Posted inଫୁରସତ

Fake Notes: ମାର୍କେଟରେ ନେଣଦେଣ କରୁଛନ୍ତି କି ନକଲି ନୋଟ୍‌, ୭ବର୍ଷ ଜେଲଦଣ୍ଡ ସହ ଭରିବାକୁ ପଡିବ ଏତେ ଟଙ୍କା

ୟୁପିର ଜାଲୌନର ଅତିରିକ୍ତ ଜିଲା କୋର୍ଟ ୧୩ ବର୍ଷ ପୁରୁଣା ନକଲି ନୋଟ ରଖିବା ମାମଲାରେ ଦୁଇ ଜଣଙ୍କୁ ଦଣ୍ଡାଦେଶ ଦେଇଛନ୍ତି। ଦଣ୍ଡ ସୱରୂପ, ଉଭୟଙ୍କୁ ୧୦-୧୦ ବର୍ଷ ଜେଲଦଣ୍ଡ ଏବଂ ୨୦,୦୦୦ ଟଙ୍କା ଜରିମାନା ଦେବାକୁ କୁହାଯାଇଛି। ଯଦି ଜରିମାନା ପୈଠ ନ କରାଯାଏ, ତେବେ ଜଣଙ୍କୁ ଅଧିକ ଗୋଟିଏ ବର୍ଷ ଦଣ୍ଡ ଭୋଗିବାକୁ ପଡିବ। ପ୍ରକୃତରେ ଏହି ଘଟଣା ଅଗଷ୍ଟ ୨୦୧୨ର। ସେହି ସମୟରେ, ପୋଲିସ ଜାଲ ନୋଟର ଦୁଇ ଜଣ ଏଜେଣ୍ଟଙ୍କୁ ଗିରଫ କରିଥିଲା। ପୋଲିସ ଏହି ଦୁଇଜଣଙ୍କଠାରୁ ହଜାର ହଜାର ଟଙ୍କାର Fake Notes ଜବତ କରିଥିଲା।

Fake Notes ରଖିବା ଏବଂ କାହାକୁ ଦେବା ଉଭୟ ବେଆଇନ। ଏହାକୁ IPCର ଧାରା 489A ରୁ 489E ଅନୁଯାୟୀ ଏକ ଦଣ୍ଡନୀୟ ଅପରାଧ ଭାବରେ ବିବେଚନା କରାଯାଏ। ଏହି ଅପରାଧ ପାଇଁ, ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ ଏବଂ ଜରିମାନା ଉଭୟ ଦଣ୍ଡିତ କରାଯାଇପାରେ। ଯେକୌଣସି ଦେଶରେ ଜାଲ ନୋଟ ଉପସ୍ଥିତି ଅର୍ଥନୀତିକୁ କ୍ଷତି ପହଞ୍ଚାଏ। ତେଣୁ, ଏହି ମାମଲାର କଡ଼ା ତଦନ୍ତ କରାଯାଉଛି ଏବଂ କଠୋରତମ ଦଣ୍ଡର ବ୍ୟବସ୍ଥା ଅଛି।

ଯଦି ଆପଣଙ୍କ ପାଖରେ ଏକ Fake Notes ଅଛି ଏବଂ ତଥାପି ଆପଣ ଏହାକୁ ନେଣଦେଣ କରୁଛନ୍ତି ତେବେ ଆପଣଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇପାରେ। ଏହା କରିବା ଏକ ଆଇନଗତ ଅପରାଧ ଏବଂ ଏହି କ୍ଷେତ୍ରରେ, 7 ବର୍ଷ ଦଣ୍ଡ ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ରୋହିତ-ଇଶାନଙ୍କ ଭୁଲ ଭାରତକୁ ପଡ଼ିଲା ମହଙ୍ଗା, ବଡ଼ ଫାଇଦା ଉଠାଇଲା ନ୍ୟୁଜିଲାଣ୍ଡ

ନୂଆଦିଲ୍ଲୀ, ୧୩।୧୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ଦିନିକିଆ ସିରିଜର ଚତୁର୍ଥ ମ୍ୟାଚରେ ୱିଲ ୟଙ୍ଗ ଚମତ୍କାର ଶତକୀୟ ପାଳି ଖେଳିଛନ୍ତି। ତେବେ ତାଙ୍କୁ ମାତ୍ର…

ଚାଇନାରେ ପଦାର୍ପଣ କଲା କ୍ରିକେଟ୍‌: WCC ଲିଗ୍‌ର ଶୁଭାରମ୍ଭ, ଆସନ୍ତା ବର୍ଷ…

ବେଜିଂ,୧୩।୧୧:ଚାଇନାରେ କ୍ରିକେଟର ପ୍ରସାର ଓ ଲୋକପ୍ରିୟତା ବଢ଼ାଇବା ଦିଗରେ ଏକ ବଡ଼ ପଦକ୍ଷେପ ନିଆଯାଉଛି। ୱାଲର୍‌ଡ ଚାମ୍ପିୟନସିପ ଅଫ କ୍ରିକେଟ (WCC) ଓ ଡୋଙ୍ଗ୍ୟୁହୁଇ ସ୍ପୋର୍ଟସ (Dongyuehui…

ମାର୍ଗୀ ହେବେ ଶନି: ତୁଳା ସମେତ ୪ ରାଶିଙ୍କର ଆରମ୍ଭ ହେବ ଗୋଲଡେନ୍‌ ସମୟ, ଚାକିରିରୁ ବ୍ୟବସାୟ ଯାଏ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗ୍ରହମାନଙ୍କ ଚଳନରେ ପରିବର୍ତ୍ତନ ମଣିଷ ଜୀବନ ଉପରେ ପ୍ରଭାବ ପକାଇଥାଏ। ଆସନ୍ତା ଡିସେମ୍ବର ୧୧ ତାରିଖ ଶୁକ୍ରବାର ସକାଳ ୫ଟାରେ ଶନିଦେବ…

ଅବିନାଶଙ୍କୁ ଧକ୍କା ଦେଲା କାର୍‌: ଜାତୀୟ ରାଜପଥ ଉପରେ ଘଟିଲା…

ଦାରିଙ୍ଗବାଡି, ୧୩।୧୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା କିରିକୁଟି ଗ୍ରାମର ୫୯ ନଂ ଜାତୀୟ ରାଜପଥ ଉପରେ ଶୁକ୍ରବାର ଗୋଟିଏ କାର ସହ ବାଇକର…

ସାମ୍ନାକୁ ଆସିଲା Nvidia ସିଇଓ ଜେନସେନ ହୁଆଙ୍ଗଙ୍କ ତୃତୀୟ ପ୍ରେମ ସମ୍ପର୍କ; ଆଲିସ-କିମ୍ବର୍ଲିଙ୍କ ବ୍ୟତୀତ ତାଙ୍କର ଅନ୍ୟ ଜଣେ ମହିଳାଙ୍କ ସହ…

ବେଜିଂ,୧୩।୧୧: Nvidia (ଏନଭିଡିଆ) ର ସିଇଓ ଜେନସେନ ହୁଆଙ୍ଗ ପୁଣିଥରେ ନିଜ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଗୁରୁବାର ପ୍ରକାଶିତ ରଏଟର୍ସର ଏକ ରିପୋର୍ଟ ଅନୁଯାୟୀ,…

ଉଇକେଟ୍‌ ନେବା ପରେ ରାଗିକି ପଞ୍ଚମ ହୋଇଗଲେ ଗୁରନୁର, ଦୌଡ଼ିଯାଇ କୋହଲି…ଦେଖନ୍ତୁ VIDEO

ମାଉଣ୍ଟ ମାଉଙ୍ଗାନୁଇ,୧୩।୧୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଚତୁର୍ଥ ଦିନିକିଆ ମ୍ୟାଚ୍‌ରେ ମଇଦାନରେ ଦେଖିବାକୁ ମିଳିଥିଲା ଉତ୍ତେଜନାପୂର୍ଣ୍ଣ ଦୃଶ୍ୟ। ନ୍ୟୁଜିଲାଣ୍ଡର ଓପନର୍‌ ଟିମ ସିଫର୍ଟଙ୍କୁ ଆଉଟ କରିବା…

ଓଡ଼ିଶାରେ ବନ୍ଦ ହେବ ଉବେର-ରାପିଡୋ ବାଇକ୍‌ ସେବା! ଜାଣନ୍ତୁ କାରଣ

ଭୁବନେଶ୍ବର,୧୩।୧୧: ଓଡ଼ିଶାରେ ଉବେର ଓ ରାପିଡୋର ବାଇକ୍‌ ଟ୍ୟାକ୍ସି ସେବାକୁ ନେଇ ବଡ଼ ନିଷ୍ପତ୍ତି ନିଆଯାଇଛି । ଆପ୍‌ ଜରିଆରେ ଯାତ୍ରୀ ପରିବହନରେ ବ୍ୟବହୃତ ହେଉଥିବା ଘରୋଇ…

୨୭ ବର୍ଷର ପୁରୁଣା ରେକର୍ଡ ଭାଙ୍ଗିଲେ ଟିମ ସିଫର୍ଟ୍‌: ପାଓ୍ବାର୍‌ ପ୍ଲେରେ କଲେ ବଡ଼ କାରନାମା

ମାଉଣ୍ଟ ମାଉଙ୍ଗାନୁଇ,୧୩।୧୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଥିବା ଚତୁର୍ଥ ଦିନିକିଆରେ କିୱି ଓପନର ଟିମ ସିଫର୍ଟଙ୍କ ବିସ୍ଫୋରକ ବ୍ୟାଟିଂ ଦେଖିବାକୁ ମିଳିଛି। ଟସ ହାରି ପ୍ରଥମେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?