ଫେସବୁକ, ଇନଷ୍ଟାଗ୍ରାମ, ହ୍ୱାଟସଆପ ଡାଉନ

ୱାଶିଂଟନ,୧୮ ।୫: ଫେସବୁକ, ଇନଷ୍ଟାଗ୍ରାମ, ହ୍ୱାଟସଆପ ଡାଉନ ଥିବା କୁହାଯାଉଥିବା ବେଳେ ଅଧିକାଂଶ ୟୁଜର୍ସଙ୍କ ପାଇଁ ଏହା ସମସ୍ୟା ହୋଇଯାଇଛି । ଡାଉନଡିଟେକ୍ଟରର ରିପୋର୍ଟ ଅନୁଯାୟୀ, ମେଟା ପ୍ଲାଟଫର୍ମସକୁ ୟୁଏସ ଓ ୟୁକେରେ ସମସ୍ୟା ହୋଇଛି ।
ଏପର୍ଯ୍ୟନ୍ତ ଏହି ସମସ୍ୟାର କାରଣ ଜଣାପଡିନାହିଁ । ଏହା ମେଟାର ସର୍ଭର ବା ତା’ର ଉପକରଣ ସମ୍ବନ୍ଧିତ ହୋଇପାରେ । ଯାହାର ଉପଯୋଗ ଲୋକେ ଆପ ପର୍ଯ୍ୟନ୍ତ ପହଞ୍ଚିବାକୁ ଚେଷ୍ଟା କରିବା ପାଇଁ କରାଯାଏ । ଆଇ ଫୋନ ୟୁଜର୍ସ ମେଟା ମାଲିକାନା ଥିବା ଆପକୁ ଉପଯୋଗ କରିବାକୁ ଚେଷ୍ଟା କରୁଛନ୍ତି, ହେଲେ ସେମାନଙ୍କୁ ଏହା ଅସ୍ଥାୟୀଭାବେ ଉପଲବ୍ଧ ନ ଥିବା ମେସେଜ ମିଳୁଛି ।
ୟୁଜର୍ସ ସେମାନଙ୍କ ରାଗ ଶାନ୍ତ କରିବା ପାଇଁ ଟୁଇଟର ଭଳି ଅନ୍ୟ ସୋସିଆଲ ମିଡିଆ ବ୍ୟବହାର କରୁଛନ୍ତି । ଜଣେ ୟୁଜର୍ସ ଲେଖିଛନ୍ତି କ’ଣ ଫେସବୁକ ଓ ଇନଷ୍ଟାଗ୍ରାମ ଅନ୍ୟ କାହାପାଇଁ ବନ୍ଦ କରାଯାଇଛି । ଆଉ ଜଣେ ୟୁଜର୍ସ ଲେଖିଛନ୍ତି ଫେସବୁକ, ହ୍ୱାଟସଆପ, ଇନଷ୍ଟାଗ୍ରାମ ସବୁ ବନ୍ଦ ।
ସୂଚନାଯୋଗ୍ୟ, ଏହା ପୂର୍ବରୁ ୧୯ ଏପ୍ରିଲରେ ଇନଷ୍ଟାଗ୍ରାମ ଡାଉନ ଥିବା ବେଳେ ୨୧ ଏପ୍ରିଲକୁ ଫେସବୁକ ଡାଉନ ହୋଇଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷାରେ ଅବହେଳା ହେଲେ ଏଣିକି କଡ଼ା କାର୍ଯ୍ୟାନୁଷ୍ଠାନ, ଛାତ୍ରୀଛାତ୍ର ଫେଲ୍‌ ହେଲେ ଦାୟୀ ରହିବେ ଶିକ୍ଷକ

କୋରାପୁଟ,୧୯ା୪(ଅମିତାଭ ବେହେରା): ବିଦ୍ୟାଳୟରେ ଶିକ୍ଷାରେ ଅବହେଳା କିମ୍ବା ତ୍ରୁଟି ଦେଖାଦେଲେ ସମ୍ପୃକ୍ତ ଶିକ୍ଷକଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୋରାପୁଟ ଜିଲାପାଳ ମନୋଜ ସତ୍ୟବାନ…

ରକ୍ତରଞ୍ଜିତ ହେଲା ଲଖୁଆପଡା, ରାତିଅଧରେ ୯ ଜଣଙ୍କୁ ଶାବଳରେ ଆକ୍ରମଣ କଲେ ମାନସିକ ବିକାରଗ୍ରସ୍ତ ଯୁବକ

ବଡ଼ଗାଁ,୧୯ା୪(ଅଶୋକ ଷଡଙ୍ଗୀ):  ସୁନ୍ଦରଗଡ଼ ଜିଲ୍ଲା ବଡ଼ଗାଁ ଥାନା ଅନ୍ତର୍ଗତ ସାହାଜବାହାଲ ଗ୍ରାମର ଲଖୁଆପଡା ଗାଁ ଦାଣ୍ଡ ଶନିବାର ରାତିରେ ରକ୍ତରଞ୍ଚିତ ହୋଇଥିଲା। ଜଣେ ମାନସିକ ବିକାରଗ୍ରସ୍ତ ଯୁବକ…

ଆମେରିକୀୟ ‘ଜଳଦସ୍ୟୁ’କୁ ମୁକାବିଲା କରିବେ ଇରାନୀ ‘ମଶା’: ହର୍ମୁଜ ପ୍ରଣାଳୀରେ ବିନାଶର ପର୍ଯ୍ୟାୟ ପ୍ରସ୍ତୁତ…

ତେହରାନ,୧୯।୪: ଡୋନାଲ୍ଡ ଟ୍ରମ୍ପ ବିଶ୍ୱ ସମ୍ମୁଖରେ ଘୋଷଣା କରିଥିଲେ ଯେ ଆମେରିକା ଇରାନ ନୌସେନାକୁ ସମ୍ପୂର୍ଣ୍ଣ ଭାବରେ ନଷ୍ଟ କରିଦେଇଛି। ଆମେରିକା ଦ୍ୱାରା ଆରମ୍ଭ ହୋଇଥିବା ଆକ୍ରମଣରେ,…

ଇଟାଲୀରେ ଦୁଇ ଜଣ ଭାରତୀୟ ବଂଶୋଦ୍ଭବଙ୍କୁ ହତ୍ୟା, ଗୁରୁଦ୍ୱାର ବାହାରେ….

ନୂଆଦିଲ୍ଲୀ,୧୯।୪: ଇଟାଲୀରେ ଦୁଇଜଣ ଭାରତୀୟ ବଂଶୋଦ୍ଭବଙ୍କୁ ଗୁଳି କରି ହତ୍ୟା କରାଯାଇଛି । ଏହି ଘଟଣା ଶୁକ୍ରବାର ବିଳମ୍ବିତ ରାତିରେ ଉତ୍ତର ଇଟାଲୀର କୋଭୋ ସହରରେ ଘଟିଥିଲା।…

‘ଆମେ କୌଣସି ମୂର୍ଖଙ୍କ ଇଙ୍ଗିତରେ ହର୍ମୁଜ ଖୋଲିବୁ ନାହିଁ’, ଟ୍ରମ୍ପଙ୍କୁ ତାତ୍ସଲ୍ୟ କଲା ଇରାନ୍

ତେହରାନ,୧୯।୪: ଇରାନ-ଆମେରିକା ବିବାଦ ଏବେ ଏକ ସୋସିଆଲ ମିଡିଆ ଓ୍ବାରରେ ପରିଣତ ହୋଇଛି । ଏକ ଅଡିଓ କ୍ଲିପ୍ ଉଦ୍ଧୃତ କରି ଦକ୍ଷିଣ ଆଫ୍ରିକାରେ ଥିବା ଇରାନୀ…

ଆସିଗଲା ନାମ! ସୂର୍ଯ୍ୟକୁମାର ଯାଦବଙ୍କ ପରେ, ଏହି ଖେଳାଳି ହେବେ ଟିମ ଇଣ୍ଡିଆର T20 ଅଧିନାୟକ

ନୂଆଦିଲ୍ଲୀ,୧୯।୪: ଭାରତୀୟ କ୍ରିକେଟ ଦଳର ନୂତନ T-20 ଅଧିନାୟକ କିଏ ହେବେ? ସୂର୍ଯ୍ୟକୁମାର ଯାଦବ ଅଧିନାୟକ ପଦ ଛାଡିବା ପରେ – କିମ୍ବା ଯଦି ଭାରତୀୟ ଚୟନକର୍ତ୍ତାମାନେ…

ସରକାରୀ ଆଇଟିଆଇ ପ୍ରିନ୍ସିପାଲଙ୍କ ନାଁରେ ଯୌନ ନିର୍ଯାତନା ଅଭିଯୋଗ ଆଣିଲେ ଅନାଥ ନାବାଳିକା, ମାସେ ହେଲା ଜୋର୍‌ ଜବରଦସ୍ତ…

ଦେବଗଡ଼,୧୯ା୪(ଶଶାଙ୍କ ଶେଖର ଝାଙ୍କର): ସରକାରୀ ଆଇଟିଆଇ ପ୍ରିନ୍ସିପାଲଙ୍କ ନାଁରେ ବାରକୋଟ ଥାନାରେ ଜଣେ ଅନାଥ ନାବାଳିକା ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ସୂଚନାଥାଉକି, ପ୍ରତ୍ୟେକ ବର୍ଷ ମାଟ୍ରିକ…

ଦେବଗଡ଼ରେ ସ୍କୁଲ ଛୁଟି ଘୋଷଣା କଲେ ଜିଲାପାଳ, ଏତିକି ଦିନ ରହିବ ବନ୍ଦ

ଦେବଗଡ଼,୧୯ା୪(ଶଶାଙ୍କ ଶେଖର ଝାଙ୍କର): ରାଜ୍ୟରେ ଜାରି ରହିଥିବା ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ଗରମକୁ ଦୃଷ୍ଟିରେ ରଖି ଦେବଗଡ଼ ଜିଲା ପ୍ରଶାସନ ପକ୍ଷରୁ ଜିଲାପାଳ କବୀନ୍ଦ୍ର କୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri