ରାଜଧାନୀରୁ ନକଲି ଡାକ୍ତର ଗିରଫ: ପ୍ରେମ ଜାଲରେ ଫସାଇଲେ ମହିଳା ଡାକ୍ତରଙ୍କୁ

ଭୁବନେଶ୍ୱର,୬।୨:ରାଜଧାନୀରୁ ନକଲି ଡାକ୍ତର ସରୋଜ ମିଶ୍ର ଓରଫ ସିଦ୍ଧାର୍ଥ ଶଙ୍କରଙ୍କୁ ଗିରଫ କରାଯାଇଛି। ମଞ୍ଚେଶ୍ୱର ପୋଲିସ ସିଦ୍ଧାର୍ଥଙ୍କୁ ୧ଲକ୍ଷ ୩୦ ହଜାର ଟଙ୍କା ଠକେଇ ଅଭିଯୋଗରେ ଗିରଫ କରିଛି। ଘରୋଇ ମେଡିକାଲ କଲେଜର ଜଣେ ମହିଳା ମେଡିକାଲ ଅଫିସରଙ୍କୁ ଠକିଥିବା ଅଭିଯୋଗ ହୋଇଛି। ମାଟ୍ରିମୋନିଆଲ ସାଇଟ୍‌ରୁ ଉଭୟଙ୍କ ମଧ୍ୟରେ ସମ୍ପର୍କ ଗଢ଼ି ଉଠିଥିଲା। ପୁଣେରେ ଡାକ୍ତର ଥିବା କହି ବିଶ୍ୱାସ ଜମାଇ ଫସାଇଥିବା ଅଭିଯୋଗ ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

ଅବସରପ୍ରାପ୍ତ ପ୍ରାଧ୍ୟାପକଙ୍କ ପରଲୋକ, ଅଞ୍ଚଳରେ ଶୋକର ଛାୟା 

ଦିଗପହଣ୍ଡି,୨୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜର ଅବସରପ୍ରାପ୍ତ ପ୍ରାଧ୍ୟାପକ ଉଜ୍ଜଳ ପଣ୍ଡାଙ୍କ ୬୬ ବର୍ଷ ବୟସରେ ପରଲୋକ ହୋଇଛି । ସେ…

ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….

ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା…

କାଳ ହେଲା କାଳବୈଶାଖୀ; ଉଡେଇଲା-ବୁଡେଇଲା, ୧୫ରୁ ଉର୍ଦ୍ଧ ପରିବାର ସର୍ବସ୍ବାନ୍ତ

ଆନନ୍ଦପୁର,୨୫ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ରେ ବୁଧବାର ଅପରାହ୍ନ ୩ ଟା ସମୟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି…

ସାନଖେମୁଣ୍ଡିରେ ସ୍କୁଲ ପ୍ରବେଶ ଉତ୍ସବ, ଖଡ଼ିଛୁଆଁ ପାଇଁ ବଣ୍ଟାଗଲା ନିମନ୍ତ୍ରଣ ପତ୍ର 

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ୨୦୨୬-୨୭ ଶିକ୍ଷାବର୍ଷ ପ୍ରାରମ୍ଭରେ ଶିଶୁବାଟିକା ଓ ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍କୁଲ ପ୍ରବେଶ…

ଦିଗପହଣ୍ଡିରେ କାଳବୈଶାଖୀ ପ୍ରଭାବ; ମୁଖ୍ୟମନ୍ତ୍ରୀ ବସ ଉପରେ ପଡ଼ିଲା ଗଛ ଡାଳ, ୪୦ ଯାତ୍ରୀ ଚିତ୍କାର….

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୧ ଟାରୁ ସାଢ଼େ ୩ ଟା ଯାଏଁ…

ହଠାତ୍‌ ବଦଳିଗଲା ପାଗ: ଧୂଳିଝଡ଼ ସହ କୁଆପଥର ମାଡ଼

ବନ୍ତ,୨୫ା୩(କିଶୋର କୁମାର ସେଠୀ): ବୁଧବାର ଅପରାହ୍ନରେ ହଠାତ୍‌ ପାଗ ବଦଳିଯିବା ସହ ବନ୍ତ ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ପ୍ରବଳ ବେଗରେ ପବନ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri