Posted inଫୁରସତ

ପଦାତିକ ବାହିନୀର ଅତୁଳନୀୟ ବଳିଦାନ

ମାତୃଭୂମିର ସୁରକ୍ଷା ପାଇଁ ନିଜ ଜୀବନକୁ ଉତ୍ସର୍ଗ କରୁଥିବା ପଦାତିକ ବାହିନୀର ବଳିଦାନ ଅତୁଳନୀୟ। ପଦାତିକ ବାହିନୀର କର୍ମଚାରୀଙ୍କ କଲ୍ୟାଣ ପାଇଁ ଡିସେମ୍ବର ୭ରେ ଜାତୀୟ ପଦାତିକ ବାହିନୀ ପତାକା ଦିବସ (ନ୍ୟାଶନାଲ ଆର୍ମଡ ଫୋର୍ସ ଫ୍ଲାଗ୍‌ ଡେ) ପାଳନ କରାଯାଇଥାଏ। ଦେଶର ଜନସାଧାରଣଙ୍କଠାରୁ ଏନେଇ ପାଣ୍ଠି ସଂଗ୍ରହ କରିବା ଲାଗି ଏହି ଦିବସରେ ସଚେତନତା ସୃଷ୍ଟି କରାଯାଇଥାଏ।
୧୯୪୯ ଡିସେମ୍ବର ୭ରୁ ଏହା ପାଳିତ ହୋଇ ଆସୁଛି। ଭାରତ ସ୍ବାଧୀନତା ହାସଲ କରିବା ପରେ ପ୍ରତିରକ୍ଷା କର୍ମଚାରୀଙ୍କ କଲ୍ୟାଣ ପାଇଁ ସରକାର ଚିନ୍ତା କରିଥିଲେ। ୧୯୪୯ ଅଗଷ୍ଟ ୨୮ରେ ପ୍ରତିରକ୍ଷା ମନ୍ତ୍ରୀଙ୍କ ଅଧୀନରେ ଏକ କମିଟି ଗଠନ କରାଯାଇ ପ୍ରତିବର୍ଷ ଡିସେମ୍ବର ୭ରେ ପତାକା ଦିବସ ପାଳନ କରିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା।
ଏହି ଦିନ ସାଧାରଣ ଜନତାଙ୍କୁ ଛୋଟ ପତାକା ବଣ୍ଟନ କରିବା ଏବଂ ପ୍ରତିବଦଳରେ ଦାନ ସଂଗ୍ରହ କରିବା ମୁଖ୍ୟ ଲକ୍ଷ୍ୟ ଥିଲା। ପତାକା ଦିବସର ମହତ୍ତ୍ୱ ହେଉଛି, ଦେଶ ସୁରକ୍ଷା ପାଇଁ ଜୀବନ ଉତ୍ସର୍ଗ କରୁଥିବା ସଶସ୍ତ୍ର ବାହିନୀର କର୍ମଚାରୀଙ୍କ ପରିବାର ଏବଂ ନିର୍ଭରଶୀଳଙ୍କ ଯତ୍ନ ନେବା ଭାରତର ସାଧାରଣ ନାଗରିକଙ୍କ ଦାୟିତ୍ୱ। ଏହି ଦିବସ ପାଳନ ଅବସରରେ ଦେଶର ଜନସାଧାରଣଙ୍କ ମଧ୍ୟରେ ଭାରତୀୟ ସେନାର ପଦାତିକ ବାହିନୀର ବଳିଦାନକୁ ସ୍ମରଣ କରାଯିବା ସହିତ ଶହୀଦଙ୍କ ଉଦ୍ଦେଶ୍ୟରେ ବିଭିନ୍ନ ଦେଶାତ୍ମବୋଧକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ହଠାତ୍‌ ୟୁ-ଟର୍ନ ନେଲେ ଟ୍ରମ୍ପ, କହିଲେ ଇରାନୀ ଲୋକମାନେ ବହୁତ ଶକ୍ତିଶାଳୀ, ମୁଁ ସେମାନଙ୍କୁ…

ଓ୍ବାଶିଂଟନ୍‌,୩।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ କାର୍ଯ୍ୟ ଅପେକ୍ଷା ତାଙ୍କ ଅଜବ ବୟାନ ପାଇଁ ଅଧିକ ପ୍ରସିଦ୍ଧ। ଇରାନ ସହିତ ଆମେରିକା-ଇସ୍ରାଏଲ ଯୁଦ୍ଧ ମଧ୍ୟରେ ଟ୍ରମ୍ପ…

ଟ୍ରମ୍ପଙ୍କ ମିଛର ପର୍ଦ୍ଦାଫାସ କଲା ଆମେରିକୀୟ ରିପୋର୍ଟ: ଖୋଲିଗଲା ସବୁ ପୋଲ୍‌, ଏବେ ବି..

ନୂଆଦିଲ୍ଲୀ,୩।୪:ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ପ୍ରମୁଖ ଗୋଇନ୍ଦା ରିପୋର୍ଟ ଆମେରିକା ଏବଂ ଇସ୍ରାଏଲର ଦାବି ଉପରେ ପ୍ରଶ୍ନ ଉଠାଇଛି। ଆମେରିକୀୟ ଗୋଇନ୍ଦା ସୂତ୍ରରୁ ଜଣାପଡିଛି…

‘ଏବେ ଆରମ୍ଭ ତ ହୋଇ ନାହିଁ…’, ଇରାନର ସର୍ବବୃହତ ପୋଲ ଉପରେ ଆକ୍ରମଣ ପରେ ତେହରାନକୁ ପୁଣି କଡ଼ା ଚେତାବନୀ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୩।୪: ବର୍ତ୍ତମାନ ଆମେରିକା ଏବଂ ଇରାନ ମଧ୍ୟରେ ଏକ ସଂଘର୍ଷ ଚାଲିଛି। ଆମେରିକା ଇରାନ ବିରୁଦ୍ଧରେ ନିରନ୍ତର ଆକ୍ରମଣ ଆରମ୍ଭ କରୁଛି। ଗତକାଲି ରାତିରେ, ଆମେରିକା ଇରାନର…

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଟ୍ରମ୍ପ: ସାଧାରଣ ଲୋକଙ୍କ ଉପରେ ପଡିବ ବଡ଼ ପ୍ରଭାବ, ଲାଗୁ କଲେ…

ଓ୍ବାଶିଂଟନ୍‌,୩।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଟ୍ରମ୍ପ ଔଷଧ ଉପରେ ୧୦୦% ଟାରିଫ୍‌ ଲାଗୁ କରିଛନ୍ତି। ଏହି ଔଷଧଗୁଡ଼ିକରେ…

ଯୁଦ୍ଧ ଭିତରେ ମୋଦିଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ପୁଟିନ୍‌, ଦେଖିକି ଟ୍ରମ୍ପ କାବା, ଜୟଶଙ୍କର ଗୋଟିଏ ସାକ୍ଷାତରେ…

ଓ୍ବାଶିଂଟନ୍‌,୩।୪: ଆମେରିକା ଏବଂ ଇସ୍ରାଏଲ ବିରୁଦ୍ଧରେ ଇରାନର ଯୁଦ୍ଧ ଏବଂ ହର୍ମୁଜ ପ୍ରଣାଳୀ ଅବରୋଧ ଯୋଗୁ ସୃଷ୍ଟି ହୋଇଥିବା ଶକ୍ତି ସଙ୍କଟ ମଧ୍ୟରେ, ଭାରତକୁ ରୁଷିଆଠାରୁ ଗୁରୁତ୍ୱପୂର୍ଣ୍ଣ…

ପଦରୁ ହଟଯିବା ପରେ ପ୍ରଥମଥର ମୁହଁ ଖୋଲିଲେ ରାଘବ ଚଢା: କହୁ କହୁ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୩।୪: ଆମ ଆଦମୀ ପାର୍ଟି (AAP) ନେତା ଏବଂ ରାଜ୍ୟ ସଭା ଏମ୍‌ପି ରାଘବ ଚଢା ଉପନେତା ପଦରୁ ହଟିବା ପରେ ପ୍ରଥମ ଥର ପାଇଁ ଏନେଇ…

ବୃଦ୍ଧି ନା ହ୍ରାସ? ଆଜି ଦେଶରେ ପେଟ୍ରୋଲ-ଡିଜେଲର ମୂଲ୍ୟ କେତେ? ଆସିଲା ଅପଡେଟ୍‌

ନୂଆଦିଲ୍ଲୀ,୩।୪: ପଶ୍ଚିମ ଏସିଆରେ ଭୂରାଜନୈତିକ ଉତ୍ତେଜନା ମଧ୍ୟରେ ବିଶ୍ୱ ତୈଳ ବଜାରରେ ଉଲ୍ଲେଖନୀୟ ପରିବର୍ତ୍ତନ ଜାରି ରହିଥିଲେ ମଧ୍ୟ ଭାରତରେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ୩…

ଏକମାତ୍ର ଦେଶ ଭାବେ ଭାରତ ହରାଇଛି…ଯୁଦ୍ଧ ମଧ୍ୟରେ ୬୦ ଦେଶକୁ ନେଇ ଚାଲିଥିବା ବୈଠକରେ ହୃଦୟର କଥା କହିଲା ଭାରତ

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଇରାନ ନିୟନ୍ତ୍ରଣରେ ଥିବା ହର୍ମୁଜ ପ୍ରଣାଳୀକୁ ପୁନର୍ବାର ଖୋଲିବା ପାଇଁ ଭାରତ ଦାବି କରିଛି। ଭାରତ ଏହା ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri