ଖୋଲୁଛି ରସିକିଆ ନକଲି ଡାକ୍ତରଙ୍କ ଗୁମର

ଭୁବନେଶ୍ୱର,୧୭ା୨(ବ୍ୟୁରୋ): ରସିକିଆ ନକଲି ଡାକ୍ତର ରମେଶ ସ୍ବାଇଁଙ୍କ ଗୁମର ଦିନକୁ ଦିନ ଫିଟିବାରେ ଲାଗିଛି। ଏମବିବିଏସ୍‌ ନୁହଁ ବରଂ ଏହି ରସିକିଆ ଡାକ୍ତର ମାଟ୍ରିକ ଫେଲ୍‌ ହୋଇଥିବା ତଦନ୍ତ ବେଳେ ଜାଣିବାକୁ ପାଇଛି ପୋଲିସ। ରମେଶଙ୍କ ସମ୍ପର୍କୀୟଙ୍କୁ ପଚରାଉଚରା ପରେ ଏ କଥା ଜାଣିବାକୁ ପାଇଛି ପୋଲିସ । ଏପଟେ ନକଲି ଡାକ୍ତରଙ୍କ ସ୍ତ୍ରୀଙ୍କ ତାଲିକା ବି ବଢ଼ିବାରେ ଲାଗିଛି ।

ବର୍ତ୍ତମାନ ଯାଏ ସେ ୧୮ ଜଣଙ୍କୁ  ବିବାହ କରିଥିବା ଜଣାପଡ଼ିଛି । କେବଳ ବିବାହ ନୁହଁ, କ୍ଲିନିକ ଖୋଲି ଠକେଇ କରିଥିବା ଜଣାପଡ଼ିଛି। କଟକ ଓ ଢେଙ୍କାନାଳରେ ଲାଇଫ୍‌ ସ୍ପାନ ନାମରେ ଦୁଇଟି କ୍ଲିନିକ୍‌ ଖୋଲିଥିଲେ । କର୍ମଚାରୀ ଓ ଡାକ୍ତରଙ୍କୁ ଦରମା ନ ଦେଇ ଠକିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri