ଫେକ୍‌ ଆଇଏଏସ୍‌ଙ୍କ ଫଟୋ ଭାଇରାଲ

ଦାରିଙ୍ଗବାଡ଼ି,୫।୮ (ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଜଣେ ଯୁବକ ଆଇଏଏସ୍‌ ପାଇଥିବା ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି। କେବଳ ସେତିକି ନୁହେଁ, କେହି ଜଣେ ମୁଖ୍ୟମନ୍ତ୍ରୀଙ୍କ ଫେକ୍‌ ଟୁଇଟର୍‌ ଆକାଉଣ୍ଟ ଖୋଲି ସମ୍ପୃକ୍ତ ବ୍ୟକ୍ତିଙ୍କୁ ଶୁଭେଚ୍ଛା ଜଣାଇଥିବା ଫଟୋ ମଧ୍ୟ ଭାଇରାଲ୍‌ ହେଉଛି। ଫଟୋରେ ଥିବା ବ୍ୟକ୍ତି ଜଣକ ବୁଧବାର ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ଏହାକୁ ରଖିଥିଲେ। ଗଣମାଧ୍ୟମ ପ୍ରତିନିଧିମାନେ ସତ୍ୟାସତ୍ୟ ଜାଣିବା ପାଇଁ ତାଙ୍କ ସହ ଯୋଗାଯୋଗ କରିବାରେ ସେ ଆଇଏଏସ୍‌ ପାଇ ନ ଥିବା କହିଛନ୍ତି। ତାଙ୍କର ୟୁପିଏସ୍‌ସି ପରୀକ୍ଷା କ୍ଲିିୟର ହୋଇ ନ ଥିବା ଜଣାଇଥିଲେ। ଏ ନେଇ କନ୍ଧମାଳ ଏସ୍‌ପି ବିନୀତ ଅଗ୍ରୱାଲଙ୍କ ସହ ଯୋଗାଯୋଗ କରିବାରୁ ଫୁଲବାଣୀ ଟାଉନ ଥାନାରେ ଏ ସମ୍ପର୍କରେ ଏକ ମାମଲା ରୁଜୁ କରାଯାଇ ତଦନ୍ତ ଚାଲିଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ସନ୍ତାନ ଜନ୍ମଦେଲେ ୧୬ ବର୍ଷୀୟା ନାବାଳିକା: ପୋଲିସର ମାମଲା ରୁଜୁ

କେନ୍ଦୁଝର, ହାଟଡିହୀ,୩୦।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ ଶୁଭକାନ୍ତ ନାୟକ/ନିରାକାର ପରିଡା ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକା କନ୍ୟା ସନ୍ତାନକୁ ଜନ୍ମ…

ଧର୍ମଶାଳାରେ ଚାଞ୍ଚଲ୍ୟ, କେଲୁଅ ନଦୀରେ ଭାସୁଛି ମୃତଦେହ

ଧର୍ମଶାଳା,୩୦ା୮(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଦେଓଦା ପଞ୍ଚାୟତ ବାସୁଦେବପୁର ଶନି ମନ୍ଦିର ନିକଟ କେଲୁଅ ନଦୀରେ ଏକ ଅଜଣା ଶବ ଭାସୁଥିବା…

ନେପାଳ ବନ୍ୟା: ବଢୁଛି ଜଳସ୍ତର, ସତର୍କ କରାଇଲେ ସରକାର

କାଠମାଣ୍ଡୁ,୩୦।୮: ବୁଧବାର ହୋଇଥିବା ଭୟଙ୍କର ବନ୍ୟା ପରେ ନେପାଳର ପରିସ୍ଥିତି ଗମ୍ଭୀର ରହିଛି। ମଧ୍ୟ ନେପାଳରେ ହଠାତ ବନ୍ୟାରେ ମୃତ୍ୟୁ ସଂଖ୍ୟା ୭୩୪ ରେ ପହଞ୍ଚିଛି, ଯେତେବେଳେ…

ଅଧରାତିରେ ଘର ଉପରକୁ ମାଡ଼ିଗଲା ଟ୍ରକ୍, ପରିବାର ଲୋକେ…

ପଦ୍ମପୁର,୩୦ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର-ପାଟଣାଗଡ଼ ରାସ୍ତାର ରଜାପଡ଼ାଠାରେ ଏକ ବଡ଼ ଅଘଟଣ ଘଟିଯାଇଛି । ରବିବାର ରାତି ପ୍ରାୟ ୧ଟା ସମୟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ…

ଗୁଟଖା ପ୍ରେମୀଙ୍କୁ ଝଟକା; ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ବ୍ୟବସାୟ ବନ୍ଦ….

କଟକ,୩୦ା୮(ପ୍ରଭୁକଲ୍ୟାଣ ପାଲ୍): ଗୁଟଖା ପ୍ରେମୀଙ୍କୁ ଝଟକା। ରାଜ୍ୟରେ ଗୁଟଖା ବ୍ୟବସାୟ ବନ୍ଦ ହେବ । ରାଜ୍ୟରେ ଚିୱିଙ୍ଗ୍ ଟବାକୋ ବନ୍ଦ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

ପାଟଣାରେ ଚାଞ୍ଚଲ୍ୟ: କାଠ ଫାଳିଆରେ ପିଟି ସ୍ତ୍ରୀଙ୍କୁ ହତ୍ୟା, ସ୍ୱାମୀ ଅଟକ

ପାଟଣା, ୨୯/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଧୀନ ମଲ୍ଲିପଶି ଭୂମିଜ ସାହିରେ ଶନିବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ…

ନେପାଳ ପରେ, ଚାଇନାରେ ବିପର୍ଯ୍ୟୟ; ୪୯ ଭାରତୀୟ ନିଖୋଜ, ହେଲ୍ପଲାଇନ ନମ୍ବର ଜାରି

ବେଜିଂ,୩୦।୮: ଅଗଷ୍ଟ ୨୬ ରେ ଚାଇନା-ନେପାଳ ସୀମାରେ ଥିବା ଗାଇରୋଙ୍ଗ ବନ୍ଦରରେ ହୋଇଥିବା ଭୂସ୍ଖଳନ ପରେ ପରିସ୍ଥିତି ଜଟିଳ ରହିଛି। ଦକ୍ଷିଣ-ପଶ୍ଚିମ ଚାଇନାର ଜିଜାଙ୍ଗ ସ୍ବୟଂଶାସିତ ଅଞ୍ଚଳର…

ନବାଗତ ଛାତ୍ରୀଛାତ୍ରଙ୍କୁ ସ୍ୱାଗତ: ସାମ୍ବାଦିକତା କେବଳ ଏକ ବିଷୟ ନୁହେଁ, ଏହା ସମାଜ ପ୍ରତି ଦାୟିତ୍ୱବୋଧ ସହ…

ଭଞ୍ଜନଗର, ୩୦/୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗ ପକ୍ଷରୁ ଯୁକ୍ତ ୩ର ନବାଗତ ଛାତ୍ରୀଛାତ୍ରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri