ବଇଣ୍ଡାରେ ଫଗୁଦଶମୀ

ବଇଣ୍ଡା,,୧୫।୩(ଡି.ଏନ.ଏ.) କିଶୋରନଗର ବ୍ଲକ ବଇଣ୍ଡା ରାଧାକୃଷ୍ଣ ମନ୍ଦିର ପରିସରରେ ରବିବାର ରାଧାକୃଷ୍ଣଙ୍କ ଫଗୁ ଦଶମୀ ନୀତି ପାଳିତ ହୋଇଯାଇଛି। ପୂଜକ ମଦନ ମୋହନ ମିଶ୍ର ପୂଜା କରିଥିବାବେଳେ ଘାସିନାଥ ବେହେରା କର୍ତ୍ତା ଭାବେ ଯୋଗଦେଇଥିଲେ। ଠାକୁରଙ୍କଠାରେ ଫଗୁ ଲାଗିପରେ ଅଞ୍ଚଳବାସୀଙ୍କ ମଧ୍ୟରେ ଫଗୁ ଖେଳ ହୋଇଥିଲା। ଗ୍ରାମ ସମ୍ପାଦକ ଜିତେନ୍ଦ୍ର ବେହେରା, ମହେଶ ସାହା, ରମେଶ ଚନ୍ଦ୍ର ଟିବୃୱାଲା, ମାନସ କୁମାର ସାହୁ, ରମାକାନ୍ତ ବେହେରା, ରମେଶ କୁମାର ବେହେରା, ଦୀପକ ବେହେରା, ସୁଧୀର ପ୍ରଧାନ, ଚିନୁ ପ୍ରଧାନ, ପ୍ରାଣବନ୍ଧୁ ବେହେରା, ସଞ୍ଜୟ ସାହୁ, ସରୋଜ କୁମାର ସାହୁ ପ୍ରମୁଖ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚାୟତ ନିର୍ବାଚିତ ପ୍ରତିନିଧିଙ୍କୁ ଅଣଦେଖାର ପ୍ରତିବାଦ, ମୁଖ୍ୟ ଫାଟକ ସାମ୍ନାରେ ଧାରଣା ଦେଇ…

ପଟ୍ଟାଙ୍ଗି,୨୬ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପଞ୍ଚାୟତ ନିର୍ବାଚିତ ଜନପ୍ରତିନିଧିଙ୍କୁ ଅଣଦେଖା ପ୍ରତିବାଦ କରି ବ୍ଲକ ମୁଖ୍ୟ ଫାଟକ ସମ୍ମୁଖରେ ଜିଲାପରିଷଦ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

ଜଳଖିଆ ହେଲା କାଳ! ଝାଡାବାନ୍ତି ପରେ ହସ୍ପିଟାଲରେ ୧୯ଛାତ୍ରୀଛାତ୍ର

ସୁନ୍ଦରଗଡ,୨୬।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ବ୍ଲକ ଅନ୍ତର୍ଗତ ଲହଣ୍ଡାବୁଡ ପଞ୍ଚାୟତ ହାଇସ୍କୁଲ ର ୧୯ଜଣ ଛାତ୍ରୀଛାତ୍ର ଝାଡାବାନ୍ତିରେ ଆକ୍ରାନ୍ତହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଅସୁସ୍ଥଙ୍କ…

ବଢ଼ିବନି ବିଧାୟକଙ୍କ ଦରମା: ଗୃହର ସବୁ ସଦସ୍ୟଙ୍କୁ ଚିଠି ଲେଖିଲେ…

ଭୁବନେଶ୍ୱର,୨୬।୩: ବିଧାନସଭାରେ ବିଧାୟକଙ୍କ ଦରମା ବୃଦ୍ଧି ବିଲ ପ୍ରତ୍ୟାହାର ନେଇ ପ୍ରକ୍ରିୟା।ଏନେଇ ବିଧାନସଭା ସଚିବଙ୍କ ପକ୍ଷରୁ ଗୃହର ସବୁ ସଦସ୍ୟଙ୍କୁ ଚିଠି ଲେଖାଯାଇଛି। ସଂସଦୀୟ ମନ୍ତ୍ରୀ ମୁକେଶ…

ନୂଆ ଅବକାରୀ ନୀତି ଘୋଷଣା କଲେ ରାଜ୍ୟ ସରକାର: ଆଉ ଖୋଲିବନି ନୂଆ ମଦ ଦୋକାନ! ବଢିଲା…

ଭୁବନେଶ୍ୱର,୨୬।୩: ଆସିଲା ନୂଆ ଅବକାରୀ ନୀତି ୨୦୨୬-୨୯। ଓଡ଼ିଶା ସରକାର ୧ ଏପ୍ରିଲ ୨୦୨୬ରୁ ୩୧ ମାର୍ଚ୍ଚ ୨୦୨୯ ଅବଧି ନିମନ୍ତେ ଏକ ତ୍ରୈବାର୍ଷିକ ଅବକାରୀ ନୀତି…

ଧରିତ୍ରୀର ପ୍ରଭାବ; ବୁଲା କୁକୁର ଉପରେ ମୁଖ୍ୟମନ୍ତ୍ରୀ ବସ୍ ଚଢ଼ାଇ ଦେବା ଘଟଣା, ଆକ୍ସନ ମୋଡରେ ବିଡିଓ

ଗଞ୍ଜାମ,୨୬।୩ (ବିଦ୍ୟାଧର ସାହୁ):  ମୁଖ୍ୟମନ୍ତ୍ରୀ ବସ୍ ଚାଳକଙ୍କ ମନମୁଖୀ ଗାଡ଼ିଚାଳନା ଘଟଣା । ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ଆକ୍ସନ ମୋଡରେ ପ୍ରଶାସନ । ଡ୍ରାଇଭରମାନଙ୍କୁ…

କଲେଜ ଫେୟାରଓ୍ବେଲ୍‌ରେ ଯୋଗଦେଇଥିଲେ ତୃପ୍ତିମୟୀ, ଘରକୁ ଫେରିବା ସମୟରେ ଘଟିଲା…

ଜଗତ୍‌ସିଂହପୁର,୨୬ା୩ (ପ୍ରମୋଦ କୁମାର ନାୟକ): ମଙ୍ଗଳବାର ପରୀକ୍ଷା ସରିଲା। ବୁଧବାର ଥିଲା ବିଦାୟକାଳୀନ ଉତ୍ସବ (ଫେୟାର୍‌ଓ୍ବେଲ)। ତେଣୁ ମନରେ ଥିଲା ଅଫୁରନ୍ତ ଆନନ୍ଦ। ନୂଆ ଶାଢ଼ି ପିନ୍ଧି…

ଗ୍ୟାସକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା: ଓଡ଼ିଶାବାସୀଙ୍କ ପାଇଁ…

ଭୁବନେଶ୍ୱର,୨୬।୩: ରାଜ୍ୟରେ ଗ୍ୟାସ, ପେଟ୍ରୋଲ ଓ ଡିଜେଲର ଅଭାବ ନାହିଁ। ଏନେଇ ଗୁରୁବାର ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri