Posted inଜାତୀୟ

ଅଧରାତିରେ ମୁଖ୍ୟମନ୍ତ୍ରୀ ଶିନ୍ଦେଙ୍କୁ ଭେଟିଲେ ଫଡନଭିସ

ମୁମ୍ବାଇ,୭।୭: ମହାରାଷ୍ଟ୍ରରେ କ୍ୟାବିନେଟ ବିସ୍ତାରକୁ ନେଇ ଚର୍ଚ୍ଚା ମଧ୍ୟରେ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସ ଗୁରୁବାର ବିଳମ୍ବିତ ରାତିରେ ତାଙ୍କ ସରକାରୀ ବାସଭବନରେ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କୁ ଭେଟିଛନ୍ତି। ଶିନ୍ଦେଙ୍କ ଅସନ୍ତୋଷ ଖବର ମଧ୍ୟରେ ଏହି ବୈଠକ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି। ଉଭୟ ମନ୍ତ୍ରୀମଣ୍ଡରେ ବିଭାଗ ବଣ୍ଟନ ବିଷୟରେ ଆଲୋଚନା କରିଥିବା କୁହାଯାଉଛି।
ଏହାପୂର୍ବରୁ ଦାବି କରାଯାଉଥିଲା ଯେ ଶିନ୍ଦେ ଦଳ ସରକାରରେ ଏନସିପି ପ୍ରବେଶକୁ ନେଇ ଶିବସେନା ଅସନ୍ତୁଷ୍ଟ ରହିଛି ଏବଂ ମୁଖ୍ୟମନ୍ତ୍ରୀ ଶୀଘ୍ର ଇସ୍ତଫା ଦେଇପାରନ୍ତି। ତେବେ ଏକନାଥ ନିଜେ ଏହାକୁ ଅସ୍ବୀକାର କରି କହିଛନ୍ତି,ମୁଖ୍ୟମନ୍ତ୍ରୀ ପଦ ଛାଡିବାକୁ ମୋର କୌଣସି ଯୋଜନା ନାହିଁ। ଏସବୁ ଗୁଜବ ଏବଂ ମୁଁ ଏହା ମଧ୍ୟ ଜାଣେ ଏହା ପଛରେ କିଏ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

୫ ଜିଲାକୁ ଝଡ଼ବର୍ଷା, ଆଜି ଏସବୁ ଅଞ୍ଚଳରେ ଘଡ଼ଘଡ଼ି ସହ…

ଭୁବନେଶ୍ୱର,୨ା୪: ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗରମ ଅନୁଭୂତ ହେଉଥିବାବେଳେ ଉପକୂଳରେ ଥଣ୍ଡା ଅନୁଭୂତ ହେଉଛି। ଗତ କିଛିଦିନ ଧରି ରାଜ୍ୟରେ ଏପରି ତାପମାତ୍ରା ଦେଖିବାକୁ ମିଳୁଛି। ଏନେଇ…

ହର୍ମୁଜକୁ ଟ୍ରମ୍ପ ନେଲେ ଆଶ୍ଚର୍ଯ୍ୟଜନକ ନିଷ୍ପତ୍ତି: ସାରା ବିଶ୍ୱରେ ହଲଚଲ

ଓ୍ବାଶିଂଟନ୍‌,୨।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ଏବଂ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ପ୍ରମୁଖ ବିବୃତ୍ତି ଜାରି କରିଛନ୍ତି। ସେ ଦୃଢ଼ତାର ସହିତ…

ଖଣି, ଶିଳ୍ପାଞ୍ଚଳର ଗ୍ରାମାଞ୍ଚଳ ପାଠାଗାର ଚିନ୍ତା

ଯାଜପୁର,୨ା୪(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ କଲେଜ, ହାଇସ୍କୁଲ ଓ ସାଧାରଣ ପାଠାଗାର ପ୍ରାୟ ୪୦୦ ଭଳି ରହିଛି। କେତେକ ପାଠାଗାରରେ ୫୦ରୁ ୬୦ ବର୍ଷ ପୁରୁଣା ମୂଲ୍ୟବାନ…

ଚୋରାରେ ଚାଲିଛି ଗ୍ୟାସ୍‌ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ

ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ…

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

ଏଇ ଭାରତରେ

ଦନ୍ତ ଚିକିତ୍ସକ ଡ. ଶାନ୍ତି ତୁମ୍ମାଲା ଚାକିରି ଛାଡ଼ି ବେଙ୍ଗାଲୁରୁରେ ବର୍ଜ୍ୟ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି। ଥରେ ଜଣେ ମହିଳା ଏକ ଅଳିଆଗଦା ନିକଟରେ…

ତଳ ଅଫିସର

ଆଜିର ଦିନରେ ସବୁଠି ଗହଳଚହଳ ଅଧିକ। ହାଟରେ ଯେମିତି ଘୋ ଘୋ, ନାହିଁ ନ ଥିବା ଭିଡ଼, ଠିକ୍‌ ସେମିତି ଭିଡ଼ ଦେଖାଯାଏ ସବୁଠି। ଟ୍ରେନ୍‌ରେ ଯାତ୍ରୀଙ୍କ…

ଇରାନ ଉପରେ ବଡ଼ ଆକ୍ରମଣ କରିବ ଆମେରିକା: ସମୟ କହିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର ଜାତି ଉଦ୍ଦେଶ୍ୟରେ ଏକ ଭାଷଣ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି,ଯୁଦ୍ଧ ଏପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri