ଗଞ୍ଜାମରେ ନକଲି କୋଲ୍ଡ ଡିଙ୍କ୍ସ କାରଖାନା ଠାବ, ମାଲିକଙ୍କୁ ଉଠାଇ ଆଣିଲା ପୋଲିସ

ବ୍ରହ୍ମପୁର ଅଫିସ , ୨୬।୧ – ଗଞ୍ଜାମ ଜିଲାର ସହର ଓ ସହର ତଳି ଅଞ୍ଚଳରୁ ନକଲି ସାମଗ୍ରୀ ପ୍ରସ୍ତୁତ କାରଖାନା ଠାବ ହେବା ବନ୍ଦ ହେଉନାହିଁ। ଖାଦ୍ୟ ନା ’ରେ ବିକ୍ରି ହେଉଛି ଚକଚକିଆ ପ୍ୟାକେଟ। ହେଲେ ଖୋଳପା ଭିତରେ ବିଷ। ପ୍ରଥମେ ମସଲାଗୁଣ୍ଡ, ହଳଦୀ ଗୁଣ୍ଡ, ଲଙ୍କା ଗୁଣ୍ଡ, ପରେ ଚା ପତି, ତା ପରେ ନକଲି ସସ, ପରେ ନକଲି ପାଣି ବୋତଲ, ପରେ ଖାଇବା ତେଲ ଓ ମଙ୍ଗଳବାର ସଦର ଥାନା ପୋଲିସ ରାଉଳ ସୁକୁଣ୍ଡା ଗ୍ରାମରେ ଏକ ଘରେ ପ୍ରସ୍ତୁତ ହେଉଥିବା ନକଲି କୋଲ୍ଡ ଡିଙ୍କ୍ସ କାରଖାନାରେ ଚଢ଼ାଉ କରିଥିଲା। ସେଠାରୁ ବିପୁଳ ପରିମାଣର ନକଲି କୋଲ୍ଡ ଡ୍ରିଂକ୍ସ ଓ ଖାଲି ବୋତଲ, ଠିପି, ମେଶିନ ଓ ଲେବଲ୍‌ ଜବତ କରିଛି । ଘଟଣାରେ ସମ୍ପୃକ୍ତ ମାଲିକ ବଂଶୀଧର ପାତ୍ର ଙ୍କୁ ଥାନାକୁ ଆଣି ପୋଲିସ ଏବେ ଜେରା କରୁଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂତନ ନିର୍ବାହୀ ଅଧିକାରୀ ଭାବେ ଯୋଗଦେଲେ ଅଜିତ କୁମାର: ବ୍ୟବସ୍ଥାକୁ ସୁଦୃଢ଼ କରିବା ଲକ୍ଷ୍ୟ

ପୁରୁଷୋତ୍ତମପୁର,୫।୧୦(ସବିତା ମିଶ୍ର): ଦୀର୍ଘ ଏକ ବର୍ଷ ପରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସିକୁ ମିଳିଛି ନୂତନ ନିର୍ବାହୀ ଅଧିକାରୀ। ଅଜିତ କୁମାର ପଟ୍ଟନାୟକ ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ…

ବିଦ୍ୟାଳୟ ପରିଦର୍ଶନ କରି ମଧ୍ୟାହ୍ନଭୋଜନର ମାନ ଯାଞ୍ଚ କଲେ ବିଧାୟକ

ଗଞ୍ଜାମ, ୫।୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପୋଇରାଶି ପଞ୍ଚାୟତ ଅନ୍ତର୍ଗତ ଭୁଆଁଭୂଇଁ ଗ୍ରାମସ୍ଥିତ ସରକାରୀ ପ୍ରକଳ୍ପ ଉଚ୍ଚ ବିଦ୍ୟାଳୟ ପରିଦର୍ଶନ କରିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣ…

ଧରିତ୍ରୀରେ ଖବର ପ୍ରକାଶ ପରେ ବଡ଼ ପଦକ୍ଷେପ: ସିମନବାଡ଼ିରେ ଡ୍ରେନ ସଫେଇ, ଜେସିବିରେ ହଟିଲା ଅଳିଆ

ଦାରିଙ୍ଗବାଡ଼ି, ୫।୧୦ (ଅରୁଣ ସାହୁ): ଖବର ପ୍ରକାଶ ପରେ ତତ୍ପର ହୋଇଛି ପଞ୍ଚାୟତ ପ୍ରଶାସନ। କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତ ଅଞ୍ଚଳରେ ଦୀର୍ଘଦିନ ଧରି…

ଟିମ୍‌ଇଣ୍ଡିଆ ଉପରେ ICC ନେଲା କଡ଼ା କାର୍ଯ୍ୟାନୁଷ୍ଠାନ: ଜିତିବା ସତ୍ତ୍ୱେ ବି…

ନୂଆଦିଲ୍ଲୀ,୫।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଶେଷ ହୋଇଛି ୩ ମ୍ୟାଚ୍‌ର ଦିନିକିଆ ସିରିଜ। ଭାରତ ସିରିଜକୁ ୨-୧ରେ ଜିତିଥିଲେ ମଧ୍ୟ ତୃତୀୟ ମ୍ୟାଚକୁ ନେଇ ଅନ୍ତର୍ଜାତୀୟ…

ଭଞ୍ଜନଗର ସର୍କଲ ବିଦ୍ୟୁତ କର୍ମଚାରୀଙ୍କ ଧାରଣା: ଟାଟା ପାୱାରରେ ଛଟେଇ ଓ କର୍ମଚାରୀ ହ୍ରାସକୁ ବିରୋଧ

ଭଞ୍ଜନଗର, ୫।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ଅଧୀକ୍ଷଣ ଯନ୍ତ୍ରୀଙ୍କ ଅଧୀନରେ କାର୍ଯ୍ୟରତ ଠିକା ବିଦ୍ୟୁତ କର୍ମଚାରୀଙ୍କ ଛଟେଇ ଆଶଙ୍କା ଏବଂ କଣ୍ଟ୍ରୋଲ୍…

ନୋଟ୍ ନୁହେଁ, ଭୋଟ୍! ଛାତ୍ର ନିର୍ବାଚନରେ ଖର୍ଚ୍ଚ ସୀମା ୫ ହଜାର

ଭୁବନେଶ୍ୱର,୫।୧୦: କଲେଜ ଓ ବିଶ୍ୱବିଦ୍ୟାଳୟରେ ନିର୍ବାଚନକୁ ନେଇ ଆସିଲା କଡ଼ା ନିୟମ। ନିର୍ବାଚନ ଲଢ଼ୁଥିବା ପ୍ରତ୍ୟେକ ପ୍ରାର୍ଥୀ ସର୍ବାଧିକ ୫ ହଜାର ଟଙ୍କା ଖର୍ଚ୍ଚ କରିପାରିବେ। ନିର୍ବାଚନୀ…

ପୃଥ୍ବୀ ଶ’ଙ୍କ ଚମକିଲା ଭାଗ୍ୟ: ମିଳିଲା ବଡ଼ ଦାୟିତ୍ୱ

ମୁମ୍ବାଇ,୫।୧୦: ବ୍ୟକ୍ତିଗତ ଜୀବନରେ ଉତ୍‌ଥାନପତନ ମଧ୍ୟରେ ଭାରତୀୟ କ୍ରିକେଟର ପୃଥ୍ବୀ ଶ’ଙ୍କ କ୍ରିକେଟ କ୍ୟାରିୟରରେ ଆସିଛି ଏକ ବଡ଼ ମୋଡ଼। ଆଗାମୀ ରଣଜୀ ଟ୍ରଫିର ପ୍ରଥମ ମ୍ୟାଚ…

‘ସ୍ବଚ୍ଛତାକୁ ଜୀବନର ଅବିଚ୍ଛେଦ୍ୟ ଅଙ୍ଗ କରିବାକୁ ଅଧ୍ୟକ୍ଷଙ୍କ ଆହ୍ବାନ’

ଭଞ୍ଜନଗର,୫ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ସୋମବାର ସ୍ବଚ୍ଛ ଭାରତ ଅଭିଯାନ ମାଧ୍ୟମରେ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବିଦ୍ୟାଳୟ ଅଧ୍ୟକ୍ଷ ପ୍ରଦୀପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?