ଜିଲାପାଳଙ୍କ ନାଁରେ ଫେକ୍‌ ଆକାଉଣ୍ଟ

ଭଦ୍ରକ ଅଫିସ,୨୬।୫: କେହି ଜଣେ ଦୁର୍ବୃତ୍ତ ଭଦ୍ରକ ଜିଲାପାଳ ଡ. ଜ୍ଞାନରଞ୍ଜନ ଦାସଙ୍କ ନାଁରେ ସୋସିଆଲ ମିଡିଆରେ ଖୋଲିଛନ୍ତି ଫେକ୍‌ ଆକାଉଣ୍ଟ। ଜିଲାପାଳ ନିଜର ଫେସ୍‌ବୁକ ଆକାଉଣ୍ଟ ମାଧ୍ୟମରେ ଲୋକଙ୍କୁ ଏହି ସମ୍ପର୍କରେ ସୂଚନା ଦେଇଛନ୍ତି। ଉକ୍ତ ଫେକ୍‌ ଆକାଉଣ୍ଟରୁ ଫ୍ରେଣ୍ଡ ରିକୁଏଷ୍ଟ ପଠାଇ ଲୋକଙ୍କୁ ଟଙ୍କା ମଗାଯାଉଥିବା ସେ କହିଛନ୍ତି। ସେହିପରି ତିହିଡ଼ି ବ୍ଲକ ଅଧ୍ୟକ୍ଷା ବିଦ୍ୟୁତଲତା ନାୟକଙ୍କ ନାଁରେ ମଧ୍ୟ କେହି ଆକାଉଣ୍ଟ ଖୋଲି ଟଙ୍କା ମାଗୁଥିବା ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜରେ କୁୱେତ ଟ୍ୟାଙ୍କର ଉପରେ ଆକ୍ରମଣ; ୫ ଭାରତୀୟ ନାବିକ ଉଦ୍ଧାର

ତେହରାନ,୩।୧୦: ହର୍ମୁଜ ପ୍ରଣାଳୀ (Strait of Hormuz) ରେ କୁୱେତୀ ପତାକାବାହୀ ଏକ ଅଶୋଧିତ ତୈଳ ଟ୍ୟାଙ୍କର ଉପରେ ଏକ ପ୍ରକ୍ଷେପାସ୍ତ୍ର (projectile) ମାଡ଼ ହେବା ପରେ,…

କନ୍ଧମାଳ ଏମ୍‌ପିଙ୍କ ନୂଆ ପ୍ରତିନିଧି ନିଯୁକ୍ତି: ଜାଣନ୍ତୁ କାହାକୁ କେଉଁ ଦାୟିତ୍ବ …

ଦାରିଙ୍ଗବାଡ଼ି, ୩/୧୦ (ଅରୁଣ ସାହୁ): କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ତାଙ୍କ ପ୍ରତିନିଧି ମଣ୍ଡଳ ପାଇଁ ଜିଲା ପ୍ରଶାସନକୁ ନାମ ତାଲିକା ପଠାଇଥିବା ଜଣାପଡ଼ିଛି। ସେ…

ସ୍କୁଲ ଛାତ୍ରଙ୍କ ମଧ୍ୟରେ ହିଂସା: ଅଣଛାତ୍ରଙ୍କ ସହାୟତାରେ ଦୁଇ ଛାତ୍ରଙ୍କୁ ମାଡ଼, ଲହୁଲୁହାଣ

ବ୍ରହ୍ମପୁର, ୩।୧୦ (ସୁବାସ ଚନ୍ଦ୍ର ପାଢ଼ୀ): ଭଲ ପାଠ ପଢ଼ି ଭବିଷ୍ୟତ ଗଢ଼ିବାକୁ ସ୍ୱପ୍ନ ଦେଖିବା ବଦଳରେ ଏବେ ସ୍କୁଲରେ ହିଂସା ଭଳି ଘଟଣା ଦେଖିବାକୁ ମିଳୁଛି।…

ଖୁଦୁରୁକୁଣୀ ଭସାଣି ବେଳେ ଏସ୍‌ଆଇଙ୍କୁ ଆକ୍ରମଣ: ଡିଜେ ବଜାଇବାକୁ….

ହାଟଡିହୀ,୩ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଘଷିପୁରା ଥାନା ଚଉମୁଇଁରେ ଖୁଦୁରୁକୁଣୀ ଭସାଣି ବେଳେ ଡିଜେ ବଜାଇବାକୁ ବିରୋଧ କରିବାରୁ ଏସ୍‌ଆଇ କଳ୍ପତ୍ତରୁ ନାୟକଙ୍କୁ ଆକ୍ରମଣ କରାଯାଇଥିବା ଅଭିଯୋଗ…

Chanakya Niti: ଭୁଲ୍‌ରେ ବି କାହା ସହ ଶେୟାର କରନ୍ତୁନି ଏହି ୫ ଗୁପ୍ତ କଥା, ହୋଇପାରେ ବଡ଼ କ୍ଷତି

ଆଚାର୍ଯ୍ୟ ଚାଣକ୍ୟ ପ୍ରାଚୀନ ଭାରତର ଜଣେ ମହାନ ଦାର୍ଶନିକ, ଅର୍ଥନୀତିଜ୍ଞ, ଶିକ୍ଷକ ତଥା ମହାନ ରାଜନୀତିଜ୍ଞ ଥିଲେ। ସମାଜର କଲ୍ୟାଣ ଏବଂ ସଫଳ ଜୀବନଯାପନ ପାଇଁ ସେ…

ବୈଭବ ସୂର୍ଯ୍ୟବଂଶୀଙ୍କ ୱିକେଟ ନେବା ପରେ ‘Baby Celebration’ କଲେ ସାଇମ ଆୟୁବ, ଅଭିଷେକ ନେଲେ ପ୍ରତିଶୋଧ

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ପୁରୁଷ କ୍ରିକେଟ ଫାଇନାଲ ସମୟରେ, ସାଇମ ଆୟୁବ ବୈଭବ ସୂର୍ଯ୍ୟବଂଶୀଙ୍କୁ ଆଉଟ କରିବା ପରେ ‘Baby Celebration’ (ଶିଶୁକୁ କୋଳରେ ଧରି…

ଗୁଡ଼ାରୀରୁ ଭୁବନେଶ୍ୱରକୁ ବସ୍‌ ଚଳାଚଳ ଦାବି: ସାଇକେଲ ଯାତ୍ରାବେଳେ ଅଧାବାଟରେ ଅସୁସ୍ଥ ହେଲେ ପ୍ରମୋଦ

ଗୁଣପୁର,୩ା୧୦(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଡ଼ାରୀରୁ ରାଜଧାନୀ ଭୁବନେଶ୍ୱରକୁ ସିଧାସଳଖ ସରକାରୀ ବସ୍‌ ଚଳାଚଳ ଦାବିରେ ଗାନ୍ଧୀ ଜୟନ୍ତୀରୁ ସାଇକେଲ ଯାତ୍ରା ଆରମ୍ଭ କରିଥିବା ଆନ୍ଦୋଳନକାରୀ ପ୍ରମୋଦ…

୧୫ ଛକା,୧୩ ଚୌକା, T20 କ୍ରିକେଟରେ ସର୍ବାଧିକ ସ୍କୋର ହାସଲ କଲା ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ପ୍ରଥମେ ବ୍ୟାଟିଂ କରି ଭାରତ ମୋଟ ୨୧୧ ରନ ସଂଗ୍ରହ କରିଛି। ଶେଷ ତିନି ଓଭରରେ ଶିବମ ଦୁବେ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?