ବିଡିଓଙ୍କ ଘରେ ବୁଲିଲା କଳାକନା : ଭେଣ୍ଟିଲେଟର ଭାଙ୍ଗି ପଶିଲେ…

ନବରଙ୍ଗପୁର,୪।୧୧(ସଦାଶିବ ପ୍ରହରାଜ): ନବରଙ୍ଗପୁର ବଡିଓଙ୍କ ଘରେ ବୁଲିଲା କଳା କନା। ନବରଙ୍ଗପୁର ବ୍ଲକ ବଡିଓ ସୁନୀଲ ଖରା ଗତ ଶନିବାର ଛୁଟିରେ ରାୟଗଡାରେ ଥିବା ପରିବାରକୁ ଭେଟିବା ପାଇଁ ଯାଇଥିଲେ । ତେବେ ସକାଳୁ ଆସି, ବ୍ଲକ ପରିସରରେ ଥିବା ତାଙ୍କ ସରକାରୀ ବାସ ଭବନ ଖୋଲି ଦେଖିବା ବେଳେ ଦୁଇଟି ଭେଣ୍ଟିଲେଟର ଭାଙ୍ଗି ଚୋର ପଶି ଚୋରି କରିଥିବା ଦେଖିଥିଲେ । ତାଙ୍କ ଘରରୁ ୨୦ ହଜାର ଟଙ୍କା ଚୋରି ହୋଇଥିବା ନେଇ ସେ ଟାଉନ ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ପାଇ ନବରଙ୍ଗପୁର ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛ। ସାଇଣ୍ଟିଫିକ ଟିମର ସହାୟତା ନେଇ ପୋଲିସ ତଦନ୍ତ ଜାରି ରଖିଛି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ କରିବ ବଡ଼ ଆକ୍ରମଣ, ଡରିଲାଣି ଆମେରିକା!

ଓ଼୍ବାଶିଂଟନ,୧୯।୩: ଆମେରିକାର ଜାତୀୟ ଗୁପ୍ତଚର ନିର୍ଦ୍ଦେଶକ ତୁଲସୀ ଗାବାର୍ଡ ବୁଧବାର ପାକିସ୍ତାନକୁ ଆମେରିକା ସାମ୍ନା କରୁଥିବା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପରମାଣୁ ବିପଦ ମଧ୍ୟରୁ ଗୋଟିଏ ଭାବରେ ଚିହ୍ନଟ…

ଜଙ୍ଗଲ ନିଆଁ ରୋକିବା ପାଇଁ ସାଇକେଲ ରାଲି: କଣ୍ଟେଇପଲ୍ଲୀ ଭିଏସଏସ ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି

ଭଞ୍ଜନଗର,୧୯।୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ପକ୍ଷରୁ ଜଙ୍ଗଲ ନିଆଁ ରୋକିବା ପାଇଁ ଏକ ସାଇକେଲ ରାଲି କଣ୍ଟେଇପଲ୍ଲୀରୁ ବାହାରିଥିଲା। ଏହାକୁ…

ଲୋକ ସଭାରେ ରେଳସେବା ସମସ୍ୟା ପ୍ରସଙ୍ଗ ଉଠାଇଲେ ବରଗଡ଼ ଏମ୍‌ପି

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଲୋକ ସଭା ନିର୍ବାଚନମଣ୍ଡଳୀର ଜନସାଧାରଣଙ୍କ ବିଭିନ୍ନ ସମସ୍ୟାକୁ ଗୁରୁବାର ବରଗଡ଼ ଏମ୍‌ପି ପ୍ରଦୀପ ପୁରୋହିତ ଲୋକ ସଭାରେ ଉଠାଇଛନ୍ତି। ବିଶେଷକରି ରେଳସେବାର ବିକାଶ ଓ…

ବାସନ୍ତୀକ ନବରାତ୍ର ପୂଜା: ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ସମଲେଶ୍ବରୀ

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ଆଜି ଚୈତ୍ର ଅମାବାସ୍ୟା ଯୁକ୍ତ ପ୍ରତିପଦା। ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ…

ମହାପ୍ରଭୁଙ୍କ ଜମିର ଧାନବିକ୍ରି ପଞ୍ଜୀକରଣକୁ ନା: ଏବେଠାରୁ ଘାରିଲାଣି ଧାନବିକ୍ରି ଚିନ୍ତା

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ଚାଷୀଙ୍କ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଶୁକ୍ରବାର ଏଥିପାଇଁ ଆବେଦନ ଅବଧି ସରିଯିବ। ଅନ୍ୟପଟେ ବରଗଡ଼ ଜିଲାର ଅନେକ ଚାଷୀ…

୫ଦିନ ଝଡ଼ବର୍ଷା, କୁଆପଥର ମାଡ଼: ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୯ା୩(ଅନୁରାଧା ମହାରଣା):ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବିଭିନ୍ନ ଜିଲାରେ ବର୍ଷା ସହ ଝଡପବନ ହେଉଥିବା ବେଳେ ଆଗାମୀ ୫ ଦିନ ଯାଏ ଏପରି ସ୍ଥିତି ଜାରି ରହିବ। ଏନେଇ…

‘ଏସ୍‌ଓପି’ ନ ମାନିଲେ ଦରମା ବନ୍ଦ: ସବୁ ବିଭାଗକୁ ତାଗିଦ୍‌, ଛଟେଇ ପ୍ରକ୍ରିୟା ଆରମ୍ଭ…

ଭୁବନେଶ୍ୱର,୧୯ା୩ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟରତ ପରାମର୍ଶଦାତାଙ୍କ ଛଟେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ଅର୍ଥ ବିଭାଗ ପକ୍ଷରୁ ଫେବୃଆରୀ ୧୭ରେ ଏନେଇ ଏକ ଉଚ୍ଚସ୍ତରୀୟ…

ପାରାଦୀପରେ ଲାଗିଲା ତୈଳ ଜାହାଜ: ମିଳିଲା ବଡ଼ ଆଶ୍ୱସ୍ତି, ହର୍ମୁଜ ଦେଇ…

ପାରାଦୀପ,୧୯।୩(ଶରତ ରାଉତ):ଯୁଦ୍ଧ ପ୍ରଭାବିତ ଦେଶ ଓମାନ୍‌ରୁ ଏକ ଅଶୋଧିତ ତୈଳ ବୋଝେଇ ଜାହାଜ ମେରାଇନ ଟ୍ୟାଙ୍କର(ଏମ୍‌ଟି)ଫ୍ଲୋରା ପାରାଦୀପ ବନ୍ଦର ସିଙ୍ଗଲ ପଏଣ୍ଟ ମୋରିଂସିଷ୍ଟମ(ଏସ୍‌ପିଏମ୍‌) ୩ରେ ବୁଧବାର ଲାଗିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri