ବିଜୟ ନୁହନ୍ତି ଏହି ଅଭିନେତାଙ୍କ ପ୍ରେମରେ ପଡ଼ିଥିଲେ ରଶ୍ମିକା, କରିଥିଲେ ନିର୍ବନ୍ଧ…

ବମ୍ବେ: ଭାରତର ‘ନ୍ୟାଶନାଲ କ୍ରସ’ ରଶ୍ମିକା ମନ୍ଦାନାଙ୍କ ପାଇଁ ଆଜିର ଦିନ ବହୁତ ଖାସ୍‌। କାରଣ ୧୯୯୬ ମସିହା ଆଜିର ଦିନରେ କର୍ନାଟକର ବିରାଜପେଟରେ ଜନ୍ମଗ୍ରହଣ କରିଥିଲେ ସେ। ପାଠପଢ଼ାରେ ବେଶ ଭଲ ଥିଲେ ହେଁ ଅଭିନୟକୁ ନିଜର କ୍ୟାରିୟର ଭାବେ ଚୟନ କରିଛନ୍ତି ରଶ୍ମିକା। ଖୁବ୍‌ କମ୍‌ ସମୟରେ ସେ ଅନେକ ହିଟ୍‌ ଫିଲ୍ମ ଭେଟି ଦେଇଛନ୍ତି।

ରଶ୍ମିକା ଦକ୍ଷିଣ ଭାରତୀୟ ସିନେମାର ଜଣାଶୁଣା ନାମ। ୨୦୧୬ରେ ସେ ନିଜର ଡେବ୍ୟୁ କରିଥିଲେ। ‘କିରିକ ପାର୍ଟି’ର ସଫଳତା ପରେ ‘ଗୀତା ଗୋବିନ୍ଦମ’, ‘ସରିଲେରୁ ନିକେବ୍ବାରୁ’, ‘ପୁଷ୍ପା’ ଭଳି ଫିଲ୍ମରେ କାମ କରିଛନ୍ତି ସେ। ତାଙ୍କର କ୍ୟୁଟ୍‌ନେସ ସାଙ୍ଗକୁ ଦମ୍‌ଦାର ଅଭିନୟ ଯୋଗୁ ସେ ‘ନ୍ୟାଶନାଲ କ୍ରସ୍‌’ ପାଲଟିଛନ୍ତି।

୨୬ ବର୍ଷରେ ସଫଳତାର ସ୍ବାଦ ଚାଖିଥିବା ରଶ୍ମିକା ବ୍ୟକ୍ତିଗତ ଜୀବନରେ ସେତିକି ବିଫଳ। ପ୍ରଥମ ଫିଲ୍ମ ସମୟରେ ସେ ଅଭିନେତା ରକ୍ଷିତ ସେଟ୍ଟୀଙ୍କୁ ଭେଟିଥିଲେ। ଉଭୟ ପ୍ରେମରେ ପଡ଼ିଥିଲେ। ପରେ ସେମାନେ ୨୦୧୭ରେ ନିର୍ବନ୍ଧ କରିନେଇଥିଲେ। ହେଲେ ଉଭୟଙ୍କ ଲଭ୍‌ଷ୍ଟୋରୀ ବେଶି ଦିନ ଚାଲି ନ ଥିଲା। ୨୦୧୮ରେ ଉଭୟ ଅଲଗା ହୋଇଯାଇଥିଲେ।

ରଶ୍ମିକା ଏବେ ଅଭିନେତା ବିଜୟ ଦେବରକୋଣ୍ଡାଙ୍କ ପ୍ରେମରେ ବୋଲି କୁହାଯାଏ। ଏକାଠି ସମୟ ବିତାଇବାକୁ ସେମାନେ ପସନ୍ଦ କରୁଛନ୍ତି। ଖୁବ୍‌ଶୀଘ୍ର ଉଭୟ ବିବାହ କରିପାରନ୍ତି ବୋଲି କୁହାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

କୋହଲିଙ୍କ ଏହି ରେକର୍ଡ ଭାଙ୍ଗିବା ଅସମ୍ଭବ! ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଅପରାଜିତ ଶତକ ହାସଲ କରି ବିରାଟ କୋହଲି ପୁଣିଥରେ ରେକର୍ଡ ବୁକ୍‌ରେ ନିଜ ନାମ ଲେଖାଇଛନ୍ତି। ଏହି ମ୍ୟାଚ୍‌ରେ ତାଙ୍କ…

୧ ନଭେମ୍ବରରୁ ନୂଆ ନିୟମ; ପାର୍କିଂ ପାଇଁ ଡବଲ ଚାର୍ଜ, ୫୦% କର୍ମଚାରୀ…

ନୂଆଦିଲ୍ଲୀ,୨୮।୯: ଦିଲ୍ଲୀ-NCRରେ ଶୀତ ଋତୁ ଆରମ୍ଭ ହେବା ସହ ବାୟୁ ପ୍ରଦୂଷଣକୁ ନେଇ ଚିନ୍ତା ବଢ଼ିଛି । ପ୍ରତିବର୍ଷ ଶୀତଦିନରେ ଦିଲ୍ଲୀ-NCRର ବାୟୁ ଗୁଣବତ୍ତା ଖରାପ ହେଉଥିବାରୁ…

୫ ରାଶିଙ୍କ ଉପରେ ପଡିଲା ସୂର୍ଯ୍ୟଙ୍କ କୃପା: ଆଜିଠୁ ଚାଲିଲା କନ୍ୟା ସମେତ ଏମାନଙ୍କର ଗୋଲଡେନ୍‌ ଟାଇମ୍‌, ପ୍ରବଳ ଧନ ଯୋଗ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଗ୍ରହମାନଙ୍କ ରାଶି ଓ ନକ୍ଷତ୍ର ପରିବର୍ତ୍ତନର ବିଶେଷ ମହତ୍ତ୍ୱ ରହିଛି। ସେପ୍ଟେମ୍ବର ୨୭ ତାରିଖ ଦିନ ୧ଟା ୨୫ ମିନିଟରେ ସୂର୍ଯ୍ୟ…

କେନ୍ଦ୍ର କର୍ମଚାରୀଙ୍କ ପାଇଁ ଖୁସିଖବର: ଏହି ସପ୍ତାହରେ DA ବୃଦ୍ଧି ଘୋଷଣା! ଜାଣନ୍ତୁ କେତେ ବଢିବ…

ନୂଆଦିଲ୍ଲୀ,୨୮।୯: କେନ୍ଦ୍ର ସରକାର ବର୍ଷକୁ ଦୁଇଥର ନିଜ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବା DA (Dearness Allowance) ବୃଦ୍ଧି କରିଥାନ୍ତି। ଏଥିମଧ୍ୟରୁ ଗୋଟିଏ ବୃଦ୍ଧି ହୋଲି ସମୟରେ…

ରାଜନୀତିରେ ବଡ଼ ହଲଚଲ: ଏମିତି ଘୋଷଣା କରିଦେଲେ ଚିରାଗ ପାସୱାନ, ଭାଜପା କହିଲା- ସମସ୍ତେ ନିଜ ନିଜ…

ନୂଆଦିଲ୍ଲୀ,୨୮।୯: ୨୦୨୭ରେ ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ହେବ। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ମଧ୍ୟ ଏହି ନିର୍ବାଚନୀ ମଇଦାନକୁ ଓହ୍ଲାଇବ। କେନ୍ଦ୍ରମନ୍ତ୍ରୀ ଚିରାଗ ପାସୱାନ ଗତ ରବିବାର…

ବିଶ୍ୱକପରେ ସବୁଠୁ ଅଧିକ ଛକା ଏହି ଖେଳାଳିଙ୍କ ନାଁରେ, ଜାଣନ୍ତୁ ଟପ୍‌ ୫ରେ କିଏ କିଏ…

ନୂଆଦିଲ୍ଲୀ,୨୮।୯: ୨୦୨୭ ଦିନିକିଆ ବିଶ୍ୱକପ ପାଇଁ ବିଶ୍ୱର ବିଭିନ୍ନ କ୍ରିକେଟ ଦଳ ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଭାରତୀୟ ଦଳ ମଧ୍ୟ ଏକ ଶକ୍ତିଶାଳୀ ଟିମ ଗଠନ…

ବସ୍‌ରୁ ଓହ୍ଲାଇବାବେଳେ ସିଡ଼ିରେ ଖସିପଡ଼ିଲେ ରୋହିତ ଶର୍ମା: ଆଉ ତା’ପରେ… ଦେଖନ୍ତୁ VIDEO

ତିରୁଭାନନ୍ତପୁରମ,୨୮।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଦିନିକିଆ ପରେ ଭାରତୀୟ କ୍ରିକେଟର ରୋହିତ ଶର୍ମାଙ୍କୁ ନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।…

ଏଭଳି କହିବାରୁ ଶେହଜାଦଙ୍କୁ ଆକ୍ରମଣ; ପୋଷାକ ଚିରିଦେଲେ, ବଞ୍ଚାଇବାକୁ ଆଗେଇ ଆସିଲେ ସ୍ୱରା

ନୂଆଦିଲ୍ଲୀ,୨୮ା୯: ରିଆଲିଟି ଶୋ’ ‘Rise and Fall’ର ସିଜନ୍‌-୨ ଆରମ୍ଭରୁ ହିଁ ଚର୍ଚ୍ଚାରେ ରହିଛି । ଶୋ’ରେ ଭାଜାପାର ପୂର୍ବତନ ମୁଖପାତ୍ର ଶେହଜାଦ ପୁନାୱାଲା ଏବଂ ଅଭିନେତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?