Posted inଫୁରସତ

ମା’ ସରସ୍ବତୀଙ୍କୁ ଏମିତି ପୂଜାକଲେ ମିଳିବ କୃପା

ସରସ୍ବତୀ ପୂଜା ୧୬ ଫେବୃୟାରୀରେ ପଡ଼ୁଛି। ଏହି ପୂଜାକୁ ବସନ୍ତ ପଞ୍ଚାମୀ ମଧ୍ୟ କୁହାଯାଏ। ଏହି ଦିନ ସିଦ୍ଧିଧାତ୍ରୀ ମା’ ବୀଣାପାଣିଙ୍କୁ ପୂଜା କରାଯାଏ। ଜାଣନ୍ତୁ ମା’ଙ୍କ ପୂଜା ବିଦ୍ଧି…
ଏହି ଉପାୟରେ ମା’ଙ୍କୁ ପୂଜାକଲେ କୃପା ମିଳିବା ସହ ବିଦ୍ୟା ଅର୍ଜନ କରିଥାଆନ୍ତି ଛାତ୍ରୀଛାତ୍ର।

ମାତା ସରସ୍ବତୀଙ୍କୁ ପୂଜା କରିବା ପୂର୍ବରୁ ପ୍ରଥମେ ମା’ଙ୍କ ପ୍ରତିମୂର୍ତ୍ତିକୁ ରଖନ୍ତୁ। ପରେ ପ୍ରଭୁ ଗଣେଶ ଏବଂ ନବଗ୍ରହଙ୍କୁ କଳସ ସହ ସ୍ଥାପନ କରି ଉପାସନା କରନ୍ତୁ। ଏହା ପରେ ଦେବୀଙ୍କୁ ପୂଜା କରନ୍ତୁ। ପୂଜା କରିବାବେଳେ ସର୍ବପ୍ରଥମେ ତାଙ୍କୁ ଜଳସ୍ନାନ କରାନ୍ତୁ। ଏହା ପରେ, ମାତାଙ୍କୁ ହଳଦିଆ ଫୁଲ ଅର୍ପଣ କରନ୍ତୁ। ଏହା ସହିତ ସରସ୍ବତୀ ଦେବୀଙ୍କୁ ହଳଦିଆ ରଙ୍ଗର ସୁନ୍ଦର ବିନ୍ଦି ପିନ୍ଧାନ୍ତୁ। ବିଦ୍ୟାଦାତ୍ରୀ ଝୀନ ବସନ ପରିଧାନ କରନ୍ତି। ତେଣୁ ଧଳା ପୋଷାକ ପିନ୍ଧାନ୍ତୁ। ଏହା ବ୍ୟତୀତ ବାଗ୍‌ଦେବୀଙ୍କୁ ପୂଜା କରିବାବେଳେ ଆପଣ ହଳଦିଆ ଫଳ ମଧ୍ୟ ଭୋଗ କରିବା ଭଲ। ଏପରି କଲେ ମା’ ଖୁସି ହୋଇ କୃପା କରନ୍ତି ବୋଲି ବିଶ୍ୱାସ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଫିସରେ ବସି ଲଞ୍ଚ କରୁଥିଲେ ବାପା, ୟୁପିଏସ୍‌ସିରେ କୃତକାର୍ଯ୍ୟ ହୋଇଥିବା ଖବର ଜଣାଇବାକୁ ପହଞ୍ଚିଲେ ପୁଅ, ପରେ ଯାହା ଘଟିଲା…

ନିଜ ସନ୍ତାନର ଖୁସିରେ ନିଜ ଖୁସି ଖୋଜିଥାନ୍ତି ମା’ବାପା। ଯଦି କାହାର ପୁଅ ନଚେତ ଝିଅ ଦେଶର ସବୁଠାରୁ ବଡ଼ ପରୀକ୍ଷା ୟୁପିଏସ୍‌ସି ପାସ୍‌ କରିଦିଏ...

ଡୁଡ୍‌ଲ ପରିବର୍ତ୍ତନ କଲା ଗୁଗ୍‌ଲ

ଗୁଗ୍‌ଲ ଡୁଡ୍‌ଲ ଭାରତରେ ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଭୋଟ୍‌ ଆରମ୍ଭକୁ ସ୍ମରଣ କରି ଡୁଡ୍‌ଲରେ କାଳି ସହିତ ଏକ ଇଣ୍ଡେକ୍ସ ଆଙ୍ଗୁଠି ଚିତ୍ରଣ...

୨୩ ବର୍ଷର ଯୁବତୀ କ୍ଲିୟର କଲେ ୟୁପିଏସସି ପରୀକ୍ଷା, କାମ କରୁଛି ମାତ୍ର ୨ଟି ଆଙ୍ଗୁଠି

ନୂଆଦିଲ୍ଲୀ,୧୮।୪: ୟୁପିଏସସି ସିଭିଲ ସର୍ଭିସେସ ପରୀକ୍ଷା (UPSC CSE) ୨୦୨୩ ଫଳାଫଳ ପ୍ରକାଶ ପାଇବା ପରେ, ଯେଉଁମାନେ ଏହାକୁ ପାସ କରିଛନ୍ତି ସେମାନଙ୍କ ଅନେକ ସଂଘର୍ଷ...

ସତର୍କତାକୁ ପ୍ରାଥମିକତା

ଆମ ଶରୀରର ଅନ୍ୟତମ ପ୍ରମୁଖ ଅଙ୍ଗ ହେଉଛି ଯକୃତ ବା ଲିଭର। ଏହା ସୁସ୍ଥ ରହିବା ନିହାତି ଦରକାର। ନ ହେଲେ ସମୟକ୍ରମେ ଏହା ଜଟିଳ...

ଭଗବାନ ରାମଙ୍କ ନିଆରା ବ୍ୟାଙ୍କ; ୫ ଲକ୍ଷ ଥର ‘ସୀତାରାମ’ ଲେଖିବା ପରେ ଖୋଲିଥାଏ ଆକାଉଣ୍ଟ

ଅଯୋଧ୍ୟା: ସାରା ଦେଶରେ ରାମ ନବମୀର ପର୍ବ ବେଶ ଧୁମ୍‌ଧାମ୍‌ରେ ପାଳନ କରାଯାଉଛି। ଏହି ଅବସରରେ ଅଯୋଧ୍ୟା ସମ୍ପୂର୍ଣ୍ଣ ଆଲୋକିତ ହୋଇଛି। କାରଣ ରାମଲାଲାଙ୍କ ପ୍ରାଣ...

ଜନ୍ମରୁ ୧ ମାସ ପର୍ଯ୍ୟନ୍ତ ପୁଅକୁ ଦେଉଥିଲେ କେବଳ ସୂର୍ଯ୍ୟକିରଣ, ଶିଶୁର ମୃତ୍ୟୁ ପରେ ପିତାଙ୍କୁ ୮ ବର୍ଷ ଜେଲ

ମସ୍କୋ,୧୭।୪: ରୁଷିଆର ଜଣେ ଇନଫ୍ଲୁଏନ୍ସରଙ୍କ ଏକ ମାସର ପୁଅର ମୃତ୍ୟୁ ହେତୁ ତାଙ୍କୁ କୋର୍ଟ ୮ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ସେ ନିଜ ପୁଅକୁ...

ଅଧିକ ସଚେତନତାର ଆବଶ୍ୟକତା ରହିଛି

ପ୍ରତିବର୍ଷ ଏପ୍ରିଲ ୧୭ ତାରିଖରେ ପାଳିତ ହୋଇଥାଏ ‘ବିଶ୍ୱ ହେମୋଫିଲିଆ ଦିବସ’। ଚଳିତ ବର୍ଷ ଏହି ଦିବସର ପ୍ରସଙ୍ଗ ରହିଛି-‘ସମସ୍ତ ବଂଶାନୁକ୍ରମିକ ବ୍ୟାଧିରେ ଆକ୍ରାନ୍ତ ସବୁ...

୨୭୦ ଥର ଟ୍ରାଫିକ୍‌ ନିୟମ ଉଲ୍ଲଘଂନ, ୧.୩୬ ଲକ୍ଷ ଜରିମାନା

ବେଙ୍ଗାଲୁରୁ: ଟ୍ରାଫିକ ନିୟମ ଉଲ୍ଲଂଘନ ପାଇଁ ସାଧାରଣତଃ କିଛି ହଜାର ଟଙ୍କା ଜରିମାନା ଦେବାକୁ ପଡିଥାଏ। କିନ୍ତୁ ଏବେ ଏପରି ଏକ ମାମଲା ସାମ୍‌ନାକୁ ଆସିଛି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri