Posted inଭଦ୍ରକ

ନକଲି ଭିନ୍ନକ୍ଷମ ସାର୍ଟିଫିକେଟରେ ପାଠପଢ଼ା ଘଟଣା, ରୁଜୁ ହେଲା ମାମଲା

ଭଦ୍ରକ ଅଫିସ, ୧୩।୧:  ଓଡ଼ିଶାର ଦ୍ୱିତୀୟ ସର୍ବପୁରାତନ ଭଦ୍ରକ ସ୍ବୟଂଶାସିତ ମହବିଦ୍ୟାଳୟରେ ନକଲି ଦିବ୍ୟାଙ୍ଗ ସାର୍ଟିଫିକେଟ ଦେଇ ୩ବର୍ଷ ମଧ୍ୟରେ ଶତାଧିକ ଛାତ୍ରୀଛାତ୍ର ପାଠ ପଢ଼ିଛନ୍ତି। ଏହି ଘଟଣାରେ ବିଜେଡି ଲିଙ୍କ ରହିଥିବାରୁ ଆର୍‌ଟିଆଇ ତଥ୍ୟ ମାଗିଥିବା ଛାତ୍ରଙ୍କୁ ଧମକ ଦିଆଯାଉଥିବା ନେଇ ଟାଉନ ଥାନାରେ ଅଭିଯୋଗ ହୋଇଛି। ଆର୍‌ଟିଆଇ ତଥ୍ୟ ବଳରେ ଏହି ଘଟଣା ପଦାକୁ ଆସିଥିବାରୁ ଆର୍‌ଟିଆଇ ମାଗିଥିବା ଡିଜେ ଦୀପ୍ତୀମନ ଜେନା, ଜ୍ଞାନରଞ୍ଜନ ପରିଡ଼ା ଓ ସତ୍ୟଜିତ ରାଉତ, ଅଭିନାଶ ରାମ ପ୍ରମୁଖଙ୍କୁ ହତ୍ୟା ଧମକ ଦିଆଯାଉଥିବା ନେଇ ଭଦ୍ରକ ଟାଉନ ଥାନାରେ ମଙ୍ଗଳବାର ଅଭିଯୋଗ ହୋଇଥିଲା। ଏନେଇ ଟାଉନ ପୋଲିସ ପକ୍ଷରୁ ହତ୍ୟା ଧମକ ଦେଇଥିବା ୫ ଜଣଙ୍କ ନାଁରେ ଏକ ମାମଲା (ନଂ ୧୭/୨୨) ରୁଜୁ କରାଯାଇଥିବା ଥାନା ଅଧିକାରୀ ଉମାଶଙ୍କର ନାୟକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝିଆରୀଙ୍କୁ ବଳାତ୍କାର କଲେ ଦାଦା: ଘରେ କେହି ନ ଥିବାବେଳେ…

ଭଦ୍ରକ,୯ା୭(ସନାତନ ରାଉତ): ନାବାଳିକା ଝିଆରୀଙ୍କୁ ବଳାତ୍କାର ଅଭିଯୋଗରେ ସମ୍ପର୍କୀୟ ଦାଦାଙ୍କୁ ପୋଲିସ ଗିରଫ କରିଛି। ଏପରି ଘଟଣା ଘଟିଛି ଭଦ୍ରକ ଟାଉନ ଥାନା ଅଞ୍ଚଳରେ। ରଜ ସମୟରେ…

ବେଆଇନ କରତକଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର କାଠ ସହ…

ଧାମନଗର,୮ା୭(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନରେ ଖୋଲାଖୋଲି ଚାଲୁଛି ବେଆଇନ କରତକଳ। ଏହି ବେଆଇନ କରତକଳଗୁଡିକୁ ଧରିବା ପାଇଁ କାର୍ଯ୍ୟରତ ରେଞ୍ଜର ବବୁଲ ମଲିକ…

ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ କରି ପ୍ରଧାନଶିକ୍ଷକ ଅଟକ

ଭଣ୍ଡାରିପୋଖରୀ,୭।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାଲିପୋଖରୀ ପଞ୍ଚାୟତ ଶୁକଦେବ ଜେନା ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ…

ଚନ୍ଦ୍ରକାନ୍ତ ମୃତ୍ୟୁ ଘଟଣା: ନ୍ୟାୟ ଦାବିରେ ରାସ୍ତା ଅବରୋଧ

ଧୂଷୁରୀ, ୭।୭( ଦୀପ୍ତି ରଞ୍ଜନ ନାୟକ ) : ଧୂଷୁରୀ ଥାନା ଅଧୀନ ମଠଡିହ ବଜାରରେ ମଙ୍ଗଳବାର ପୂର୍ବାହ୍ନରେ ନିକଟସ୍ଥ ସାଠିବାଙ୍କୁଡା ଗ୍ରାମର ମହିଳା,ପୁରୁଷ,ଯୁବତୀ, ଯୁବକ ପ୍ଲାଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri