ଫେସବୁକ୍‌ରେ ଫେକ୍‌ ଆକାଉଣ୍ଟ ଖୋଲି ନାବାଳିକାଙ୍କ ଅଶ୍ଳୀଳ ଫଟୋ ଛାଡ଼ିଲେ ଦୁଇ ଯୁବକ, ଆଉ ତା’ ପରେ

ପାଟଣା,୬ା୯(ସ୍ବ.ପ୍ର.): ଫେସବୁକ୍‌ରେ ଫେକ୍‌ ଆକାଉଣ୍ଟ ଖୋଲି କେନ୍ଦ୍ରାପଡ଼ା ଟାଉନ ଥାନା ଅଞ୍ଚଳର ଜଣେ ନାବଳିକାଙ୍କୁ ଅଶ୍ଳୀଳ ମେସେଜ ସହ ନାବାଳିକାଙ୍କ ଫଟୋକୁ ଏଡିଟ୍‌ କରି ଫେସବୁକ୍‌ରେ ଛାଡ଼ିବା ଦୁଇ ଯୁବକଙ୍କୁ ମହଙ୍ଗା ପଡ଼ିଛି।

ନାବାଳିକାଙ୍କ ବାପାଙ୍କ ନାମରେ ଫେକ୍‌ ଆକାଉଣ୍ଟ ଖୋଲି ଉକ୍ତ ଆକାଉଣ୍ଟରେ ଫଟୋ ପୋଷ୍ଟ ଓ ନାବାଳିକାଙ୍କୁ ଫୋନ୍‌ କରି ବାରମ୍ବାର ମାନସିକ ନିର୍ଯାତନା ଦେଇଥିବା ଅଭିଯୋଗରେ କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ରାଜନଗର ଗ୍ରାମର ଦୁଇ ଯୁବକଙ୍କୁ କେନ୍ଦ୍ରାପଡ଼ା ଟାଉନ ପୋଲିସ ସୋମବାର ଉଠାଇ ନେଇଛି। ୨ ଯୁବକ ହେଉଛନ୍ତି ରାଜନଗର ଗ୍ରାମର ବସନ୍ତ ମାଟିଆ (୨୨) ଓ ଚନ୍ଦନ ମାଟିଆ(୨୪) । ଉଭୟଙ୍କ ଠାରୁ ପୋଲିସ ୩ଟି ସ୍ମାର୍ଟ ଫୋନ ଜବତ କରଛି। ଏନେଇ କେନ୍ଦ୍ରାପଡ଼ା ଟାଉନ ଥାନାରେ ୧୫୪/୨୧ରେ ଏକ ମାମଲା ରୁଜୁ ହୋଇଛି। ଏନେଇ ନାବାଳିକାଙ୍କ ପରିବାର ପକ୍ଷରୁ ଅଗଷ୍ଟ ୩ ତାରିଖରେ କେନ୍ଦ୍ରାପଡା ଟାଉନ ଥାନାରେ ଅଭିଯୋଗ ହୋଇଥିଲା। ଅଭିଯୋଗକୁ ଭିତ୍ତିକରି କେନ୍ଦ୍ରାପଡା ଟାଉନ ଥାନାର ଅତିରିକ୍ତ ଥାନାଧିକାରୀ ସୁମନ୍ତ କିଷାନଙ୍କ ନେତୃତ୍ୱରେରେ ଏକ ଟିମ୍‌ ତୁରୁମୁଙ୍ଗା ପୋଲିସ ସହାୟତାରେ ରାଜନଗର ଗ୍ରାମରେ ଚଢ଼ାଉ କରି ଦୁଇ ଯୁବକଙ୍କୁ ଆଜି ଉଠାଇ ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ସର୍ବସାଧାରଣରେ ଅପମାନ ପାଇଲା ପାକିସ୍ତାନ, ଟିମ ଇଣ୍ଡିଆ କଲା ଏମିତି କାମ

ନୂଆଦିଲ୍ଲୀ,୧୪।୯: ଭାରତୀୟ ଦଳ ଶ୍ରୀଲଙ୍କାକୁ ପରାସ୍ତ କରି ମହିଳା ଏସିଆ କପ ୨୦୨୬ର ଟାଇଟଲ ଜିତିଛି। ଫାଇନାଲ ମ୍ୟାଚରେ ଭାରତୀୟ ଦଳ ୭୨ ରନରେ ବିଜୟୀ ହୋଇଥିଲା,…

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଦିବ୍ୟାଙ୍ଗ ସାର୍ଟିଫିକେଟ୍ ନାଁରେ ଚାଲିଛି ମୋଟା ଅଙ୍କର ଠକେଇ! ଶିବିରରେ ଉତ୍ତେଜନା

ହାଟଡ଼ିହୀ/ଛେନାପଦୀ,୧୩।୯(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଆୟୋଜିତ ହୋଇଥିବା ଭୀମଭୋଇ ଭିନ୍ନକ୍ଷମ ଶିବିରରେ ଦଲାଲଙ୍କ ପ୍ରାଦୁର୍ଭାବ ଦେଖାଯାଇଥିଲା। ଅଧିକ ପ୍ରତିଶତର…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?