୩୦ ହଜାର ଠକେଇ, ନକଲି କମ୍ପାନୀ କର୍ମଚାରୀ ଗିରଫ

ଭୁବନେଶ୍ୱର,୨।୯ (ବ୍ୟୁରୋ): ନିଜକୁ ରାଜ୍ୟର ଅମୁଲ କମ୍ପାନୀର ମୁଖ୍ୟ ବୋଲି ପରିଚୟ ଦେଇଥିଲେ। କମ୍‌ ଟଙ୍କାରେ ଅମୁଲ ଆଉଟ୍‌ଲେଟ କାଉଣ୍ଟର ଯୋଗାଇଦେବାକୁ ପ୍ରତିଶ୍ରୁତି ଦେଇ ଜଣେ ବ୍ୟକ୍ତିଙ୍କଠାରୁ ୩୦ ହଜାର ଟଙ୍କା ଠକିଥିବା ଜଣେ ବ୍ୟକ୍ତିଙ୍କୁ ଖଣ୍ଡଗିରି ଥାନା ପୋଲିସ ଗିରଫ କରିଛି। ସେ ହେଲେ ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ରହୁଥିବା କଟକ ଜିଲା ଚାଉଳିଆଗଞ୍ଜ ଥାନା ଅନ୍ତର୍ଗତ ନୂଆବଜାର ଗ୍ରାମର ଜ୍ଞାନରଞ୍ଜନ ସାରଙ୍ଗୀ (୪୨)। ତାଙ୍କଠାରୁ ୩୦ ହଜାର ଟଙ୍କା ଜବତ କରାଯାଇଛି। ଏନେଇ ପୋଲିସ ମାମଲା (ନଂ ୪୪୫/୨୨) ରୁଜୁ କରି ଅଭିଯୁକ୍ତଙ୍କୁ ଗୁରୁବାର କୋର୍ଟ ଚାଲାଣ କରିଥିଲା। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚାରବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ; ନା ସଭ୍ୟତା, ନା ଇତିହାସ….

ତେହରାନ,୫ା୭: ଡୋନାଲ୍ଡ ଟ୍ରମ୍ପଙ୍କ ନିରନ୍ତର ବୟାନବାଜି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ଟ୍ରମ୍ପ ଦାବି କରିଥିଲେ ଯେ ସେ ଦେଶର ବରିଷ୍ଠ ନେତାମାନଙ୍କୁ…

ପାରାଗୁଏକୁ ହରାଇ କ୍ୱାର୍ଟର ଫାଇନାଲରେ ପହଞ୍ଚିଲା ଫ୍ରାନ୍ସ

ଫିଲାଡେଲଫିଆ, ୫ା୭: ପେନାଲ୍ଟି କିକ୍‌ରୁ କିଲିଆନ ଏମ୍‌ବାପେଙ୍କ ଗୋଲ ବଳରେ ରବିବାର ଖେଳାଯାଇଥିବା ରାଉଣ୍ଡ ଅଫ୍‌-୧୬ ମ୍ୟାଚ୍‌ରେ ଫ୍ରାନ୍ସ ୧-୦ ଗୋଲରେ ପାରାଗୁଏକୁ ପରାସ୍ତ କରି କ୍ୱାର୍ଟର…

ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଆପଣା ଭାଇ: ପରସ୍ପରକୁ ହତ୍ୟା ଉଦ୍ୟମ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମରେ ଗତ ଏପ୍ରିଲ ୨୧ ତାରିଖ  ସକାଳେ ପୈତୃକ ସମ୍ପତ୍ତି ପାଇଁ ପାରିବାରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri