ମହଙ୍ଗା ପଡ଼ିଲା ଜାଲ ସାର୍ଟିଫିକେଟ: ଚାକିରୀରୁ ବିଦା ହେଲେ ପଞ୍ଚାୟତ ଅଧିକାରୀ

ବରଗଡ଼ ଅଫିସ,୪।୧୦: ବରଗଡ଼ ଜିଲା ବରପାଲି ବ୍ଲକରେ ଅବସ୍ଥାପିତ ପଞ୍ଚାୟତ ନିର୍ବାହୀ ଅଧିକାରୀ ଦେବାନନ୍ଦ ପଣ୍ଡାଙ୍କୁ ଚାକିରୀରୁ ବହିଷ୍କୃତ କରାଯାଇଛି। ଜାଲ ଶିକ୍ଷାଗତ ଯୋଗ୍ୟତା ପ୍ରମାଣ ପତ୍ର ଦେଇ ପଞ୍ଚାୟତ ନିର୍ବାହୀ ଅଧିକାରୀ ପଦବୀ ହାତେଇଥିବା ନେଇ ପ୍ରଶାସନିକ ତଦନ୍ତରୁ ଜଣାପଡିଛି।

ବରଗଡ଼ ଟ୍ରଷ୍ଟଫଣ୍ଡ କଲେଜରୁ ପଣ୍ଡା ୯୦୦ ମାର୍କରୁ ୩୫୧ ମାର୍କ ପାଇ ଥାର୍ଡ ଡିଭିଜନରେ ପାସ୍‌ କରିଥିଲେ। କିନ୍ତୁ ଚାକିରୀ ପାଇଁ ଆବେଦନ କରିଥିବା ସମୟରେ ଦାଖଲ କରିଥିବା ଶିକ୍ଷାଗତ ପ୍ରମାଣ ପତ୍ରରେ ୭୮୯ ମାର୍କ ସହିତ ଫାଷ୍ଟ ଡିଭିଜନରେ ଯୁକ୍ତଦୁଇ ବିଜ୍ଞାନ ପାସ୍‌ କରିଥିବା ଉଲ୍ଲେଖ ରହିଥିଲା। ତେବେ ଏହି ଜାଲିଆତି ଧରାପଡିବା ପରେ ତାଙ୍କୁ ପ୍ରଥମେ ନିଲମ୍ବିତ କରାଯାଇଥିଲା। ତଦନ୍ତ ପ୍ରକ୍ରିୟା ଶେଷ ପରେ ଦେବାନନ୍ଦଙ୍କୁ ଚାକିରୀରୁ ଜିଲାପାଳ ମୋନିଷା ବାନାର୍ଜୀ ବହିଷ୍କୃତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri