ନକଲି ଏମ୍‌ଭିଆଇ ଗିରଫ

ଜଳେଶ୍ୱର, ୨୬।୫(ଡି.ଏନ.ଏ.):  ୬୦ନଂ ଜାତୀୟ ରାଜପଥର ଜଳେଶ୍ୱର ନିକଟ ଲକ୍ଷ୍ମଣନାଥ ଟୋଲପ୍ଲାଜା ନିକଟବର୍ତ୍ତୀ ଅଞ୍ଚଳରେ ଏମ୍‌ଭିଆଇ ପରିଚୟ ଦେଇ ଅର୍ଥ ଆଦାୟ କରୁଥିବା ପଶ୍ଚିମବଙ୍ଗ ସୋନାକଣି ଅଞ୍ଚଳର ଅରିନ୍ଦମ ମହାନ୍ତିଙ୍କୁ ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି। ଅରିନ୍ଦମ ଗତବର୍ଷ ତୀର୍ଥଯାତ୍ରୀ ବସ୍‌ ଲୁଟ ଘଟଣାରେ ତାଙ୍କ ୩ ସହଯୋଗୀ ସହିତ ଗିରଫ ହୋଇଥିଲେ। କିଛିଦିନ ହେଲା ସେ ଜେଲରୁ ମୁକୁଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…

ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ…

ମିଳୁନି ୧୫ ମତ୍ସଜୀବୀଙ୍କ ପତ୍ତା, ବାଲେଶ୍ବରରୁ ରହିଛନ୍ତି ୩ ଭାଇ

ଭୋଗରାଇ,୯।୭(ପ୍ରଦୀପ ଦାସ): ଲଘୁଚାପ କାରଣରୁ ସମୁଦ୍ର ଅଶାନ୍ତ ରହିଛି । ଏଭକି ସ୍ଥିତିରେ ଓଡିଶା ସୀମାନ୍ତ ପଶ୍ଚିମବଙ୍ଗ ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ରରୁ ମା କାଳୀ ନାମକ…

ଜଗାଦର୍ଶନ ସାରି ଫେରୁଥିବାବେଳେ ଅଘଟଣ: କଣ୍ଟେନର ପଛପଟୁ ଧକ୍କା ଦେଲା ମିନିବସ୍‌

ବାଲେଶ୍ୱର/ବସ୍ତା, ୮।୭( ହରିଶଙ୍କର ପାଢ଼ୀ/ବାଞ୍ଛାନିଧି ଦେ) : ବସ୍ତା ଥାନା ଅର୍ନ୍ତଗତ ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ ନିକଟ କୁଣ୍ଡପୂର ଛକ ନିକଟରେ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri