୨୪ ଘଣ୍ଟାରେ ମାସ୍କ ନ ପିନ୍ଧି ଦେଲେ ୧ଲକ୍ଷ ଟଙ୍କାରୁ ଅଧିକ ଜରିମାନା

ଛତ୍ରପୁର,୨୧।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲିସ ପକ୍ଷରୁ କୋଭିଡ-୧୯ ଗାଇଡଲାଇନ୍‌ ଓ ଲକଡାଉନ ନିୟମକୁ କାର୍ଯ୍ୟକାରୀ ପାଇଁ ଏନ୍‌ଫୋର୍ସମେଣ୍ଟକୁ କଡ଼ାକଡ଼ି କରାଯାଇଛି। ଗତ ୨୪ ଘଣ୍ଟାରେ ଗଞ୍ଜାମ ପୋଲିସ ଅଧୀନ ବିଭିନ୍ନ ଥାନା ପୋଲିସ ପକ୍ଷରୁ ଯାଞ୍ଚ କରାଯାଇ ମାସ୍କ ବାବଦରେ ୧ ଲକ୍ଷ ୧୩ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି। ଏଥିସହ ଗୋଟିଏ ଜୁଆ ଆଡ୍ଡାରେ ଚଢ଼ାଉ କରାଯାଇ ୩ ଜଣଙ୍କୁ ଗିରଫ କରିବା ସହ ୯ ହଜାର ୯୦ ଟଙ୍କା ଜବତ ହୋଇଛି। ସେହିପରି ୫ ଜଣଙ୍କୁ ଗିରଫ ସହ ସେମାନଙ୍କଠାରୁ ୨୧୦୦ ଲିଟର ମଦ ଜବତ ହୋଇଛି। ଏସମ୍ପର୍କରେ ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରଏ ମଙ୍ଗଳବାର ଟୁଇଟ କରି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ୍‌ ଗଲେ କୋଟିପତି କିରାଣି

ଜଳେଶ୍ୱର, ୨୬।୭(ଡି.ଏନ.ଏ.)-ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ମାମଲା (ନଂ.୨୬/୨୦୧୯)ରେ ବାଲେଶ୍ୱର ଜିଲା ଜଳେଶ୍ୱର ସହର ନୂଆବଜାରସ୍ଥିତ ଜଳେଶ୍ୱର ମହିଳା ମହାବିଦ୍ୟାଳୟର ମୁଖ୍ୟ କିରାଣି ତଥା...

ଶିଶୁ ଦିବସରେ ପିଲାଙ୍କୁ ଚକୋଲେଟ୍‌ ଦେଇ ଅଡୁଆରେ ପ୍ରଧାନ ଶିକ୍ଷକ

ଆରଡି,୧୯।୧୧,(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହିଡ଼ି ବ୍ଲକ ଶ୍ୟାମସୁନ୍ଦରପୁର ପଞ୍ଚାୟତସ୍ଥିତ ତଳଦୁମୁକା ପ୍ରୋଜେକ୍ଟ ପ୍ରାଇମେରୀ ସ୍କୁଲରେ ଗତ ଗୁରୁବାର ଶିଶୁ ଦିବସ ପାଳିତ ହୋଇଥିଲା। ସେହିଦିନ ବିଦ୍ୟାଳୟରେ...

ଉଦାହରଣ ସାଜିଛନ୍ତି ସୁଲୋଚନା

ଖଇରା,୯।୧୨(ଡି.ଏନ.ଏ.)- ରାତି ନପାହୁଣୁ ଘର କାମ ସାରିଦେଇ ବାହାରିଯାଆନ୍ତି କର୍ମକ୍ଷେତ୍ରକୁ । ପୋଖରୀରେ ମାଛଙ୍କୁ ଖାଦ୍ୟ ଦେଇସାରି ପରିବା ଲଗାଇଥିବା ବାଡିକୁ ଯାଇ ଗଛରେ ପାଣି...

ଚୋର ଧରିବାକୁ ବୁଲିଲା ଖଟ

ଭଦ୍ରକ ଅଫିସ, ୨।୩- ଡିଜିଟାଲ ଯୁଗରେ ବି ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ଚୋର ଧରିବାକୁ ଲୋକେ ଗାଁରେ ବୁଲାଇଲେ ଖଟ। ରବିବାର ଭଦ୍ରକ ଗ୍ରାମାଞ୍ଚଳ ଥାନା...

ସରିଲା ନିର୍ବାଚନ ପ୍ରଚାର: ଶେଷଦିନରେ କମ୍ପିଲା ଗାଁଠୁ ସହର

ଢେଙ୍କାନାଳ ଅଫିସ, ୨୨।୪: ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ରବିବାର ଶେଷ ହୋଇଛି ପ୍ରଚାର। ଅନ୍ତିମ ଦିବସରେ ପ୍ରମୁଖ ରାଜନୈତିକ ଦଳ ମଇଦାନରେ ଶକ୍ତି ପ୍ରଦର୍ଶନ କରିଛନ୍ତି।...

ବନୋଜ ବିଶ୍ୱାଳ ଶ୍ରେଷ୍ଠ ମତ୍ସ୍ୟଜୀବୀ

ସଜନାଗଡ଼,୨୫।୧(ଡି.ଏନ.ଏ.)-କୃଷକ ଆମ ଦେଶର ମେରୁଦଣ୍ଡ ସଦୃଶ। ବର୍ତ୍ତମାନ କୃଷି ଉପରେ ନିର୍ଭର କରୁଥିବା କୃଷିଜୀବୀ ମାନଙ୍କର ଜୀବନଧାରଣ ମାନର ପରିବର୍ତ୍ତନ ନିମନ୍ତେ ଗୁରୁବାର ଭୁବନେଶ୍ୱର ଜନତା...

ରାଇକିଆ ବସଷ୍ଟାଣ୍ଡ ପାଲଟିଛି ଅସ୍ଥାୟୀ ପରିବା ମାର୍କେଟ

ରାଇକିଆ,୨୦।୪(ଡି.ଏନ୍‌.ଏ.): କରୋନା ପାଇଁ ସମଗ୍ର ରାଜ୍ୟରେ ଲକ୍‌ଡାଉନ ଜାରି ରହିଛି। ଫଳରେ ସକାଳ ୭ଟାରୁ ୧୧ଟା ପର୍ଯ୍ୟନ୍ତ ରାସନ ଓ ପରିବା ଦୋକାନ ଖୋଲା ରହୁଛି...

ଲୁଟେରାଙ୍କୁ କାବୁ କରି ନିର୍ଧୁମ୍‌ ମାଡ଼: ୨ ଗିରଫ, ବାଇକ୍‌ ଜବତ

ରୂପ୍‌ସା, ୧୬।୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ରୂପ୍‌ସା ଥାନା ଆଙ୍କୋ ମାର୍କେଟ୍‌ ଛକରେ ଶନିବାର ସ୍ଥାନୀୟ ଲୋକେ ୨ଜଣ ଲୁଟେରାଙ୍କୁ କାବୁ କରି ନିର୍ଧୁମ ମାଡ଼ ମାରିଛନ୍ତି।...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *