Posted inଜାତୀୟ

ଫଡ଼ନଭୀସ୍‌-ରାଜ୍‌ ଠାକ୍‌ରେଙ୍କ ସୁରକ୍ଷା ବ୍ୟବସ୍ଥା କମିଲା

ମୁମ୍ବାଇ,୧୦।୧: ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ସରକାରଙ୍କ ପକ୍ଷରୁ ରବିବାର ଏକ ବିବାଦୀୟ ପଦକ୍ଷେପ ଗ୍ରହଣ କରାଯାଇଛି। ରାଜ୍ୟରେ କେତେକ ବରିଷ୍ଠ ନେତାଙ୍କର ସୁରକ୍ଷା ବ୍ୟବସ୍ଥାକୁ କମାଇ ଦିଆଯାଇଛି। ସେମାନଙ୍କ ମଧ୍ୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନଭୀସ୍‌, ଏମ୍‌ଏନ୍‌ଏସ୍‌ ପ୍ରମୁଖ ରାଜ୍‌ ଠାକ୍‌ରେ, ଆର୍‌ପିଆଇ ଅଧ୍ୟକ୍ଷ ରାମଦାସ ଉଠାଓ୍ବଲେ ଭାଜପା ନେତା ଚନ୍ଦ୍ରକାନ୍ତ ପାଟିଲ ରହିଛନ୍ତି। ସୁରକ୍ଷା ବ୍ୟବସ୍ଥା କମ କରାଯାଇଥିବାରୁ ଭାଜପା ନେତା ରାମ କଦମ୍‌ ଅସନ୍ତୋଷ ପ୍ରକାଶ କରିଛନ୍ତି। ରାଜ୍ୟ ଇଣ୍ଟେଲଜେନ୍ସ ବିଭାଗ ପକ୍ଷରୁ ଜାରି କରାଯାଇଥିବା ରିପୋର୍ଟରେ କେତେକ ନେତାଙ୍କ ସୁରକ୍ଷା କମ୍‌ କରିବା ପାଇଁ କୁହାଯାଇଥିଲା। ସେହିପରି କେତେକ ନେତାଙ୍କ ସୁରକ୍ଷା ବଢ଼ାଇବା ଲାଗି କୁହାଯାଇଥିଲା। ଇଣ୍ଟେଲଜେନ୍ସ ବିଭାଗ ସମୀକ୍ଷା ରିପୋର୍ଟ ମିଳିବା ପରେ ଏଭଳି ନିଷ୍ପତ୍ତି ଗ୍ରହଣ କରାଯାଇଥିବା ସରକାରଙ୍କ ପକ୍ଷରୁ କୁହାଯାଇଛି। ତେବେ ଶାସକ ଦଳ ଜାଣିଶୁଣି ଏଭଳି କରିଥିବା ବିରୋଧୀ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଦେଶବ୍ୟାପୀ ବିକ୍ଷୋଭ ଡାକରା: ଜାଣନ୍ତୁ କ’ଣ ଖୋଲା, କ’ଣ ବନ୍ଦ

ନୂଆଦିଲ୍ଲୀ,୨୪ା୭: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି)ର ଗତ ୨୦ ତାରିଖ ଚଲୋ ସଂସଦ ଅଭିଯାନ ବେଳେ ଛାତ୍ରୀଛାତ୍ରଙ୍କ ଉପରେ ଲାଠିମାଡ଼ କରାଯିବାରୁ ଅନେକେ ଆହତ ହୋଇଥିଲେ। ପୋଲିସ…

ଦୟାକରି ଘରକୁ ଫେରିଯାଅ…ଆନ୍ଦୋଳନରତ ଛାତ୍ରଛାତ୍ରୀମାନଙ୍କୁ ସଲମାନ କଲେ ଏଭଳି ଅପିଲ୍‌

ନୂଆଦିଲ୍ଲୀ: ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଏବଂ ପେପର୍ ଲିକ୍ ପ୍ରସଙ୍ଗକୁ ନେଇ ବଲିଉଡ୍ ଅଭିନେତା ସଲମାନ ଖନ୍ ପୁଣିଥରେ ଏକ ଗୁରୁତ୍ୱପୂର୍ଣ୍ଣ ସୋସିଆଲ ମିଡିଆ…

ପୋଲିସ ଗାଡ଼ି ଅଟକାଇ ଚର୍ଚ୍ଚାରେ ଯୁବତୀ, ଭିଡିଓ ଭାଇରାଲ

ମୁମ୍ବାଇ, ୨୩।୭ : କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଛାତ୍ର ଆନ୍ଦୋଳନ ଚାଲିଥିବା ବେଳେ ମୁମ୍ବାଇର ଦାଦର ନିକଟସ୍ଥ ଶିବାଜୀ ପାର୍କ ନିକଟରୁ ଏକ…

ସଂସଦରେ ସ୍ପଷ୍ଟ କଲେ କେନ୍ଦ୍ର ସରକାର, ଆଉ ଫେରିବ ନାହିଁ ଇଥାନଲ୍‌ମୁକ୍ତ ପେଟ୍ରୋଲ

ନୂଆଦିଲ୍ଲୀ,୨୩ା୭: ଆଉ କୌଣସି ପରିସ୍ଥିତିରେ ବିନା ଇଥାନଲ୍‌ ପେଟ୍ରୋଲ ଫେରିବ ନାହିଁ । ପେଟ୍ରୋଲରେ ୨୦ ପ୍ରତିଶତ ଏଥାନଲ୍ ମିଶ୍ରଣ (E20) ଏକ ସୁରକ୍ଷିତ, ସ୍ୱଚ୍ଛ ଏବଂ…

ଦିଲ୍ଲୀ ପୋଲିସ କମିଶନରଙ୍କୁ ମିଳିଲା ବଡ଼ କ୍ଷମତା

ନୂଆଦିଲ୍ଲୀ,୨୩ା୭: ଦିଲ୍ଲୀରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି)ର ବିକ୍ଷୋଭ ହିଂସାତ୍ମକ ରୂପ ନେଉଥିବାରୁ କେନ୍ଦ୍ର ସରକାର ଦିଲ୍ଲୀ ପୋଲିସ କମିଶନରଙ୍କୁ ଜାତୀୟ ସୁରକ୍ଷା ଆଇନ (ଏନ୍‌ଏସ୍‌ଏ) ବଳରେ…

ରଥ ମେଲଣରେ ଯୋଗଦେଲେ ଉପ ମୁଖ୍ୟମନ୍ତ୍ରୀ

ଅତାବିରା,୨୩।୭(ଯୁଧିଷ୍ଠିର ମହାପାତ୍ର) ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ବରଗଡ଼ ଜିଲା ଅତାବିରା ଗସ୍ତରେ ଆସି ଗୁରୁବାର ସନ୍ଧ୍ୟାରେ କାଠଡେରା ଶ୍ରୀଗୁଣ୍ଡିଚା…

ରାସ୍ତା କାଦୁଅ ପଚ ପଚ, ଦୁର୍ଦ୍ଦଶାରେ ଲୋକେ

କୋକସରା,୨୩ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ବ୍ଲକ ଡଙ୍ଗରୀଗୁଡା ଛକଠାରୁ କାଦୋପଦର ଭାୟା କାଶିବାହାଲ ପର୍ଯ୍ୟନ୍ତ ରାସ୍ତା ଅତ୍ୟନ୍ତ ଶୋଚନୀୟ ହୋଇପଡିଛି।…

ଦିଲ୍ଲୀ ତାତି ବରଗଡ଼ରେ: ଗାନ୍ଧୀଛକରେ କଂଗ୍ରେସର ବିକ୍ଷୋଭ ସହ ମୋଦୀ-ଶାହ-ଧର୍ମେନ୍ଦ୍ରଙ୍କ କୁଶପୁତ୍ତଳିକା ଦାହ

ବରଗଡ଼, ୨୩ା୭(ପ୍ରେମାନନ୍ଦ ଖମାରୀ): ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଉପରେ ପୋଲିସର ଦମନଲୀଳା ଏବଂ ଶୀର୍ଷ ନେତୃବୃନ୍ଦଙ୍କ ଗିରଫଦାରୀ ପ୍ରତିବାଦରେ ଗୁରୁବାର ସନ୍ଧ୍ୟାରେ ବରଗଡ଼ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri