କୋଭିଡ୍‌ ଯୋଦ୍ଧାଙ୍କ ପାଇଁ ଆଇ ପ୍ରୋଟେକ୍ସନ ଗ୍ଲାସ

ଛତ୍ରପୁର,୨୦।୭( ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦ୍ରୁତଗତିରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଏଥିସହ କରୋନା ମୁକାବିଲା କାର୍ଯ୍ୟରେ ନିୟୋଜିତ କରୋନା ଯୋଦ୍ଧା କରୋନା ଆକ୍ରାନ୍ତ ହେଉଛନ୍ତି। ସେମାନେ କାର୍ଯ୍ୟ କଲାବେଳେ ମାସ୍କ, ଗ୍ଳୋବ୍ସ, ପିପିଇ କିଟ୍‌ ଓ ଆଇ ପ୍ରୋଟେକ୍ସନ ଗ୍ଲାସର ଅବଶ୍ୟକତା ରହିଛି। ତେବେ ଅଭାବ ଯୋଗୁ ଆଇ ପ୍ରୋଟେକ୍ସନ ଗ୍ଲାସ ସମସ୍ତ କରୋନା ଯୋଦ୍ଧା ବ୍ୟବହାର କରିପାରୁନାହାନ୍ତି। ଏଥିପାଇଁ ସମରଝୋଳସ୍ଥିତ ଶଙ୍କର ଚକ୍ଷୁ ହସ୍ପିଟାଲ ପକ୍ଷରୁ ୨୦୦ ଆଇ ପ୍ରୋଟେକ୍ସନ ଗ୍ଲାସ ସୋମବାର ଡିଆରଡିଏ ପିଡି ଇଂ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କୁ ହସ୍ତାନ୍ତର କରାଯାଇଛି। ଏହି ସମୟରେ ଶଙ୍କର ହସ୍ପିଟାଲର ଚକ୍ଷୁ ବିଶେଷଜ୍ଞ ବି. ପି. ସାମଲ, ପିଆର୍‌ଓ ଓକିଲ ବି. ଶ୍ରୀନିବାସ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାଓବାଦୀଙ୍କ ଲ୍ୟାଣ୍ଡ୍‌ମାଇନ ବିସ୍ଫୋରଣରେ ଆଖିବୁଜିଲେ ‘ଧରିତ୍ରୀ’ ଖବରଦାତା

ଏମ୍‌.ରାମପୁର,୫ା୨(ଡି.ଏନ୍‌.ଏ.): ଖବର ସଂଗ୍ରହ କରିବାକୁ ଯାଇ ଶନିବାର ମାଓବାଦୀଙ୍କ ଲ୍ୟାଣ୍ଡ୍‌ମାଇନ ବିସ୍ଫୋରଣରେ ଆଖି ବୁଜିଛନ୍ତି ‘ଧରିତ୍ରୀ’ର ଖବରଦାତା ତଥା ଓଜେୟୁର ସକ୍ରିୟ ସଭ୍ୟ ରୋହିତ ବିଶ୍ୱାଳ...

କୋଭିଡ-୧୯ ଲେଖି କାଠ ଚୋରା ଚାଲାଣ

ସମ୍ବଲପୁର,୧୮ା୪(ବ୍ୟୁରୋ)-ରାଜ୍ୟ ସରକାର ଅତ୍ୟାବଶ୍ୟକ ସାମଗ୍ରୀ ନେବା ଆଣିବା ପାଇଁ ଗାଡି ଗୁଡିକୁ ପାସ୍‌ ଦେଇଛନ୍ତି। ଫଳରେ ଗାଡି ସମ୍ମୁଖରେ କୋଭିଡ- ୧୯ ଲେଖାଥିବାରୁ କେଉଁଠି ନ...

ଚାଉଳକୁ ନେଇ ଚିନ୍ତାରେ ହିତାଧିକାରୀ

ପୁରୀ ଅଫିସ, ୨୭ା୩: ରାଶନ କାର୍ଡ ହିତାଧିକାରୀଙ୍କୁ ସୁଲଭ ମୂଲ୍ୟରେ ଚାଉଳ ଯୋଗାଇ ଦିଆଯାଉଛି। ତେବେ କେତେକ ସ୍ଥାନରେ ଯୋଗାଣ ବିଭାଗ ପକ୍ଷରୁ ଯୋଗାଇ ଦିଆଯାଉଥିବା...

ମାଙ୍କଡ଼ା ପଥର ଚୋରାଚାଲାଣ

ଖୋର୍ଦ୍ଧା ଅଫିସ,୨୧ା୩: ଖୋର୍ଦ୍ଧାରେ ବେଆଇନ ଲଘୁ ଖଣିଜ ଚୋରାଚାଲାଣ ରୋକିବା ପାଇଁ ପ୍ରଶାସନ ପକ୍ଷରୁ ଧରପଗଡ ଜୋରଦାର କରାଯାଇଛି। ପ୍ରଶାସନ ଏବଂ ପୋଲିସ ପକ୍ଷରୁ ଗଠିତ...

କୋଟାରୁ ଫେରିଲେ ୧୭ ଛାତ୍ରୀଛାତ୍ର

ବାରିପଦା ଅଫିସ, ୫ା୫- ରାଜସ୍ଥାନର କୋଟାରେ ଫସି ରହିଥିବା ୧୭ ଜଣ ଛାତୀଛାତ୍ର ମଙ୍ଗଳବବାର ମୟୂରଭଞ୍ଜ ଫେରିଛନ୍ତି। ସେମାନଙ୍କ ସହିତ ୫ ଜଣ ଅଭିଭାବକ ଓ...

ପାରାଦୀପରେ କରୋନା ସନ୍ଦିଗ୍ଧ: ସିଙ୍ଗାପୁରରୁ ଆସିଥିବା ଜାହାଜର ୨ଜଣଙ୍କୁ ଏସ୍‌ସିବି ପଠାଗଲା

ପାରାଦୀପ,୩।୩(ସ୍ବ.ପ୍ର.): ପାରାଦୀପ ବନ୍ଦରରେ ମଙ୍ଗଳବାର ଲାଗିଥିବା ଏକ ଜାହାଜରେ ଦୁଇ କରୋନା ସନ୍ଦିଗ୍ଧଙ୍କୁ ଚିହ୍ନଟ କରାଯାଇଛି। ସେମାନଙ୍କୁ ପ୍ରାଥମିକ ଯାଞ୍ଚ କରାଯାଇ ଏସ୍‌ସିବି ମେଡିକାଲ ସ୍ଥାନାନ୍ତର...

ଚାଲିଛି ଦ୍ୱିତୀୟ ପର୍ଯ୍ୟାୟ ମତଦାନ

ଫୁଲବାଣୀ ଅଫିସ,୧୮ା୨: କନ୍ଧମାଳ ଜିଲାରେ ଆଜି ତ୍ରିସ୍ତରୀୟ ପଞ୍ଚାୟତ ନର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ଗ୍ରହଣ ଚାଲିଛି। ମାଓବାଦୀ ଅଧ୍ୟୁଷିତ ଅଞ୍ଚଳ ଭାବେ ପରିଚିତ ତୁମୁଡ଼ିବନ୍ଧ...

ଜୁଡ଼ିଆ ଘାଟିରୁ ଖସୁଛି ମାଟି ଅତଡ଼ା

କେନ୍ଦୁଝର,୨୮।୮(ଡି.ଏନ.ଏ.): କେନ୍ଦୁଝର ସହର ନିକଟସ୍ଥ ଜୁଡ଼ିଆ ଘାଟି ରାସ୍ତା ପାର୍ଶ୍ୱ ପାହାଡ଼ରୁ ପଥର ଓ ମାଟି ଅତଡ଼ା ଖସୁଥିବାରୁ ପଥଚାରୀ ଏବଂ ଗାଡ଼ିମଟର ପାଇଁ ବିପଦ...

Advertisement
Archives

Model This Week