ଚିଲିକାକୁ କମିଲେ ବିଦେଶାଗତ ପକ୍ଷୀ: ଏହି କାରଣରୁ ଆସିଲେନି ୧୦,୦୦୦

ଭୁବନେଶ୍ୱର,୨୯ା୧୨: ଚଳିତ ବର୍ଷ ଚିଲିକା ହ୍ରଦକୁ ବିଦେଶାଗତ ପକ୍ଷୀଙ୍କ ଆଗମନ ହ୍ରାସ ପାଇଛି। ଏଥିପାଇଁ ଜଳବାୟୁ ପରିବର୍ତ୍ତନ ବା ‘କ୍ଲାଇମେଟ୍ ଚେଞ୍ଜ’କୁ ମୁଖ୍ୟ କାରଣ ବୋଲି କହିଛନ୍ତି ଓଡ଼ିଶାର ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂଖୁଣ୍ଟିଆ।

ଗତ ୨୦୨୪ ବର୍ଷ ତୁଳନାରେ ଚଳିତ ସିଜିନ୍‌ରେ ଚିଲିକାକୁ ପ୍ରାୟ ୧୦,୦୦୦ କମ୍ ପକ୍ଷୀ ଆସିଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି। ପକ୍ଷୀଙ୍କ ସଂଖ୍ୟା କମିଥିଲେ ମଧ୍ୟ ସେମାନଙ୍କ ସୁରକ୍ଷା ପାଇଁ ବନ ବିଭାଗ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଇଛି। ପକ୍ଷୀଙ୍କ ବାସସ୍ଥଳୀର ସୁରକ୍ଷା ଓ ଶିକାର ରୋକିବା ପାଇଁ ବିଭାଗ ସଜାଗ ରହିଛି। ଆଗାମୀ କିଛି ସପ୍ତାହ ମଧ୍ୟରେ ଶୀତର ପ୍ରକୋପ ବଢ଼ିଲେ ଆହୁରି ଅଧିକ ସଂଖ୍ୟକ ପକ୍ଷୀ ଆସିବେ ବୋଲି ଆଶା କରାଯାଉଛି।

ଏସିଆର ସର୍ବବୃହତ୍ତମ ଲବଣାକ୍ତ ହ୍ରଦ ଭାବେ ପରିଚିତ ଚିଲିକା ପ୍ରତିବର୍ଷ ସାଇବେରିଆ, କେନ୍ଦ୍ର ଏସିଆ ଏବଂ ୟୁରୋପର ବିଭିନ୍ନ ଦେଶରୁ ହଜାର ହଜାର ମାଇଲ ଦୂରରୁ ଆସୁଥିବା ପକ୍ଷୀଙ୍କ ପାଇଁ ଶୀତକାଳୀନ ବାସସ୍ଥଳୀ ସାଜିଥାଏ। ତେବେ ପରିବେଶର ପରିବର୍ତ୍ତନ ଏହି ପକ୍ଷୀଙ୍କ ପ୍ରବାସୀ ଧାରା ଉପରେ ପ୍ରଭାବ ପକାଉଥିବାରୁ ଏହା ଚିନ୍ତାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

ସ୍ୱାଧୀନତା ଦିବସରେ ପାକିସ୍ତାନରେ ବଡ଼ ହଙ୍ଗାମା, ସରିଗଲା ସବୁ ପେଟ୍ରୋଲ…

ଇସଲାମାବାଦ୍‌,୧୪।୮: ପାକିସ୍ତାନୀ ସମ୍ବାଦପତ୍ର ‘ଡନ୍’ (DAWN) ର ରିପୋର୍ଟ ଅନୁଯାୟୀ, ପାକିସ୍ତାନ ସରକାର ପେଟ୍ରୋଲ ଏବଂ ହାଇ-ସ୍ପିଡ୍ ଡିଜେଲ (HSD) ର ଦର ବୃଦ୍ଧି କରିଛନ୍ତି। ଏହି…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି।…

ବରାଳ ବାଲୁଙ୍କେଶ୍ୱର ମନ୍ଦିର ବିକାଶ ପାଇଁ ୮୫ ଲକ୍ଷ ଟଙ୍କା ମଞ୍ଜୁର

ସାକ୍ଷୀଗୋପାଳ,୧୪ା୮(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବ୍ଲକର ବରାଳ ଗ୍ରାମର ପୁରାଣ ପ୍ରସିଦ୍ଧ ବାଲୁଙ୍କେଶ୍ୱର ଦେବ ମନ୍ଦିରକୁ ଦିନକୁ ଦିନ ଶ୍ରଦ୍ଧାଳୁମାନଙ୍କ ସମାଗମ ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri