ବାଲେଶ୍ୱର,୨୩ା୭: ଫକୀରମୋହନ ବିଶ୍ୱବିଦ୍ୟାଳୟ କୁଳପତିଙ୍କ କାର୍ଯ୍ୟକାଳ ବଢ଼ିଛି। କୁଳପତି ସନ୍ତୋଷ କୁମାର ତ୍ରିପାଠୀଙ୍କ କାର୍ଯ୍ୟକାଳ ଆଉ ୬ ମାସ ବଢ଼ିଛି। ଆଜି ଅର୍ଥାତ୍ (୨୩ା୭ା୨୫)ରେ ତାଙ୍କ କାର୍ଯ୍ୟକାଳ ଶେଷ ହେଉଥିଲା। ମାତ୍ର କୁଳାଧିପତି ତାଙ୍କର ଏହି କାର୍ଯ୍ୟକାଳକୁ ଆଉ ୬ ମାସ ବଢ଼ାଇଛନ୍ତି।
ବାଲେଶ୍ୱର,୨୩ା୭: ଫକୀରମୋହନ ବିଶ୍ୱବିଦ୍ୟାଳୟ କୁଳପତିଙ୍କ କାର୍ଯ୍ୟକାଳ ବଢ଼ିଛି। କୁଳପତି ସନ୍ତୋଷ କୁମାର ତ୍ରିପାଠୀଙ୍କ କାର୍ଯ୍ୟକାଳ ଆଉ ୬ ମାସ ବଢ଼ିଛି। ଆଜି ଅର୍ଥାତ୍ (୨୩ା୭ା୨୫)ରେ ତାଙ୍କ କାର୍ଯ୍ୟକାଳ ଶେଷ ହେଉଥିଲା। ମାତ୍ର କୁଳାଧିପତି ତାଙ୍କର ଏହି କାର୍ଯ୍ୟକାଳକୁ ଆଉ ୬ ମାସ ବଢ଼ାଇଛନ୍ତି।
ପାଟଣା,୨୧ା୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଅଧୀନ ପାଟଣା ଓ ସାହାରପଡ଼ା ବ୍ଲକ ବିଜେଡିର କାର୍ଯ୍ୟକାରୀ କମିଟିକୁ ଗତ ଶନିବାର ଦଳର ବରିଷ୍ଠ ଉପସଭାପତି…
ବାଲେଶ୍ୱର, ୨୧ା୯( ବାଞ୍ଛାନିଧି ଦେ): ହୁତୁ ହୁତୁ ହୋଇ ଜଳୁଛି ରେଷ୍ଟୁରାଣ୍ଟ । ବାଲେଶ୍ୱର ଓଟି ରୋଡ୍ରେ ଥିବା ଶାନ୍ତି ରେଷ୍ଟୁରାଣ୍ଟରେ ସୋମବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି…
ରିଷିଡ଼ା,୨୧ା୯(ସୁଶାନ୍ତ ମଲ୍ଲିକ): ବିପଦ ସଙ୍କୁଳ ଅବସ୍ଥାରେ ଝୁଲୁଛି ମୃତ୍ୟୁର ଫାଶ । ତାର ଗୁଡ଼ିକ ତଳକୁ ଲମ୍ବିଛି, ହେଲେ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଉ…
ଭୁବନେଶ୍ୱର,୨୧ା୯: ରାଜଧାନୀ ଭୁବନେଶ୍ୱରର ଭରତପୁର ଥାନା ଅଞ୍ଚଳରେ ଚାପା ଉତ୍ତେଜନା ଦେଖାଯାଇଛି। ଏହି ଥାନା ଅଞ୍ଚଳରେ ଫୁଟିଛି ଗୁଳି। ଗଣେଶ ପୂଜାର ବିସର୍ଜନ ଉତ୍ସବ, ଆଉ ନାଚଗୀତରେ…
ଗୁଡ଼ାରି,୨୧ା୯(ପ୍ରମୋଦ କୁମାର ପତି): ଶଙ୍ଖଭବନରୁ ଆସିଲା ଖୁସି ଖବର। ବିଜୁ ଜନତା ଦଳର ଗୁଡ଼ାରି ନଗର କମିଟି ସଭାପତି ଭାବେ ବିଜେଡି ନେତା ଈଶ୍ୱର ପାଣିଗ୍ରାହୀଙ୍କୁ ଦଳ…
ଛତ୍ରପୁର,୨୧ା୯(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଯୋଗୁ ସମ୍ଭାବ୍ୟ ପ୍ରବଳ ବର୍ଷା ଓ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…
ରାଉରକେଲା,୨୧ା୯(ଦିନେଶ ମିଶ୍ର): ଶିକ୍ଷାକ୍ଷେତ୍ରରେ ଉନ୍ନତି ଆଣିବା ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏହାସତ୍ତ୍ୱେ ଶିକ୍ଷା ବ୍ୟବସ୍ଥାରେ ସୁଧାର ଆସୁନାହିଁ। ଏହା କୌଣସି ଅପହଞ୍ଚ…
ଭୁବନେଶ୍ୱର,୨୧ା୯(ରବିନାରାୟଣ ଜେନା): ଖଣି, ଖଣିଜ ଦ୍ରବ୍ୟ ବିକାଶ ଓ ନିୟନ୍ତ୍ରଣ ଆଇନ (ଏମ୍ଏମ୍ଡିଆର୍) ଆକ୍ଟ ପ୍ରତ୍ୟାହାର ଲାଗି ଗୃହରେ ସର୍ବସମ୍ମତିକ୍ରମେ ଏକ ପ୍ରସ୍ତାବ ପାରିତ କରିବା ଲାଗି…