କର୍ମଚାରୀ ଛଟେଇ କରିବ ଫେସ୍‌ବୁକ୍‌

ନୂଆଦିଲ୍ଲୀ,୨୬।୧୦: ବିଶ୍ୱର ପ୍ରମୁଖ ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ଫେସ୍‌ବୁକ୍‌ (ମେଟା) ତା’ର ମୋଟ କର୍ମଚାରୀଙ୍କ ସଂଖ୍ୟାରୁ ୨୦% ଛଟେଇ କରିପାରେ ବୋଲି ଜଣାପଡ଼ିଛି। କାରଣ ବର୍ତ୍ତମାନ ପରିସ୍ଥିତିରେ କମ୍ପାନୀକୁ ଚାକିରି ଏବଂ ପୁଞ୍ଜିଗତ ବ୍ୟୟ ହ୍ରାସ କରିବାର ଆବଶ୍ୟକତା ରହିଛି ବୋଲି ଫେସ୍‌ବୁକ୍‌/ମେଟାର ପ୍ରତିଷ୍ଠାତା ମାର୍କ ଜୁକରବର୍ଗ କମ୍ପାନୀର ଅଂଶଧାରୀମାନଙ୍କୁ ଏକ ପତ୍ର ମାଧ୍ୟମରେ ଜଣାଇଛନ୍ତି। ଗତ କିଛି ମାସ ହେବ ସାରା ବିଶ୍ୱରେ ଉଭୟ ରାଜନୈତିକ ଓ ଭୌଗୋଳିକ ସମସ୍ୟା ଲାଗି ରହିଛି। ଫଳରେ ଆର୍ଥିକ ମାନ୍ଦାବସ୍ଥା ମଧ୍ୟ ସେହି ପରିମାଣରେ ଜାରି ରହିଛି। ଏଭଳି ସ୍ଥିତିରେ କମ୍ପାନୀ କର୍ମଚାରୀ ଛଟେଇ କରିବା ନେଇ ଯୋଜନା କରୁଥିବା ଜଣାପଡ଼ିଛି। ଏପରିକି ମାନ୍ଦାବସ୍ଥା ଯୋଗୁ ସାରା ଦୁନିଆରେ ଭିନ୍ନ ଭିନ୍ନ ସେକ୍ଟର ବଡ଼ କମ୍ପାନୀଗୁଡିକ କର୍ମଚାରୀଙ୍କୁ ଛଟେଇ କରିବା ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଜଲବାଡି ଘାଟିରେ ଭୂସ୍ଖଳନ, ପୂର୍ବରୁ ସିଲ୍ କରିଥିଲା ପ୍ରଶାସନ

ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ଗୋପାଳପୁର -ରାଇପୁର ୫୯ ନଂ ଜାତୀୟ ରାଜପଥର ଗାଜଲବାଡି ଘାଟିରେ ଭୂସ୍ଖଳନ ହୋଇଛି । ଏକାଧିକ…

ଅଜଣା ଜୀବ କାମୁଡ଼ାରେ ଅନୁଭବ ମଲ୍ଲିକଙ୍କ ମୃତ୍ୟୁ, ମାଣ୍ଡିପାଙ୍କାରେ ଶୋକାକୁଳ ପରିବେଶ

ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଅଜଣା ବିଷାକ୍ତ ଜୀବ…

ଭାଇ ଅର୍ଜୁନ ତେନ୍ଦୁଲକରଙ୍କୁ ଏମିତି ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ସାରା, ସଭିଏଁ କହୁଛନ୍ତି…

ମୁମ୍ବାଇ,୨୪।୯: ଅର୍ଜୁନ ତେନ୍ଦୁଲକର ଗୁରୁବାର ତାଙ୍କର ୨୭ତମ ଜନ୍ମଦିନ ପାଳନ କରୁଛନ୍ତି; ତାଙ୍କର ଜନ୍ମ ୨୪ ସେପ୍ଟେମ୍ବର ୧୯୯୯ରେ ହୋଇଥିଲା। ‘କ୍ରିକେଟର ଭଗବାନ’ ଭାବେ ପରିଚିତ ସଚିନ…

ବିଧାନସଭା ନିର୍ବାଚନ ପୂର୍ବରୁ BJPର ବଡ଼ ଘୋଷଣା: ବିଭିନ୍ନ ରାଜ୍ୟରେ ୨୪ ନୂଆ ପଦାଧିକାରୀ ନିଯୁକ୍ତ

ନୂଆଦିଲ୍ଲୀ,୨୪।୯: ପାଞ୍ଚଟି ରାଜ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ବିଧାନସଭା ନିର୍ବାଚନ ପୂର୍ବରୁ BJP ନିଜର ସାଙ୍ଗଠନିକ ବ୍ୟବସ୍ଥାକୁ ସୁଦୃଢ଼ କରିବା ଆରମ୍ଭ କରିଛି। ଏହି ପ୍ରକ୍ରିୟାର ଅଂଶବିଶେଷ…

ଗୁଡ଼ାରିରୁ OSRTC ବସ୍ ସେବା ଦାବି: ବିଧାନସଭାରେ ଉଠିଲା ପ୍ରଶ୍ନ, ମନ୍ତ୍ରୀ କହିଲେ….

ଗୁଡାରି,୨୪।୯(ପ୍ରମୋଦ କୁମାର ପତି ): ଗୁଡାରିରୁ ରାଜଧାନୀ ଭୁବନେଶ୍ୱରକୁ ସରକାରୀ ବସ ସେବା ପ୍ରଦାନ ନେଇ ବିଧାନସଭାରେ ପ୍ରଶ୍ନ କରିଥିଲେ ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ।…

୫୯ ନଂ ଜାତୀୟ ରାଜପଥ ଗାଜଲବାଡି ଘାଟି ସିଲ୍, ଗୋପାଳପୁର-ରାଇପୁର ଯାତାୟାତ ବନ୍ଦ

ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ଗୋପାଳପୁର -ରାଇପୁର ୫୯ ନଂ ଜାତୀୟ ରାଜପଥର ଗାଜଲବାଡି ଘାଟି ରାସ୍ତାକୁ ସିଲ୍ କଲା କନ୍ଧମାଳ ଜିଲା…

ବିଦାୟ ନେବାକୁ ପ୍ରସ୍ତୁତ ମୌସୁମୀ: ଆପଣଙ୍କ ରାଜ୍ୟରେ କେବେ ବର୍ଷା ବନ୍ଦ ହେବ? ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୯: ପ୍ରବଳ ବର୍ଷା ପରେ, ଦେଶରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନର ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଭାରତୀୟ ପାଣିପାଗ ବିଭାଗ ଅନୁଯାୟୀ, ଚଳିତ ବର୍ଷ ମୌସୁମୀ ୫ଦିନ…

ଜ୍ଞାନେଶ କୁମାରଙ୍କୁ CJPର ଅଲ୍ଟିମେଟମ୍, ୪୮ ଘଣ୍ଟା ମଧ୍ୟରେ ଇସ୍ତଫା ଦାବି, ନଚେତ୍…

ନୂଆଦିଲ୍ଲୀ,୨୪।୯: ନିର୍ବାଚନ କମିଶନ ଓ ସ୍ବତନ୍ତ୍ର ଘନିଷ୍ଠ ସଂଶୋଧନ ପ୍ରକ୍ରିୟା (SIR)କୁ ନେଇ ବିବାଦ ମଧ୍ୟରେ କକରୋଚ୍ ଜନତା ପାର୍ଟି (CJP) ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?