିଛନ୍ତି। ଇତିମଧ୍ୟରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମୁମ୍ବାଇରେ ପହଞ୍ଚିଛନ୍ତି। ଯେଉଁଠାରେ ସେ ଲଗାତର...

ଅନନ୍ତନାଗରେ ପିଡିପି ନେତାଙ୍କ ପିଏସ୍‌ଓଙ୍କୁ ଗୁଳି କରି ହତ୍ୟା

ଶ୍ରୀନଗର,୧୯।୭: ଦକ୍ଷିଣ କଶ୍ମୀର ଅନନ୍ତନାଗ ଜିଲାର ବିଜବେହରା ଅଞ୍ଚଳରେ ଶୁକ୍ରବାର ସଜ୍ଜାଦ ମୁଫତିଙ୍କ ପିଏସ୍‌ଓଙ୍କୁ ଗୁଳି କରି ହତ୍ୟା କରାଯାଇଛି। ପିପୁଲ୍ସ୍‌ ଡେମୋକ୍ରେଟିକ୍‌ ପାର୍ଟି (ପିଡିପି)ର...

ଅପରେଶନ ଗଙ୍ଗା: ୨୨୦୦ ଭାରତୀୟଙ୍କୁ ନେଇ ଆଜି ସ୍ୱଦେଶ ଫେରିବ ୧୧ ବିମାନ

ନୂଆଦିଲ୍ଲୀ,୬ ।୩: ୟୁକ୍ରେନ୍ ଯୁଦ୍ଧରେ ଫସି ରହିଥିବା ପ୍ରାୟ ୨୨୦୦ ଭାରତୀୟଙ୍କୁ ନେଇ ଶନିବାର ୧୧ଟି ବିମାନ ସ୍ୱଦେଶ ଫେରିବ ବୋଲି ଜଣାପଡିଛି । ଅପରେଶନ...

Advertisement
Archives

Model This Week