Advertisement

ପୁରୀରେ ଜାଲ୍‌ ନୋଟ କାରବାର

ପୁରୀ ଅଫିସ,୨୯।୧୦: ପୁରୀ ସମୁଦ୍ରକୂଳ ବଜାର ଅଞ୍ଚଳରେ ଜାଲ୍‌ ନୋଟ କାରବାର ନେଇ ଚର୍ଚ୍ଚା ହେଉଛି। ଜଣେ ମହିଳା ଏହି ନୋଟ କାରବାର କରୁଥିବା ର଼୍ୟାକେଟଙ୍କ ଟାର୍ଗେଟରେ ରହିଛନ୍ତି। କ୍ଷୀର କିଣିବାକୁ ଯିବା ସମୟରେ ମହଳା ଜଣଙ୍କ ଜାଲ୍‌ ନୋଟ ଦେଇଥିଲେ। ମାତ୍ର ଏହି ନୋଟ୍‌ କେଉଁଠୁ ଆଣିଲେ ବୋଲି ପଚାରିବାରୁ ସେ ସନ୍ତୋଷଜନକ ଉତ୍ତର ନ ଦେଇ ଘଟଣାସ୍ଥଳରୁ ଚାଲିଯାଇଥିଲେ। ସମ୍ପୃକ୍ତା ମହିଳାଙ୍କ ପରିଚୟ ଜଣାପଡ଼ି ନାହିଁ । ଏ ନେଇ ପୁରୀରେ ବେଶ୍‌ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁମୁରି କାନ୍ଦୁଛି ଘୁମୁରା

କାମାକ୍ଷାନଗର, ୨୩।୮:  ଘୁମୁରା ବାଜିଲେ ଉଠୁଥିଲା, ପଡୁଥିଲା ଆଦିବାସୀ ଗାଁ। ବେଶଧାରୀଙ୍କ ନୃତ୍ୟଗୀତରେ ମସ୍‌ଗୁଲ ହୋଇଯାଉଥିଲେ ଶବର ସମ୍ପ୍ରଦାୟର ଆବାଳବୃଦ୍ଧବନିତା। କେବେ ରଣବାଦ୍ୟ ତ କେବେ...

ବନ୍ଦ କାର୍‌ ଭିତରୁ ଅଣନିଃଶ୍ୱାସୀ ହୋଇ ଶିଶୁକନ୍ୟା ଉଦ୍ଧାର ଘଟଣା: ମା’ବାପାଙ୍କ ନାମରେ ମାମଲା ରୁଜୁ କଲା ପୋଲିସ, କରୁଛି ପଚରାଉଚରା

ଢେଙ୍କାନାଳ ଅଫିସ,୪।୧୨: ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଏକ ବନ୍ଦ କାର୍‌ରୁ ଦେଢ଼ବର୍ଷର ଶିଶୁକନ୍ୟା ଅଣନିଃଶ୍ୱାସୀ ଭାବେ ଉଦ୍ଧାର ହେବା ଘଟଣାରେ ଟାଉନ ଥାନା...

ଟିପ୍ପର ଧକ୍କାରେ ମୃତ୍ୟୁ ଘଟଣା ଭିନ୍ନ ମୋଡ଼ ନେଲା: ମା’ଝିଅଙ୍କୁ ଗାଡ଼ି ମଡ଼ାଇ ହତ୍ୟା

ଧର୍ମଶାଳା/ଜେନାପୁର,୫ା୮(ଡି.ଏନ.ଏ.): ଯାଜପୁର ଜିଲା ଜେନାପୁର ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥର ବରଡ଼ା ଛକ ନିକଟରେ ବୁଧବାର ଟିପ୍ପର ଧକ୍କାରେ ମା’ଝିଅଙ୍କ ମୃତ୍ୟୁ ହୋଇଥିଲା।...

ଡଙ୍ଗା ତିଆରି କରିବାକୁ ଆସି ହଟହଟା

କଟକ ଅଫିସ, ୧୬ା୧୧: ଚଳିତବର୍ଷ ବାଲିଯାତ୍ରା ଅବସରରେ ଗିନିଜ୍‌ ଓ୍ବାଲ୍ଡ ରେକଡର୍‌ସରେ ସ୍ଥାନ ପାଇବା ପାଇଁ କଟକ ମହାନଗର ନିଗମ(ସିଏମ୍‌ସି) ପକ୍ଷରୁ ବାରବାଟି ଷ୍ଟାଡିୟମରେ ଡଙ୍ଗା...

ନୀଳଗିରିକୁ ପଶିଲେ ଝାଡ଼ଖଣ୍ଡୀ ହାତୀପଲ

ସଜନାଗଡ଼,୧୬ା୧୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରିକୁ ସୋମବାର ଭୋର୍‌ରୁ ୪୨ ଝାଡ଼ଖଣ୍ଡୀ ହାତୀପଲ ନୀଳଗିରିକୁ ପ୍ରବେଶ କରିଛନ୍ତି। ୨୦୧୦ ମସିହାରୁ ହାତୀପଲ ନୀଳଗିରିକୁ ଜଙ୍ଗଲ ଚିରାଚରିତ ଢଙ୍ଗରେ...

ସରକାରଙ୍କ କରୋନା ଚିନ୍ତା: ଗଞ୍ଜାମ ଜିଲାକୁ ଗଲେ ୪ ଡିଏସ୍‌ପି

କଟକ ଅଫିସ,୫।୭- ଗଞ୍ଜାମ ଜିଲାରେ ବଢୁଥିବା କରୋନା ସଂକ୍ରମଣ ଏବେ ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ାଇ ଦେଇଛି। ସରକାରଙ୍କ କଟକଣାକୁ ଲୋକମାନେ ମାନିବାରେ ଅବହେଳା କରୁଛନ୍ତି।...

ରାଇକିଆରୁ ଯୁବତୀ ଚାଲାଣ: ଘରୋଇ ବସ୍‌ରୁ ୨ ନାବାଳିକା, ୮ ଯୁବତୀ ଉଦ୍ଧାର; ୨ ଦଲାଲ ଅଟକ

ରାଇକିଆ,୧୦।୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଅଞ୍ଚଳରୁ ରାଜ୍ୟ ବାହାରକୁ ଯୁବତୀ ଓ ନାବାଳିକା ଚାଲାଣ ହେଉଥିବା ସନ୍ଦେହ କରି ରାଇକିଆ ପୋଲିସ ବୁଧବାର ଏକ ଘରୋଇ ବସ୍‌...

କରୋନା ବଦଳାଇ ଦେଲା ବେଉସା: କବାଡ଼ି ବ୍ୟବସାୟୀ ବିକିଲେ ପରିବା

ରସୁଲପୁର,୯।୪(ଡିଏନଏ)- କରୋନା ପ୍ରଭାବରେ ସବୁକିଛି ଠପ୍‌ ହୋଇଯାଇଛି। ଛୋଟମୋଟ ବ୍ୟବସାୟରୁ ଆରମ୍ଭ କରି ବଡ଼ବଡ଼ ଶିଳ୍ପସଂସ୍ଥାରେ ତାଲା ଝୁଲୁଛି। ଏହାଦ୍ୱାରା ଅଧିକ ପ୍ରଭାବିତ ହୋଇଛନ୍ତି ଦିନ...

Advertisement
Archives

Model This Week