ସଂଖ୍ୟାଲଘୁଙ୍କ ପ୍ରତି ଚରମ ଅବହେଳା କରାଯାଉଛି: କଂଗ୍ରେସ

ଭୁବନେଶ୍ୱର,୫ା୭(ବ୍ୟୁରୋ): ପ୍ରଦେଶ ସଂଖ୍ୟାଲଘୁ ବିଭାଗ ସଭାପତି ଜିଆଉଲ୍‌ ହକ୍‌ଙ୍କ ଅଧ୍ୟକ୍ଷତାରେ ସୋମବାର କଂଗ୍ରେସ ଭବନରେ ରାଜ୍ୟସ୍ତରୀୟ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ ପଟ୍ଟନାୟକ ମୁଖ୍ୟ ଅତିଥିରୂପେ ଯୋଗଦେଇ କହିଛନ୍ତି, ସଂଖ୍ୟାଲଘୁଙ୍କ ବହୁବିଧ ସମସ୍ୟା ପ୍ରତି ରାଜ୍ୟ ଓ କେନ୍ଦ୍ର ସରକାର ଚରମ ଅବହେଳା କରୁଛନ୍ତି। ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ପ୍ରତ୍ୟେକ ସଂଖ୍ୟାଲଘୁଙ୍କ ସମସ୍ୟା ଶୁଣିବା ସହ ଏହାର ସମାଧାନ ପ୍ରତି ଯନତ୍ଶୀଳ ନ ହେଲେ କଂଗ୍ରେସ ରାଜରାସ୍ତାରେ ଆନ୍ଦୋଳନ କରିବ। ୨୦୨୪ରେ ମିଶନ ୯୦ ଆସନ ଦଖଲ କରି ଲୋକଙ୍କ ସମସ୍ୟାକୁ ପ୍ରାଧାନ୍ୟ ଦେବ ବୋଲି ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି। ଏହି ଅବସରରେ ପିସିସି ସଭାପତି ଭାଜପାକୁ ତାଚ୍ଛଲ୍ୟ କରି ‘ବଡ଼ା ଝୁଟ୍‌ ପାର୍ଟି’ର ଆଖ୍ୟା ଦେଇଛନ୍ତି। କେନ୍ଦ୍ର ସରକାରଙ୍କ ପ୍ରତ୍ୟେକଟି ଘୋଷଣା ଏବେ ମିଥ୍ୟା ବୋଲି ସବୁ କ୍ଷେତ୍ରରେ ପ୍ରମାଣିତ ହୋଇଛି। ୯୦ ଦଶକରେ ୧୦ ବିଧାୟକରୁ ବଢ଼ି କଂଗ୍ରେସ ସରକାର କରିଥିଲା। ୨୦୨୪ରେ କଂଗ୍ରେସ ରାଜ୍ୟ ଓ କେନ୍ଦ୍ରରେ ସରକାର ଗଢ଼ିବ ଏବଂ ସମସ୍ତଙ୍କ କଠିନ ପରିଶ୍ରମ ଦ୍ୱାରା ହିଁ ଏହା ସମ୍ଭବପର ବୋଲି ପିସିସି ସଭାପତି କହିଛନ୍ତି। ଖୁବଶୀଘ୍ର ରାଜ୍ୟର ସବୁ ଜିଲା ଗସ୍ତକରି ଜିଲା ଓ ରାଜ୍ୟ କମିଟି ଗଠନ କରିବା ସହ କଂଗ୍ରେସ ସଂଖ୍ୟାଲଘୁମାନଙ୍କ ନିକଟରେ ପହଞ୍ଚିବ। ରାଜ୍ୟ ଓ କେନ୍ଦ୍ର ସରକାର ଯେତେ ଷଡ଼ଯନ୍ତ୍ର ଏବଂ ନିର୍ଯାତନା ଦେଲେ ମଧ୍ୟ କଂଗ୍ରେସ ଡରିବ ନାହିଁ ବୋଲି ପ୍ରଦେଶ ସଂଘ୍ୟାଲଘୁ କଂଗ୍ରେସ କମିଟି ଅଧ୍ୟକ୍ଷ ଜିଆଉଲ୍‌ ହକ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?