ଜାଲ୍‌ନୋଟ୍‌ କାରବାର ଚାଲିଥିବାବେଳେ ଜବତ କଲା STF

ଟିଟିଲାଗଡ଼,୧୦ା୪(ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ବୈଷ୍ଣବଦେବୀ ମନ୍ଦିର ସମ୍ମୁଖରେ ଜାଲ୍‌ ନୋଟ୍‌ କାରବାର ଚାଲିଥିବା ବେଳେ ମାଡ଼ିବସିଛି ସ୍ପେଶାଲ ଟାସ୍କ ଫୋର୍ସ(ଏସ୍‌ଟିଏଫ୍‌)। ଏସ୍‌ଟିଏଫ୍‌ ଟିମ ଦ୍ୱାରା ୪୯୦୦୦ଟଙ୍କାର ଜାଲ୍‌ ନୋଟ ଜବତ ହୋଇଛି। ସବୁ ନୋଟ୍‌ ୫୦୦ ଟଙ୍କିଆ। ଜାଲ ନୋଟ୍‌ କାରବାରରେ ମାଷ୍ଟର ମାଇଣ୍ଡ ଅବଦୁଲ ସବୀର ଗିରଫ ହୋଇଥିବାବେଳେ ତାଙ୍କ ସହଯୋଗୀ ନେତ୍ରାନନ୍ଦ ରାଉତଙ୍କୁ ମଧ୍ୟ ଗିରଫ କରିଛି ଏସ୍‌ଟିଏଫ୍‌।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରମିଳାଙ୍କ ଘରେ ଯାଜପୁର ନେତାଙ୍କ ମେଳି: ସାମିଲ ହେଲେ ଏସବୁ ନେତା…

ଭୁବନେଶ୍ୱର,୨୦।୧: ବିଜେଡିରେ ହେବ କି ବଡ଼ ପରିବର୍ତ୍ତନ? ବୈଠକ ପରେ ବୈଠକ ବସୁଛି। ଇତି ମଧ୍ୟରେ ମଙ୍ଗଳବାର ପ୍ରମିଳା ମଲ୍ଲିକଙ୍କ ଭୁବନେଶ୍ବର ବାସଭବନରେ ଯାଜପୁର ନେତାଙ୍କ...

ପ୍ରମିଳାଙ୍କ ଘରେ ଏମିତି କ’ଣ ହେଲା? ନବୀନ ନିବାସ ମୁହାଁ ହେଲେ ବରିଷ୍ଠ ନେତା, ରାଜନୀତି ହଲଚଲ

ଭୁବନେଶ୍ୱର,୨୦।୧: ନବୀନ ନିବାସରେ ବଡ଼ ହଲଚଲ। ବରିଷ୍ଠ ନେତା ନବୀନ ନିବାସରେ ପହଞ୍ଚିଛନ୍ତି। ପ୍ରମିଳାଙ୍କ ଘରେ ଯାଜପୁର ନେତାଙ୍କ ମେଳି ପରେ ଅଚାନକ ନବୀନ ନିବାସରୁ...

ପ୍ରମିଳାଙ୍କ ଘରେ ବୈଠକ ପରେ ପ୍ରୀତିରଞ୍ଜନ ଘଡ଼ାଇଙ୍କ ବିସ୍ଫୋରଣ, କହିଲେ ନିଜକୁ ବାଘ…

ଭୁବନେଶ୍ବର, ୨୦|୧ : ପ୍ରମିଳା ମଲ୍ଲିକଙ୍କ ଘରେ ପୁଣିଥରେ ଯାଜପୁର ବିଜେଡି ନେତାଙ୍କ ମେଳି ଦେଖିବାକୁ ମିଳିଛି । ପ୍ରଣବ ପ୍ରକାଶ ଦାସ, ପ୍ରଣବ ବଳବନ୍ତରାୟ, ପ୍ରୀତିରଞ୍ଜନ...

ବରଗଡ଼ରେ କଂଗ୍ରେସର ଚାଷୀ ସମାବେଶ: ଧାନବିକ୍ରି ଅବ୍ୟବସ୍ଥା ନେଇ ସରକାରଙ୍କ ବିରୋଧରେ ଗର୍ଜିଲେ…

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ):  ରାଜ୍ୟରେ ଖରିଫ୍ ଧାନବିକ୍ରି ବ୍ୟବସ୍ଥା ବାଟବଣା ହୋଇ ପଡିଛି। ଟୋକନ କଟକଣା, ଧାନ ଉଠାଣରେ ଶିଥିଳତା, କଟନୀଛଟନୀ ଆଦି ସମସ୍ୟା ଯୋଗୁ ଅନେକ...

ନୀତିନ ନବୀନ କହିଲେ ରାଜନୀତି ଲଙ୍ଗ ମାରାଥନ, ଏଠି ସ୍ପିଡ ନୁହେଁ ଷ୍ଟାମିନାର ଟେଷ୍ଟ ହୋଇଥାଏ

ନୂଆଦିଲ୍ଲୀ,୨୦।୧: ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ହେବା ପରେ, ନୀତିନ ନବୀନ ପ୍ରଥମ ଥର ପାଇଁ ଦଳୀୟ କର୍ମୀ ଏବଂ ନେତାମାନଙ୍କୁ ସମ୍ବୋଧିତ କରିଥିଲେ। ସେ କହିଥିଲେ...

ମିଳିଲା କନିଷ୍ଠ କିରାଣିଙ୍କ ଝୁଲନ୍ତା ମୃତଦେହ: ବେକରେ ଗାମୁଛା ଲଗାଇ….

ବାଲେଶ୍ୱର, ୨୦।୧( ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟର ଜଣେ କନିଷ୍ଠ କିରାଣିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକ ହେଲେ ସଦର...

କାକଟପୁର, ଅସ୍ତରଙ୍ଗରେ ଖୋଲିନାହିଁ ଧାନମଣ୍ଡି, ଚିନ୍ତାରେ ଚାଷୀ

କାକଟପୁର/ଅସ୍ତରଙ୍ଗ, ୨୦ା୧(ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ): ପୁରୀ ଜିଲା ଅସ୍ତରଙ୍ଗ ଏବଂ କାକଟପୁର ବ୍ଲକ ଅଞ୍ଚଳରେ ବର୍ତ୍ତମାନ ସୁଦ୍ଧା ଧାନମଣ୍ଡି ଖୋଲିନାହିଁ। ଜାନୁଆରୀ ୧୫ରୁ ୧୭ତାରିଖ...

୩୩ ମାସ ପରେ ମା’କୁ ଫେରି ପାଇଲା ପୁଅ

ଝାରସୁଗୁଡ଼ା,୨୦।୧(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାପାଳ କୁଣାଲ ମୋତିରାମ ଚହ୍ବାଣଙ୍କ ମାର୍ଗଦର୍ଶନରେ ପରିଚାଳିତ ‘ସ୍ନେହ ସେତୁ’ ପଦକ୍ଷେପ ମାଧ୍ୟମରେ ସୋମବାର ପୁଣି ଏକ ବିଚ୍ଛିନ୍ନ ପରିବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri