ଫେସ୍‌ବୁକ୍‌ ଏମ୍‌ଡିଙ୍କୁ ଅକ୍ଟୋବର ୧୫ ଯାଏ ଆଶ୍ୱସ୍ତି

ନୂଆଦିଲ୍ଲୀ : ଦିଲ୍ଲୀ ଦଙ୍ଗା ପ୍ରସଙ୍ଗରେ ଫେସ୍‌ବୁକ ଇଣ୍ଡିଆ ଏମ୍‌ଡି ଅଜିତ ମୋହନଙ୍କୁ ସୁପ୍ରିମକୋର୍ଟ ଅକ୍ଟୋବର ୧୫ ଯାଏ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ଦଙ୍ଗା ଘଟଣାରେ ହାଜର ହେବାକୁ ଦିଲ୍ଲୀ ବିଧାନସଭାର କମିଟି ଫେସ୍‌ବୁକ ଏମ୍‌ଡିଙ୍କୁ ସମନ ଜାରି କରିଥିଲେ। ସେ ସୁପ୍ରିମକୋର୍ଟର ଦ୍ୱାରସ୍ଥ ହେବା ପରେ ସର୍ବୋଚ୍ଚ ନ୍ୟାୟାଳୟ ଏଭଳି ନିର୍ଦ୍ଦେଶ ଦେଇଛନ୍ତି। ଏହି ଅବଧି ମଧ୍ୟରେ ଫେସ୍‌ବୁକ ଏମ୍‌ଡିଙ୍କ ବିରୋଧରେ କୌଣସି କଠୋର କାର୍ଯ୍ୟାନୁଷ୍ଠାନ ନ ନେବାକୁ ନ୍ୟାୟାଳୟ କହିଛନ୍ତି। ସୂଚନାଯୋଗ୍ୟ, ଦଙ୍ଗାକୁ ଉସୁକାଇବାରେ ସୋସିଆଲ ମିଡିଆ ହେଟ୍‌ ସ୍ପିଚ୍‌ର ଭୂମିକା ଉପରେ ଦିଲ୍ଲୀ ବିଧାନସଭା କମିଟି ବର୍ତ୍ତମାନ ବିଚାର କରୁଛି। କମିଟି ସେପ୍ଟେମ୍ବର ୧୦ ଏବଂ ୧୮ରେ ମୋହନଙ୍କୁ ନୋଟିସ ଜାରି କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଲକୁ ସାର ପକାଇବାକୁ ଯାଉଥିବା ବେଳେ ହାତୀ ହାବୁଡରେ ପଡିଗଲେ ଯୁବକ, ତାପରେ…

ପାଟଣା,୧୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ପୁଣି ହାତୀ ଉପଦ୍ରବ ଦେଖିବାକୁ ମିଳିଛି । ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି ।…

ପୋଲିସ ସେବା ପୁରସ୍କାର ୨୦୨୬ ଘୋଷଣା: ଓଡ଼ିଶାର ୧୭ ଜଣଙ୍କୁ ମିଳିବ..

ଭୁବନେଶ୍ୱର,୧୪।୮: ସ୍ବାଧୀନତା ଦିବସ ପୂର୍ବରୁ ବିଶିଷ୍ଟ ସେବା ପୁରସ୍କାର ୨୦୨୬ ଘୋଷଣା କରାଯାଇଛି। ଚଳିତ ବର୍ଷ ଓଡ଼ିଶାର ୧୭ ଜଣଙ୍କୁ ମିଳିବ ଏହି ପୁରସ୍କାର। ୫ ଜଣଙ୍କୁ…

ଭାରତ ବିରୋଧରେ ପୁଣି ବିଷ ଓଗାଳିଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ: ସ୍ବାଧୀନତା ଦିବସରେ ଦେଲେ ଯୁଦ୍ଧ ଧମକ

ଇସଲାମାବାଦ୍‌,୧୪।୮: ପାକିସ୍ତାନ ସ୍ବାଧୀନତା ଦିବସରେ ମଧ୍ୟ ଭାରତ ଧିରୋଧରେ ବିଷ ଓଗାଳିଥିଲା। ପହଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ସ୍ବରୂପ ଭାରତର ‘ଅପରେଶନ ସିନ୍ଦୁର’ ଦ୍ୱାରା ଆରମ୍ଭ ହୋଇଥିବା…

ଆମେରିକାର ବଡ଼ ଅଭିଯୋଗ; ଚାଇନାକୁ ଟାରିଫ୍‌ରୁ ବଞ୍ଚାଉଛି ଭାରତ!

ଓ୍ବାଶିଂଟନ,୧୪।୮: ଆମେରିକା ପୁଣିଥରେ ଟାରିଫ୍‌ ପ୍ରସଙ୍ଗରେ ଭାରତକୁ ନେଇ ବଡ଼ ଅଭିଯୋଗ ଆଣିଛି। ଆମେରିକାର ଅଭିଯୋଗ ଅନୁସାରେ, ଭାରତ ସମେତ ୪୦ରୁ ଅଧିକ ଦେଶ କଥିତ ଭାବେ…

ଯନ୍ତ୍ରଣାଦାୟକ ସ୍ମୃତି ବଖାଣିଲେ ପ୍ରଧାନମନ୍ତ୍ରୀ ମୋଦି: ଭାବପ୍ରବଣ ପୋଷ୍ଟ କରି ଲେଖିଲେ…

ନୂଆଦିଲ୍ଲୀ,୧୪।୮:୧୪ ଅଗଷ୍ଟ ଅର୍ଥାତ୍‌ ଆଜି ଭାରତରେ ‘ବିଭାଜନ ବିଭୀଷିକାର ସ୍ମୃତି ଦିବସ’ ପାଳନ କରାଯାଉଛି। ୧୯୪୭ ବିଭାଜନ ସମୟରେ ଯେଉଁମାନେ ପ୍ରାଣ ହରାଇଥିଲେ ଏବଂ ଅକଳ୍ପନୀୟ ଯନ୍ତ୍ରଣା…

ଭାରତୀୟ ଖେଲାଳିଙ୍କୁ ଅଲ୍ଟିମେଟମ ଦେଲେ ଗମ୍ଭୀର: ଶେଷ ସୁଯୋଗ…

ଗାଲେ,୧୪।୮:୧୫ ଅଗଷ୍ଟରୁ ଆରମ୍ଭ ହେଉଥିବା ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ ପାଇଁ ପ୍ଲେଇଂ ଇଲେଭେନ ସମ୍ପର୍କରେ ଭାରତୀୟ ଦଳ ମଧ୍ୟରେ ବିଚାର ବିମର୍ଶ ଚାଲିଛି। ଅଧିନାୟକ ଶୁବମନ…

ରାଗରେ ସ୍ବାମୀଙ୍କୁ ମୁଣ୍ଡକୁ ଲୁହା ତାଓ୍ବାରେ ପିଟିଦେଲେ ସ୍ତ୍ରୀ: ଆଉ ତା’ପରେ ଯାହା ଘଟିଲା…

ଲକ୍ଷ୍ନୌ,୧୪।୮: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରୁ ସ୍ବାମୀ-ସ୍ତ୍ରୀଙ୍କ ସମ୍ପର୍କର ପବିତ୍ରତାକୁ ଭାଙ୍ଗି ଦେଉଥିବା ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜାନକୀପୁରମର ଆନନ୍ଦ ବିହାର କଲୋନୀରେ, ଜଣେ…

EPFO New Rules: ପେନସନ ଟଙ୍କା ଉଠାଣରେ ବଡ଼ ପରିବର୍ତ୍ତନ, ଏଣିକି ଅପେକ୍ଷା କରିବାକୁ ପଡ଼ିବ ଏତେ ଦିନ

ନୂଆଦିଲ୍ଲୀ, ୧୪।୮: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ପକ୍ଷରୁ PF ଓ ପେନସନ ଉଠାଣ ନିୟମରେ ବଡ଼ ପରିବର୍ତ୍ତନ କରାଯାଇଛି। ଏହାର ସିଧାସଳଖ ପ୍ରଭାବ ବେତନଭୋଗୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri