ଇସ୍ତଫା ନ ଦେଲେ ଟ୍ରମ୍ପ୍‌ଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବ ଆଗତ କରାଯିବ: ନାନ୍ସି ପିଲୋସି

ଓ୍ବାଶିଂଟନ,୯।୧: ଇସ୍ତଫା ନ ଦେଲେ ଟ୍ରମ୍ପ୍‌ଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବ ଆଗତ କରାଯିବ ବୋଲି ଯୁକ୍ତରାଷ୍ଟ୍ର ଆମେରିକାର ‘ହାଉସ ଅଫ ରିପ୍ରେଜେନ୍ଟେଟିଭ୍ସ’ର ବାଚସ୍ପତି ନାନ୍ସି ପିଲୋସି କହିଛନ୍ତି। ଏକ ବିବୃତିରେ ପିଲୋସି କହିଛନ୍ତି, ରାଷ୍ଟ୍ରପତି ତୁରନ୍ତ ଇସ୍ତଫା ଦେବେ ବୋଲି ସଦସ୍ୟମାନଙ୍କର ଆଶା। କିନ୍ତୁ, ଯଦି ସେ ଇସ୍ତଫା ନ ଦିଅନ୍ତି, ସମ୍ବିଧାନ ଅନୁସାରେ ବିହିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କମିଟିକୁ ନିର୍ଦେଶ ଦିଆଯିବ। ନିର୍ବାଚନ ହାରିବା ପରେ କ୍ଷମତା ମୋହ ଛାଡିପାରି ନ ଥିବା ନୋଡାଲ୍ଡ ଟ୍ରମ୍ପ୍‌ କଂଗ୍ରେର ମିଳିତ ବୈଠକରେ ଉତ୍ତେଜନା ପୂର୍ଣ୍ଣ ଭାଷଣରେ ପ୍ରଭାବିତ ହୋଇ ସମର୍ଥକମାନେ କ୍ୟାପିଟୋଲ ବିଲ୍ଡଂରେ ଧସେଇ ପଶିବା ସହ ଦଙ୍ଗା ସୃଷ୍ଟି କରିଥିଲେ। ଏହି ଘଟଣାକୁ ସାରା ବିଶ୍ୱରେ ନିନ୍ଦା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌ ବି ଜିତିପାରେ ଯୁ୍‌ଦ୍ଧ, ରୁଷିଆ ଯୋଜନା ହେଉଛି ଅସଫଳ, କହିଲା ଆମେରିକା…

ଓ୍ବାଶିଂଟନ, ୭।୪ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧକୁ ୪୩ ଦିନ ବିତିଛି। ୟୁକ୍ରେନର ମାରିଅପୋଲ ସହର ଧ୍ୱଂସ ହୋଇ ଯାଇଛି। ଏଠାରେ ବର୍ତ୍ତମାନ...

ଚାଇନାକୁ ୨ଶହ ଟନ୍‌ ଚାଉଳ ଦାନ କଲା ମ୍ୟାନମାର

ୟାନଗୋନ,୧।୩: କରୋନା ଭାଇରସ କବଳରେ ପଡି ଆର୍ଥିକ ସ୍ତରରେ ପଛକୁ ଚାଲିଯାଇଥିବା ଚାଇନାକୁ ଏବେ ବିଭିନ୍ନ ଦେଶ ସହାୟତାର ହାତ ବଢାଇଛନ୍ତି। ଏହି କ୍ରମରେ ରବିବାର...

ଯୋଗ ଦିବସ କାର୍ଯ୍ୟକ୍ରମରେ ଭିଡ଼ ହିଂସା…

ମାଲେ, ୨୧।୬ : ଯୋଗ ଦିବସ ପାଳନ ଅବସରରେ ମାଳଦ୍ୱୀପରେ ଭିଡ଼ ହିଂସା ଘଟିଛି। ଭାରତୀୟ ସାଂସ୍କୃତିକ କେନ୍ଦ୍ର ସହଯୋଗରେ ଆୟୋଜିତ ହୋଇଥିବା ଏହି କାର୍ଯ୍ୟକ୍ରମ...

ଦୋନେସ୍କରେ ରୁଷିଆର ଆକ୍ରମଣକୁ ଦେଖି ୩.୫ ଲକ୍ଷ ଲୋକଙ୍କୁ ଅଞ୍ଚଳ ଛାଡିବାକୁ ଦିଆଯାଇଛି ସୂଚନା

କ୍ୱିଭ,୭ ।୭: ରୁଷିଆ-ୟୁକ୍ରେନ୍ ଯୁଦ୍ଧ ଏବେବି ଉତ୍ତେଜନା ପରିସ୍ଥିତି ଦେଇ ଗତି କରୁଛି । ଲୁହାନସ୍କ ଉପରେ କବଜା କରିବା ପରେ ଏବେ ରୁଷିଆ ସେନା...

୧୦ ଦିନରେ ନିର୍ମାଣ ହେଲା ୧୦୦୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲ

ବେଜିଂ,୩।୨: କରୋନା ଭୁତାଣୁ ସଂକ୍ରମଣ ଯୋଗୁ ଇତିମଧ୍ୟରେ ଚାଇନାରେ ୩୬୧ ଜଣଙ୍କ ମୃତ୍ୟୁ ଘଟିଛି। ସର୍ବାଧିକ ମୃତ୍ୟୁ ଘଟଣା କେନ୍ଦ୍ରୀୟ ଚାଇନାର ହୁବେଇ ପ୍ରଦେଶରେ ଘଟିଛି।...

ଭୟାବହ ହେଉଛି ଜଙ୍ଗଲ ନିଆଁ

ମେଲବୋର୍ନ,୫।୧(ପି.ଟି.): ଅଷ୍ଟ୍ରେଲିଆରେ ଜଙ୍ଗଲ ନିଆଁ ଭୟାବହ ଦୁର୍ବିପାକରେ ପରିଣତ ହୋଇଛି। ନ୍ୟୁ ସାଉଥ୍‌ଓ୍ବେଲ୍ସ, ଭିକ୍ଟୋରିଆ, ଦକ୍ଷିଣ ଅଷ୍ଟ୍ରେଲିଆରେ ଜଙ୍ଗଲ ନିଆଁ ଭୟଙ୍କର ଭାବେ ମାଡ଼ି ଚାଲିଥିବାବେଳେ ପ୍ରଧାନମନ୍ତ୍ରୀ...

କାବୁଲ ସ୍କୁଲ ନିକଟରେ ବିସ୍ଫୋରଣ: ୨୫ ମୃତ

କାବୁଲ, ୯।୫: ଆଫଗାନିସ୍ତାନ ରାଜଧାନୀ କାବୁଲର ଏକ ମାଧ୍ୟମିକ ସ୍କୁଲ୍‌ ନିକଟରେ ଶନିବାର ବିସ୍ଫୋରଣ ଘଟିଛି। ଏଥିରେ ୨୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ...

ରୁଷିଆ ରାଷ୍ଟ୍ରପତିଙ୍କ ବିଳାଶପୂର୍ଣ୍ଣ ଜୀବନଶୈଳୀ, ମୋଟ ସମ୍ପତ୍ତି ମୂଲ୍ୟ ରହିଛି…

ମସ୍କୋ,୨୩।୨: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ସମ୍ଭାବ୍ୟ ଯୁଦ୍ଧ ପରିସ୍ଥିତି ସୃଷ୍ଟି ହୋଇଛି। ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦେଶକୁ ସମ୍ବୋଧନ କରି ୟୁକ୍ରେନର ପୂର୍ବ...

Advertisement
Archives

Model This Week