ନୟାଗଡ଼ ଅଫିସ,୧୬।୨: ନୟାଗଡ଼ ସଦର ଥାନା ଅନ୍ତର୍ଗତ ବହୁଚର୍ଚ୍ଚିତ ପରୀ ହତ୍ୟା ମାମଲାରେ ସୋମବାର ଏସ୍ଆଇଟି ପକ୍ଷରୁ ଚାର୍ଜସିଟ ଦାଖଲ କରାଯାଇଛି। ନୟାଗଡ଼ ଚିଲଡ୍ରେନ କୋର୍ଟରେ ଏହି ଚାର୍ଜସିଟ ଦାଖଲ ହୋଇଛି। ତେବେ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ଚାର୍ଜସିଟ ଦାଖଲ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ।
ନୟାଗଡ଼ ଅଫିସ,୧୬।୨: ନୟାଗଡ଼ ସଦର ଥାନା ଅନ୍ତର୍ଗତ ବହୁଚର୍ଚ୍ଚିତ ପରୀ ହତ୍ୟା ମାମଲାରେ ସୋମବାର ଏସ୍ଆଇଟି ପକ୍ଷରୁ ଚାର୍ଜସିଟ ଦାଖଲ କରାଯାଇଛି। ନୟାଗଡ଼ ଚିଲଡ୍ରେନ କୋର୍ଟରେ ଏହି ଚାର୍ଜସିଟ ଦାଖଲ ହୋଇଛି। ତେବେ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ଚାର୍ଜସିଟ ଦାଖଲ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ।
ସନାତନ ଧର୍ମ ବିଷୟରେ ସମସାମୟିକ ଭାରତୀୟ ରାଜନୈତିକ ସ୍ତରରେ ସବୁଠୁ ବେଶି ଆଲୋଚନା ହେଉଛି, କିିନ୍ତୁ ଏହି ଶବ୍ଦକୁ ସବୁଠାରୁ କମ୍ ବୁଝାଯାଉଥିବା ଜଣାପଡ଼ୁଛି। ଶାବ୍ଦିକ ଅର୍ଥରେ…
ଓଡ଼ିଆ ସବୁଜ ସାହିତ୍ୟର ମହାରଥୀ କାଳିନ୍ଦୀଚରଣ ପାଣିଗ୍ରାହୀ ଏକାଧାରରେ ଥିଲେ କବି, ଗାଳ୍ପିକ, ଔପନ୍ୟାସିକ, ନାଟ୍ୟକାର ଓ ପ୍ରାବନ୍ଧିକ। କାଳଜୟୀ ଉପନ୍ୟାସ ‘ମାଟିର ମଣିଷ’ ପାଇଁ ସେ…
ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପ୍ରଶ୍ନପତ୍ର ଲିକ୍ ଓ ନିଯୁକ୍ତି ଅନିୟମିତା ଯୋଗୁ ଦେଢ଼ବର୍ଷ ଧରି ପୋଲିସ ସବ୍-ଇନ୍ସପେକ୍ଟର (ଏସ୍ଆଇ) ପରୀକ୍ଷା ଅନିଶ୍ଚିତତା ଭିତରେ ରହିଥିବାବେଳେ ଇତିମଧ୍ୟରେ ବହୁ ଆବେଦନକାରୀଙ୍କ…
ଇଷ୍ଟ ରଦରଫୋର୍ଡ,୨ା୭ (ଏପି):ଚଳିତ ଫିଫା ବିଶ୍ୱକପ୍ରେ ଫ୍ରାନ୍ସ ତା’ର ବିଜୟଧାରା ଜାରି ରଖି ପ୍ରି-କ୍ୱାର୍ଟରରେ ପ୍ରବେଶ କରିଛି। କିଲିଆନ ଏମ୍ବାପେଙ୍କ ଡବଲ ଗୋଲ୍ ବଳରେ ବୁଧବାର ଅନୁଷ୍ଠିତ…
ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…
ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…
ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…
ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଆଷାଢ଼ରେ ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ବର୍ଷା ନାହିଁ ।ଚାଷୀ ବୃନ୍ଦ ଖରିଫ ଧାନ ଚାଷ ପାଇଁ ବିହନ…