ନକଲି ଫେସ୍‌ବୁକ୍‌ ଆକାଉଣ୍ଟ ଖୋଲି କରୁଥିଲେ ଅପବ୍ୟବହାର: ଯୁବକ ଗିରଫ

ବଡ଼ବିଲ,୧୦ା୭(ସ୍ବ.ପ୍ର): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଞ୍ଚଳର ଜଣେ ଯୁବକ ଓ ଜଣେ ଯୁବତୀଙ୍କ ନାମରେ ନକଲି ଫେସ୍‌ବୁକ ଆକାଉଣ୍ଟ ଖୋଲି ଅପବ୍ୟବହାର କରିଥିବା ଅଭିଯୋଗରେ ପୋଲିସ ଜଣଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ହେଲେ କେନ୍ଦୁଝର ସଦର ଥାନା ପର୍ଜ୍ଜନପୁର ଗ୍ରାମର ଧୀରେନ ମହାନ୍ତ। ଅଭିଯୁକ୍ତ ଜଣକ ଜଣେ ଯୁବତୀ ଓ ଜଣେ ଯୁବକଙ୍କ ନାମରେ ଫେକ୍‌ ଫେସ୍‌ ବୁକ ଆକାଉଣ୍ଟ ଖୋଲିବା ସହ ଅଶ୍ଳୀଳ ଫଟୋ ଓ ମନ୍ତବ୍ୟ ପୋଷ୍ଟ କରିଥିବା ନେଇ ବଡ଼ବିଲ ଥାନାରେ ଗତ ୬ ତାରିଖ ମଙ୍ଗଳବାର ଅଭିଯୋଗ ହୋଇଥିଲା। ଏନେଇ ପୋଲିସ ପକ୍ଷରୁ ବଡ଼ବିଲ ଥାନା କେସ ନଂ ୧୧୨/୨୧ରେ ମାମଲା ରୁଜୁ କରାଯାଇ ତଦନ୍ତ ଜାରି ରହିଥିଲା ବୋଲି ବଡ଼ବିଲ ଥାନା ଆଇଆଇସି ସୁଶାନ୍ତ ଦାଶ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୁଣାଣି ଚାଲିଥିବା ବେଳେ କୋର୍ଟ ଛାତରୁ ଡେଇଁ ପଡ଼ିଲେ ଅଭିଯୁକ୍ତ

ଝାରସୁଗୁଡ଼ା,୧୬।୪: ଝାରସୁଗୁଡ଼ା ଜିଲା ଦୌରାଜଜଙ୍କ ଅଦାଲତର ଦ୍ୱିତୀୟ ମହଲାରୁ ମଙ୍ଗଳବାର ଜଣେ ଅଭିଯୁକ୍ତ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ ବେଲପାହାଡ଼ ଥାନା...

ଫେରାର କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ

କାଳିଆ ପାଣି,୧୬।୪:(ଅସିତ ମହାନ୍ତ): ଯାଜପୁର ଜିଲା କାଳିଆପାଣି ଥାନା ଅଧୀନ ପାନାସିଆ ଗାଁର ଜଣେ ବିଚାରଧୀନ ଫେରାର କଏଦୀଙ୍କ ମଙ୍ଗଳବାର ସନ୍ଦେହଜନକ ମୃତ୍ୟୁ ଘଟିଛି। ସେ...

ମହିଷମର୍ଦ୍ଦିନୀ ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୧୬।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଇଷ୍ଟଦେବୀ ମା’ତାରାତାରିଣୀଙ୍କ ଚତୁର୍ଥପାଳି ଚୈତ୍ର ମଙ୍ଗଳବାର ଯାତ୍ରାରେ ପ୍ରବଳ ଜନ ସମାଗମ ହୋଇଛି। ଏନେଇ ରତ୍ନଗିରି ପାହାଡ଼...

ଏହି ଆସନରେ ପ୍ରାର୍ଥୀ ବଦଳାଇଲା ଭାଜପା: କର୍ମୀଙ୍କ ମଧ୍ୟରେ ଖୁସିର ମାହୋଲ

ପଟ୍ଟାଙ୍ଗି,୧୬।୦୪(ଶରତ ଧଳ): କୋରାପୁଟ ଲୋକ ସଭା ଅଧିନସ୍ଥ ପଟ୍ଟାଙ୍ଗି ନିର୍ବାଚନ ମଣ୍ଡଳୀକୁ ହାତେଇବା ପାଇଁ ତିନି ଦଳ ମଧ୍ୟରେ ଆଗଭର ଦେଖାଦେଇଛି। ଏଥିପାଇଁ ଦଳୀୟ କର୍ମୀଙ୍କ...

ଦଳରେ ମିଶୁମିଶୁ ମିଳିଗଲା ଟିକେଟ

ଭୁବନେଶ୍ୱର,୧୨।୪: ଭାଜପା ମଙ୍ଗଳବାର ୨୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ କୋରାପୁଟ ଜିଲା ଲକ୍ଷ୍ମୀପୁର ନିର୍ବାଚନ ମଣ୍ଡଳୀ ପାଇଁ ପୂର୍ବତନ ବିଧାୟକ କୈଳାଶ...

ସାଙ୍ଗରେ ପ୍ରଚାର କରୁଛନ୍ତି ଅରୂପ, ରୁଦ୍ର

ପୁରୀ,୧୬।୪: ନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି ନେତାଙ୍କ ପ୍ରଚାର ମଧ୍ୟ ଜୋର ଧରିଛି। ଏହି ପରିପ୍ରେକ୍ଷୀରେ ବିଜେଡି ପକ୍ଷରୁ ସୋମବାର ପୁରୀ ନିର୍ବାଚନମଣ୍ଡଳୀରେ ପ୍ରଚାରକୁ...

ସିରିଜ ଦୁର୍ଘଟଣା: ୨ ମୃତ, ଜଣେ ଗୁରୁତର

କେନ୍ଦୁଝର,୧୬।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହର ଏନଏଚ ୨୦ର ଧୃପଦା ନିକଟରେ ଏକ ସିରିଜ ଦୁର୍ଘଟଣା ଘଟିଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟଜଣେ...

ସହରରେ ପଶିଲା ବାର୍‌ହା, ବଢିଲା ଭୟ

କେନ୍ଦୁଝର,୧୬।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହର ଜିଲା କୋର୍ଟ ନିକଟ ମାର୍କେଟ କମ୍ପ୍ଲେକ୍ସର ଆପୋଲ ମେଡିସିନ ଦୋକାନ ଭିତରେ ମଙ୍ଗଳବାର ଏକ ବଣୁଆ ବାର୍‌ହା ହଠାତ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri