Posted inଜାତୀୟ

ନକଲି ଆଇଏଏସ ଗିରଫ

ଗାଜିଆବାଦ,୨୬।୧୦-ଉତ୍ତରପ୍ରଦେଶର ଗାଜିଆବାଦ ପୋଲିସ ଜଣେ ନକଲି ଆଇଏଏସଙ୍କୁ ସୋମବାର ଖୋଦା ଅଞ୍ଚଳରୁ ଗିରଫ କରିଛି। ଗିରଫ ଯୁବକ ଜଣକ ହେଲେ ଅଭିଷେକ ଚୌବେ।
ପୋଲିସ କହିଛି, ଅଭିଷେକ ଗୃହ ମନ୍ତ୍ରଣାଳୟରେ ଏକ ବର୍ଷ ଟାଇପିଷ୍ଟ ଭାବରେ କାର୍ଯ୍ୟ କରିଥିଲେ। ଏହି ସମୟ ମଧ୍ୟରେ ସେ କିପରି ପ୍ରଶାସନିକ କାର୍ଯ୍ୟ କରିବେ ସେଠାରୁ ଶିଖିଥିଲେ। ଗୃହ ମନ୍ତ୍ରଣାଳୟରେ ଟାଇପିଂ କାମ ଛାଡିବା ପରେ ଅଭିଷେକ ନିଜକୁ ଆଇଏଏସ କହି ବରିଷ୍ଠ ଅଧିକାରୀମାନଙ୍କୁ ଫୋନରେ ନିଜେ କାମ କରିବାକୁ ନିର୍ଦ୍ଦେଶ ଦେଉଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

LPG ଠାରୁ ଆରମ୍ଭ କରି UPI-NPS ପର୍ଯ୍ୟନ୍ତ, ଅକ୍ଟୋବର ୧ରୁ ଲାଗୁ ହେବ ବଡ଼ ପରିବର୍ତ୍ତନ! ଆଗୁଆ କରନ୍ତୁ ଏମିତି ମିଳିବ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୯: ଅକ୍ଟୋବର ଆରମ୍ଭ ହେବାକୁ ଯାଉଛି, ଯାହା ସହିତ ଉତ୍ସବର ଋତୁ ଏବଂ ଅନେକ ପର୍ବପର୍ବାଣୀ ଆସୁଛି। ତଥାପି, ଏହି ମାସରେ କିଛି ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ମଧ୍ୟ…

‘ଭାଜପା ରାମଙ୍କୁ ଚୋରି କରିଛି’, ମୁଖ୍ୟମନ୍ତ୍ରୀଙ୍କ ବୟାନକୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ,୨୯।୯: ଭଗବାନ ରାମ ଓ ଭଗବାନ ଶିବଙ୍କୁ ନେଇ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେବନ୍ତ ରେଡ୍ଡୀଙ୍କ ମନ୍ତବ୍ୟକୁ ନେଇ ରାଜନୀତି ଚର୍ଚ୍ଚା ତେଜ ହୋଇଛି । ଦିଲ୍ଲୀରେ…

ବଙ୍ଗ ରାଜନୀତିରେ ହଇଚଇ; ଉପନିର୍ବାଚନ ପୂର୍ବରୁ ଦିଦିଙ୍କୁ ବଡ଼ ଝଟକା, ୧୦୦ରୁ ଅଧିକ….

କୋଲକାତା,୨୯।୯: ପଶ୍ଚିମବଙ୍ଗରେ ଆଗାମୀ ଉପନିର୍ବାଚନ ପୂର୍ବରୁ ତୃଣମୂଳ କଂଗ୍ରେସ (TMC)ରେ ଦଳୀୟ ପରିବର୍ତ୍ତନକୁ ନେଇ ଚର୍ଚ୍ଚା ଜୋର ଧରିଛି । ମାଲଦା ଜିଲାର ମହିଷ ବାଥାନୀ ଅଞ୍ଚଳର…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅଟଳ CJP, ଆସାମରୁ ଏଭଳି ଚେତାବନୀ ଦେଲେ ଆଶୁତୋଷ ରାଙ୍କା

ଗୁଆହାଟୀ,୨୯।୯: ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ନାମରେ ଭୋଟର ତାଲିକାରୁ ୧୩ କୋଟି ଲୋକଙ୍କ ନାମକୁ ବାଦ୍‌ ଦିଆଯାଇଥିବା ଅଭିଯୋଗକୁ ନେଇ ସିଇସି ଜ୍ଞାନେଶ କୁମାରଙ୍କ ଇସ୍ତଫା…

କେନ୍ଦ୍ର-ସିବିଏସ୍‌ଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ୬ଷ୍ଠ ଶ୍ରେଣୀ ପିଲାଙ୍କୁ ୩ ଭାଷା ନୀତିରୁ…

ନୂଆଦିଲ୍ଲୀ,୨୯।୯(ପି.ଟି.): କେନ୍ଦ୍ର ସରକାରଙ୍କ ୩ ଭାଷା ନୀତିରୁ ୭ମ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ବାଦ୍‌ ଦିଆଯାଇଥିବାବେଳେ ବର୍ତ୍ତମାନର ୬ଷ୍ଠ ଶ୍ରେଣୀ ପିଲାଙ୍କୁ ମଧ୍ୟ ଉକ୍ତ ନୀତିରୁ ବାଦ୍‌ ଦେବା…

ଡବ୍ଲ୍ୟୁଏଚ୍‌ଓ-ୟୁନିସେଫ୍‌ ରିପୋର୍ଟରେ ଚାଞ୍ଚଲ୍ୟକର ତଥ୍ୟ, ଭାରତର ୫ କୋଟି ସ୍କୁଲ ପିଲାଙ୍କୁ ମିଳୁନି…

ନୂଆଦିଲ୍ଲୀ,୨୯।୯(ପି.ଟି.): ଭାରତର ବିଦ୍ୟାଳୟଗୁଡ଼ିକରେ ପାଖାପାଖି ଏକ-ପଞ୍ଚମାଂଶ ପିଲାଙ୍କୁ ପରିମଳ ସେବା ଉପଲବ୍ଧ ହେଉନାହିଁ, ଯାହାକି ବିଶ୍ୱରେ ସର୍ବାଧିକ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ଏବଂ ୟୁନିସେଫ୍‌ର ଯୁଗ୍ମ…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ନିର୍ବାଚନ କମିଶନଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ୩ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୮।୯: ସୁପ୍ରିମକୋର୍ଟ ସୋମବାର ନିର୍ବାଚନ କମିଶନଙ୍କୁ ଏକ ବଡ଼ ନିର୍ଦ୍ଦେଶ ଦେଇଛନ୍ତି। ତୃଣମୂଳ କଂଗ୍ରେସ (TMC)ର ଦୁଇ ବିରୋଧୀ ଗୋଷ୍ଠୀ ମଧ୍ୟରେ ‘ଅଲ ଇଣ୍ଡିଆ ତୃଣମୂଳ କଂଗ୍ରେସ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?