ପୁଣି ଛଟେଇ କରିବ ମେଟା, ଏଥର ୧୦ ହଜାର କର୍ମଚାରୀ ହେବେ ବିଦା

ନୂଆଦିଲ୍ଲୀ,୧୪।୩: ଫେସବୁକର ପ୍ୟାରେଣ୍ଟ କମ୍ପାନୀ ମେଟା ପ୍ଲାଟଫର୍ମ(ମେଟା.ଓ) ଆଉ ଏକ ପ୍ରମୁଖ ଛଟେଇ ଘୋଷଣା କରିଛି। ୧୧ ହଜାର କର୍ମଚାରୀଙ୍କୁ ଛଟେଇ କରିବାର ଚାରି ମାସ ପରେ ଆଉ ୧୦ ହଜାର ଚାକିରି ହ୍ରାସ କରିବ ବୋଲି ମେଟା କହିଛି। ତେବେ ମେଟା ହେଉଛି ପ୍ରଥମ ବଡ ଟେକ୍‌ କମ୍ପାନୀ ଯାହାକି ଦ୍ୱିତୀୟ ପର୍ଯ୍ୟାୟ ଛଟେଇ ଘୋଷଣା କରିଛି।

ସିଇଓ ମାର୍କ ଜୁକରବର୍ଗ କର୍ମଚାରୀମାନଙ୍କୁ ଏକ ବାର୍ତ୍ତାରେ କହିଛନ୍ତି ଯେ ଆମେ ଆମ ଟିମ୍‌ରୁ ପ୍ରାୟ ୧୦,୦୦୦ କର୍ମଚାରୀ ଯାଏ ହ୍ରାସ କରୁଛୁ। ଏଥିସହ ପ୍ରାୟ ୫,୦୦୦ ଅନୁପଯୁକ୍ତ ପଦବୀ ବନ୍ଦ କରିବାକୁ ଯାଉଛୁ।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର ଗଭୀରରେ ଭାରତର ସବୁଠାରୁ ବଡ଼ ସନ୍ଧାନ! ମିଳିବ କି ଶ୍ରୀକୃଷ୍ଣଙ୍କ ଦ୍ୱାରକା? ୨୦୩୦ ଯାଏଁ ଚାଲିବ…

ସମୁଦ୍ରର ଗଭୀରତାରେ ଲୁଚି ରହିଥିବା ଭାରତର ପ୍ରାଚୀନ ଇତିହାସକୁ ସାମ୍ନାକୁ ଆଣିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ଅଭିଯାନ ଆରମ୍ଭ କରିଛନ୍ତି। ବର୍ଷ ୨୦୩୦ ପର୍ଯ୍ୟନ୍ତ…

ଗୋରୁ ବୋଝେଇ ଗାଡ଼ି ସହ ୨ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ, ହାଟରେ ବିକ୍ରି ପାଇଁ ନେଉଥିଲେ

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ଅଞ୍ଚଳରେ କିଛି ଗୋରୁ ବେପାରୀ ଗତ କିଛିଦିନ ହେଲା ବେଧଡକ ଭାବେ ବେଆଇନ ଗୋରୁ ବ୍ୟବସାୟ…

ପେଲେଟ୍ ଗନ୍ କ’ଣ, ଏହା କେତେ ଘାତକ? କେଉଁ ପରିସ୍ଥିତିରେ ବ୍ୟବହାର ହୁଏ ଜାଣନ୍ତୁ

ନୂଆଦିଲ୍ଲୀ,୩୦।୭: ସଂସଦରେ ଆଣ୍ଟି ପେପର ଲିକ୍ ବିଲ୍ ଉପରେ ଆଲୋଚନା ସମୟରେ ପେଲେଟ୍ ଗନ୍ ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀଙ୍କ ମଧ୍ୟରେ ତୀବ୍ର ବାକ୍‌ଯୁଦ୍ଧ ଦେଖିବାକୁ…

ବିଦ୍ୟୁତ୍‌ ଖୁଣ୍ଟ ଉପରେ ୫ ଦିନ ହେଲା ପଡ଼ିଛି ଗଛ, ହଟାଇବାର ନାଁ ଧରୁନି ବିଭାଗ, ଆନ୍ଦୋଳନ ପାଇଁ…

ଦାରିଙ୍ଗବାଡ଼ି,୩୦ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତର ଦୁର୍ଗମ ଗ୍ରାମ ପାଙ୍ଗାଲିଠାରୁ ଗଣ୍ଡିଗୁଡ଼ାକୁ ସଂଯୋଗ କରୁଥିବା ୧୧ କେଭି ବିଦ୍ୟୁତ ଖୁଣ୍ଟ ପାଙ୍ଗାଲି ନିକଟ…

ହେଲିକପ୍ଟର ଯୋଗେ ବନ୍ୟା ସ୍ଥିତିର ସମୀକ୍ଷା କଲେ ମନ୍ତ୍ରୀ

ଭୁବନେଶ୍ୱର,୩୦।୭: ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଯାଜପୁର, ଭଦ୍ରକ, ବାଲେଶ୍ୱର ଏବଂ କେନ୍ଦୁଝର ଜିଲାର ବନ୍ୟାଞ୍ଚଳ ଓ ଜଳବନ୍ଦୀ ଅଞ୍ଚଳ ଆକାଶମାର୍ଗରୁ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ AAPର ବିକ୍ଷୋଭ ପ୍ରଦର୍ଶନ, ଜିଲାପାଳଙ୍କୁ ଦେଲେ ଏହି ଦାବିପତ୍ର

ଛତ୍ରପୁର,୩୦।୭(ଦିଲ୍ଲୀପ ସାମଲ/ ଦ୍ଵାରିକା ପଟନାୟକ): ଗଞ୍ଜାମ ଜିଲାପାଳଙ୍କ ଅଫିସ ଆଗରେ ଆମ ଆଦମୀ ପାର୍ଟୀର ନେତାମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ସାନଖେମୁଣ୍ଡି ପଞ୍ଚାୟତ ସମିତି ଅନ୍ତର୍ଗତ…

୬ ମାସ ହେଲା ହୋଇନି ଛତ୍ରପୁର ପଞ୍ଚାୟତ ସମିତି ବୈଠକ, ବ୍ଲକ ଅଧ୍ୟକ୍ଷା ଜିଲାପାଳଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ବୈଠକ ତୁରନ୍ତ କରିବାକୁ ଗୁରୁବାର ବ୍ଲକ ଅଧ୍ୟକ୍ଷା କିରନ କୁମାରୀ ଦାସ ଗଞ୍ଜାମ ଜିଲାପାଳଙ୍କୁ ଭେଟି…

କାଦୁଅ ପଚପଚରେ ଖୋଲା ଜିମ୍‌ କେନ୍ଦ୍ର ନିର୍ମାଣ, ବିନା ସୂଚନାଫଳକକୁ ନେଇ ତାତିଲେ ଗ୍ରାମବାସୀ

କେସିଙ୍ଗା,୩୦ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ତୁର୍ଳାଖମାନ ଗ୍ରାମରେ ଲୋକଙ୍କ ସ୍ବାସ୍ଥ୍ୟ ସୁଦୃଢ଼ କରିବା ପାଇଁ ଲୋକ ସଭା ଏମ୍‌ପି ସୁଜିତ କୁମାର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri