ବାଲେଶ୍ୱର,୨୩ା୭: ଫକୀରମୋହନ ବିଶ୍ୱବିଦ୍ୟାଳୟ କୁଳପତିଙ୍କ କାର୍ଯ୍ୟକାଳ ବଢ଼ିଛି। କୁଳପତି ସନ୍ତୋଷ କୁମାର ତ୍ରିପାଠୀଙ୍କ କାର୍ଯ୍ୟକାଳ ଆଉ ୬ ମାସ ବଢ଼ିଛି। ଆଜି ଅର୍ଥାତ୍ (୨୩ା୭ା୨୫)ରେ ତାଙ୍କ କାର୍ଯ୍ୟକାଳ ଶେଷ ହେଉଥିଲା। ମାତ୍ର କୁଳାଧିପତି ତାଙ୍କର ଏହି କାର୍ଯ୍ୟକାଳକୁ ଆଉ ୬ ମାସ ବଢ଼ାଇଛନ୍ତି।
ବାଲେଶ୍ୱର,୨୩ା୭: ଫକୀରମୋହନ ବିଶ୍ୱବିଦ୍ୟାଳୟ କୁଳପତିଙ୍କ କାର୍ଯ୍ୟକାଳ ବଢ଼ିଛି। କୁଳପତି ସନ୍ତୋଷ କୁମାର ତ୍ରିପାଠୀଙ୍କ କାର୍ଯ୍ୟକାଳ ଆଉ ୬ ମାସ ବଢ଼ିଛି। ଆଜି ଅର୍ଥାତ୍ (୨୩ା୭ା୨୫)ରେ ତାଙ୍କ କାର୍ଯ୍ୟକାଳ ଶେଷ ହେଉଥିଲା। ମାତ୍ର କୁଳାଧିପତି ତାଙ୍କର ଏହି କାର୍ଯ୍ୟକାଳକୁ ଆଉ ୬ ମାସ ବଢ଼ାଇଛନ୍ତି।
ଭୁବନେଶ୍ୱର,୩୧।୧(ତ୍ରିନାଥ ମହାନ୍ତି): ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୃଷ୍ଣ ପାତ୍ରଙ୍କ ସରକାରୀ କ୍ବାର୍ଟରରୁ ଘରୋଥ ସହାୟକଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ସନ୍ଦେହ ବଢିଛି। ଆହୁରି…
ଲୋଇସିଂହା,୩୧।୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଳକ ନଅଗାଁ(କ) ଗ୍ରାମରେ ଫେବୃଆରୀ ୨ରେ ହେବାକୁ ଥିବା ଏକ ବାଲ୍ୟ ବିବାହକୁ ଶନିବାର ରୋକିଛି ଜିଲା ପ୍ରଶାସନ। ଜିଲା…
ପୁଣେ,୩୧।୧: ମହାରାଷ୍ଟ୍ରର ରାଜନୀତିର ଚକ ପୁଣି ଥରେ ଘୂର୍ଣ୍ଣନ ଆରମ୍ଭ କରିଛି। ଉପ-ମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ପରେ ପରିବର୍ତ୍ତିତ ପରିସ୍ଥିତି ରାଜନୈତିକ କାର୍ଯ୍ୟକଳାପକୁ…
ଭୁବନେଶ୍ୱର,୩୧।୧: ଆକ୍ସନ୍ ମୋଡ୍ରେ ଉଚ୍ଚଶିକ୍ଷା ବିଭାଗ। ଏଣିକି କଲେଜରେ କ୍ଲାସ ନ କରି ଖଟି କରୁଥିବା ଅଧ୍ୟାପକ ଅଧ୍ୟାପିକାଙ୍କ ଉପରେ ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ। କଲେଜରେ ଅବହେଳା…
ଦିଗପହଣ୍ଡି,୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ନିକଟରେ ଶନିବାର ଭୋର୍ ସମୟରେ ବାଇକ ଧକ୍କାରେ ଜଣେ ବୃଦ୍ଧାଙ୍କର ମୃତ୍ୟୁ ହୋଇଛି। ବୃଦ୍ଧା ଜଣଙ୍କ…
ପରଜଙ୍ଗ,୩୧।୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗାଁ ଓଭରବ୍ରିଜ୍ ତଳ ନାଳରୁ ଜଣେ ୨ ବର୍ଷ ଶିଶୁ ପୁତ୍ରର ମୃତଦେହ ଉଦ୍ଧାର…
ନୂଆଦିଲ୍ଲୀ,୩୧।୧: ଭାରତୀୟ ହକି ଦଳରେ ବିଦ୍ରୋହ ଦେଖାଯାଇଛି। ଭେଟେରାନ ମିଡ୍ ଫିଲ୍ଡର ମନପ୍ରୀତ ସିଂଙ୍କୁ ଦଳରୁ ବିଦା କରିବାକୁ ନେଇ ଦେଖାଦେଇଛି କନ୍ଦଳ। ଭାରତୀୟ ହକି ଦଳର…
ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କାଣିଗୁମା ପଞ୍ଚାୟତରେ ଭୂମି ଜବରଦଖଲକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଗ୍ରାମର…