Posted inଜାତୀୟ

ଉଦ୍ଧବ ସରକାରଙ୍କୁ ଖୋଲା ଚ୍ୟାଲେଞ୍ଜ୍‌ ଦେଲେ ଫଡନଭୀସ

ମୁମ୍ବାଇ,୨୫।୪: ମହାରାଷ୍ଟ୍ରରେ ହନୁମାନ ଚାଳିଶା ବିବାଦକୁ ନେଇ ରାଜନୀତି ତୀବ୍ର ହୋଇଛି। ଶାସକ ଦଳର ନେତା ଏବଂ ବିରୋଧୀ ଦଳ ମଧ୍ୟରେ ବାକ୍‌ ଯୁଦ୍ଧ ଚାଲିଛି। ଏହି କ୍ରମରେ, ସୋମବାର ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାଜପା ନେତା ଦେବେନ୍ଦ୍ର ଫଡନଭୀସ ଏକ ଖବରଦାତା ସମ୍ମିଳନୀ କରି ଉଦ୍ଧବ ସରକାରଙ୍କୁ ଟାର୍ଗେଟ କରିଥିଲେ। ସେ କହିଛନ୍ତି, ଯେ ଯଦି ହନୁମାନ ଚାଳିଶା ମହାରାଷ୍ଟ୍ରରେ ପାଠ ହେବ ନାହିଁ, ତେବେ ଏହା ପାକିସ୍ତାନରେ ପାଠ ହେବ କି? ସେମାନେ ହନୁମାନ ଚାଳିଶାଙ୍କୁ କାହିଁକି ଘୃଣା କରନ୍ତି? ଆମେ ସମସ୍ତେ ହନୁମାନ ଚାଳିଶା ପାଠ କରିବୁ। ଯଦି ସରକାରଙ୍କର ସାହସ ଅଛି, ତେବେ ଆମ ଉପରେ ଦେଶଦ୍ରୋହର ଅପରାଧ ଲଗାଇ ଦେଖାନ୍ତୁ। ଆମେ ମହାରାଷ୍ଟ୍ରର ଗୃହମନ୍ତ୍ରୀ ଡାକିଥିବା ବୈଠକକୁ ନ ଯିବାକୁ କରିବାକୁ ନିଷ୍ପତ୍ତି ନେଇଛୁ ବୋଲି ସେ କହିଛନ୍ତି।
ସୂଚନାଯୋଗ୍ୟ, ଗତ ଶନିବାର ଦିନ ନବନୀତ୍‌ ରାଣା ଏବଂ ତାଙ୍କ ସ୍ବାମୀ ରବି ରାଣା ମାତୋଶ୍ରୀ ବାହାରେ ହନୁମାନ ଚାଳିଶା ପାଠ କରିବାକୁ ଘୋଷଣା କରିଥିଲେ। ଏହାର ପ୍ରତିବାଦରେ ଶିବସେନା କର୍ମଚାରୀମାନେ ମାତୋଶ୍ରୀ ବାହାରେ ଏକାଠି ହୋଇଥିଲେ। ମୁହାଁମୁହିଁ ହେବାର ଭୟ କରି ପୋଲିସ ରାଣା ଦମ୍ପତିଙ୍କୁ ଗିରଫ କରିଥିଲା। ଏମପି ନବନୀତ ରାଣାଙ୍କୁ ଜେଲରେ ଖରାପ ବ୍ୟବହାର କରାଯାଉଥିବା ଫଡନଭୀସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri